English
ମାଥିଉଲିଖିତ ସୁସମାଚାର 28:2 ଚିତ୍ର
ସତେିକି ବେଳେ ଗୋଟିଏ ବଡ଼ ଧରଣର ଭୂମିକମ୍ପ ହେଲା। ପ୍ରଭୁଙ୍କର ଜଣେ ସ୍ବର୍ଗଦୂତ ସ୍ବର୍ଗରୁ ଓହ୍ଲାଇ ଆସିଲେ। ସ୍ବର୍ଗଦୂତ ଜଣକ କବର ପାଖକୁ ଗଲେ ଓ ପ୍ରବେଶଦ୍ବାର ପାଖରୁ ପଥରଟି ଗଡ଼ଇେ ବାହାର କରି ଦେଲେ। ସେ ପଥର ଉପରେ ବସିଲେ।