ମାଥିଉଲିଖିତ ସୁସମାଚାର 5:9 in Oriya

ଓଡିଆ ଓଡିଆ ବାଇବେଲ ମାଥିଉଲିଖିତ ସୁସମାଚାର ମାଥିଉଲିଖିତ ସୁସମାଚାର 5 ମାଥିଉଲିଖିତ ସୁସମାଚାର 5:9

Matthew 5:9
ଶାନ୍ତ ପାଇଁ କାମ କରୁଥିବା ଲୋକମାନେ ଧନ୍ଯ, କାରଣ ସମାନେେ ପରମେଶ୍ବରଙ୍କ ସନ୍ତାନ ଭାବେ ଡକାଯିବେ।

Matthew 5:8Matthew 5Matthew 5:10

Matthew 5:9 in Other Translations

King James Version (KJV)
Blessed are the peacemakers: for they shall be called the children of God.

American Standard Version (ASV)
Blessed are the peacemakers: for they shall be called sons of God.

Bible in Basic English (BBE)
Happy are the peacemakers: for they will be named sons of God.

Darby English Bible (DBY)
Blessed the peace-makers, for *they* shall be called sons of God.

World English Bible (WEB)
Blessed are the peacemakers, For they shall be called children of God.

Young's Literal Translation (YLT)
`Happy the peacemakers -- because they shall be called Sons of God.

Blessed
Μακάριοιmakarioima-KA-ree-oo
are
the
οἱhoioo
peacemakers:
εἰρηνοποιοί·eirēnopoioiee-ray-noh-poo-OO
for
ὅτιhotiOH-tee
they
αὐτοὶautoiaf-TOO
called
be
shall
υἱοὶhuioiyoo-OO
the
children
θεοῦtheouthay-OO
of
God.
κληθήσονταιklēthēsontaiklay-THAY-sone-tay

Cross Reference

ଏବ୍ରୀମାନଙ୍କ ନିକଟକୁ ପତ୍ର 12:14
ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।

ଲୂକଲିଖିତ ସୁସମାଚାର 6:35
ତାନ ନିଜ ଶତୃକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫରେି ପାଇବାର କୌଣସି ଆଶା ନରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ ହବେ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ଯ ଦୟଶୀଳ ଅଟନ୍ତି।

ଯାକୁବଙ୍କ ପତ୍ 3:16
ଯେଉଁଠା ରେ ଈର୍ଷାଭାବ ଓ ସ୍ବାର୍ଥପର ମନୋଭାବ ଅଛି, ସହେିଠା ରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦଖାଯାେଏ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:14
ଯେଉଁମାନେ ନିଜ ଜୀବନ ରେ ପରମେଶ୍ବରଙ୍କର ଆତ୍ମାକୁ ନତେୃତ୍ବ ନିଅନ୍ତି ସମାନେେ ପରମେଶ୍ବରଙ୍କର ପ୍ରକୃତ ସନ୍ତାନ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:13
ପରସ୍ପର ପ୍ରତି କୋର୍ଧ କର ନାହିଁ, ବରଂ ପରସ୍ପରକୁ କ୍ଷମା ଦିଅ। ଯଦି ଜଣେ ତୁମ୍ଭ ପ୍ରତି ଭୁଲ କାମ କରେ, ତାକୁ କ୍ଷମା ଦିଅ। ପ୍ରଭୁ ତୁମ୍ଭକୁ କ୍ଷମା କରିଛନ୍ତି, ସେଥିପାଇଁ ତୁମ୍ଭମାନେେ ମଧ୍ଯ ଅନ୍ୟ ଲୋକମାନଙ୍କୁ କ୍ଷମା ଦିଅ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 12:18
ଲୋକଙ୍କ ସହିତ ଶାନ୍ତି ରେ ରହିବା ପାଇଁ ଯଥାସାଧ୍ଯ ଚେଷ୍ଟା କର।

ଗୀତସଂହିତା 120:6
ଶାନ୍ତି ଘୃଣାକାରୀମାନଙ୍କ ସହିତ ମୁଁ ଦୀର୍ଘଦିନଧରି ବାସ କରିଅଛି।

ମାଥିଉଲିଖିତ ସୁସମାଚାର 5:45
ତା ହେଲେ ତୁମ୍ଭେ ସ୍ବର୍ଗ ରେ ରହୁଥିବା ପରମପିତାଙ୍କ ଯଥାର୍ଥ ସନ୍ତାନ ହାଇେ ପାରିବ। ପରମପିତା, ଭଲ ଲୋକ ଓ ମନ୍ଦ ଲୋକ ଉଭୟଙ୍କ ଉପରେ ତାହାଙ୍କ ସୂର୍ୟ୍ଯଙ୍କୁ ଉଦିତ କରାନ୍ତି। ସେ ଭଲ କାମ କରୁଥିବା ଲୋକ ଓ ମନ୍ଦ କାମ କରୁଥିବା ଲୋକ, ଉଭୟଙ୍କ ଉପରେ ବର୍ଷା ବର୍ଷାନ୍ତି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:1
ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରିୟ ସନ୍ତାନ। ଅତଏବ ପରମେଶ୍ବରଙ୍କ ଭଳି ହବୋକୁ ଚେଷ୍ଟା କର।

ଯାକୁବଙ୍କ ପତ୍ 1:19
ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:22
ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,

ପିତରଙ୍କ ପ୍ରଥମ ପତ୍ 1:14
ଅତୀତ ରେ ତୁମ୍ଭେ ଏହି କଥା ବୁଝି ନ ପାରି, ନିଜ ଇଚ୍ଛା ରେ ସହେି ସବୁ ମନ୍ଦ କାମ କରିଥିଲ କିନ୍ତୁ ଏବେ ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାକାରୀ ସନ୍ତାନ ଅଟ। ଅତଏବ ଅତୀତର ମନ୍ଦ ଜୀବନଯାପନ କର ନାହିଁ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:22
ୟୁବକମାନେ ଯେଉଁ ସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସଗେୁଡ଼ିକରୁ ଦୂର ରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ବାସ, ପ୍ ରମେ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ବାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସମାନଙ୍କେ ସହିତ ମିଶି ଉକ୍ତ ଆଚରଣ କର।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:15
ତବେେ ଯାଇ ତୁମ୍ଭେ ନିର୍ଦ୍ ଦୋଷ ହବେ ଓ ତୁମ୍ଭ ଭିତ ରେ କୌଣସି ଭୁଲ୍ ରହିବ ନାହିଁ। ତୁମ୍ଭେ ପରମେଶ୍ବରଙ୍କ ନିର୍ଦ୍ ଦୋଷ ପୁତ୍ର ହବେ। କିନ୍ତୁ ତୁମ୍ଭମାନେେ ନଷ୍ଟ ହାଇେ ଯାଉଥିବା ମନ୍ଦ ଲୋକଙ୍କ ମଧିଅରେ ରହୁଛ। କିନ୍ତୁ ସମାନଙ୍କେ ଭିତ ରେ ତୁମ୍ଭେ ହି ଅନ୍ଧକାରପୂର୍ଣ୍ଣ ଜଗତ ରେ ଜ୍ଯୋତିଃଭଳି ପ୍ରକାଶିତ ହେଉଛ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:1
ଖ୍ରୀଷ୍ଟଯୀଶୁଙ୍କଠା ରେ ଥାଇ କୌଣସି କାର୍ୟ୍ଯ କରିବାକୁ ମୁଁ ତୁମ୍ଭକୁ କହିପା ରେ କି ? ତୁମ୍ଭେ ମାେତେ ପ୍ ରମେପୂର୍ଣ୍ଣ ସାନ୍ତ୍ବନା ଦଇପୋର କି ? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତା ରେ ଅଛୁ କି ? ତୁମ୍ଭଠା ରେ କରୁଣା ଓ ଦୟା ଅଛି କି ?

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 13:11
ଭାଇ ଓ ଭଉଣୀମାନେ ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହବୋକୁ ଚେଷ୍ଟା କର। ମୁଁ ଯେପରି କହିଛି ସହେିପରି କାମ କରୁଥାଅ। ସମସ୍ତେ ଏକ ମନ ରେ ଓ ଶାନ୍ତି ରେ ରୁହ। କବେେ ଶାନ୍ତି ଓ ପ୍ ରମରେ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:20
ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:1
ଯେଉଁ ଲୋକର ବିଶ୍ବାସ ଦୁର୍ବଳ, ସେ ଲୋକକୁ ନିଜ ଦଳ ଭିତ ରେ ଗ୍ରହଣ କରିବା ପାଇଁ ମନା କର ନାହିଁ। ସହେି ଲୋକର ଭିନ୍ନ ମତ ପାଇଁ, ତା ସହିତ ୟୁକ୍ତିତର୍କ କର ନାହିଁ।

ଲୂକଲିଖିତ ସୁସମାଚାର 20:36
ସହେି ଜୀବନ ରେ ଲୋକମାନେ ସ୍ବର୍ଗଦୂତଙ୍କ ପରି ହାଇେଥାନ୍ତି ଓ ସମାନେେ କବେେ ହେଲେ ମରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ସନ୍ତାନ କାରଣ ମୃତ୍ଯୁରୁ ପୁଣି ବଞ୍ଚି ଉଠିଥାନ୍ତି।

ମାଥିଉଲିଖିତ ସୁସମାଚାର 5:48
ଏଣୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଯେପରି ସିଦ୍ଧ, ତୁମ୍ଭମାନେେ ମଧ୍ଯ ସହେିପରି ସିଦ୍ଧ ହୁଅ।

ଗୀତସଂହିତା 82:6
ମୁଁ (ପରମେଶ୍ବର) କହିଲି, ତୁମ୍ଭମାନେେ ଈଶ୍ବରଗଣ ଓ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ।

ଗୀତସଂହିତା 34:12
ୟଦି ଜଣେ ବ୍ଯକ୍ତି ଜୀବନକୁ ଭଲ ପାଏ ଏବଂ ସେ ଦୀର୍ଘ ନିରାମଯ ଜୀବନୟାପନ କରିବାକୁ ଇଚ୍ଛା କରେ।

ଗୀତସଂହିତା 122:6
ୟିରୁଶାଲମରେ ସୁଖ ସମୃଦ୍ଧି ପାଇଁ ପ୍ରାର୍ଥନା କର। ମୁଁ ଆଶାକରେ ଯେଉଁମାନେ ତୁମ୍ଭକୁ ପ୍ରମେ କରନ୍ତି ସମାନେେ ସଠାେରେ ଶାନ୍ତି ପାଇବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:26
ତା' ପରଦିନ ସେ ଦୁଇଜଣ ଯିହୂଦୀ ଲୋକଙ୍କୁ ପରସ୍ପର ମଧିଅରେ କଳି କରୁଥିବାର ଦେଖିଲେ। ସେ ସମାନଙ୍କେ ମଧିଅରେ ଶାନ୍ତି ସ୍ଥାପନ କରିବାକୁ ଚେ଼ଷ୍ଟା କଲେ ଓ କହିଲେ, ' ହେ ଲୋକମାନେ, ତୁମ୍ଭମାନେେ ପରସ୍ପର ଭାଇଭାଇ। ତୁମ୍ଭମାନେେ ପରସ୍ପର ଭିତ ରେ କାହିଁକି କଳି କରୁଛ?'

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:17
ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:6
କିନ୍ତୁ ଏବେ ଜଣେ ଭାଇ ଅନ୍ୟଭାଇ ବିରୁଦ୍ଧ ରେ ଅଦାଲତକୁ ଯାଉଛି, ଓ ଅବିଶ୍ବାସୀ ଲୋକଙ୍କୁ ବିବାଦ ସମାଧାନ ପାଇଁ ସୁଯୋଗ ଦେଉଛି।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:2
ଇଯଦିଆ, ଓ ସୁନ୍ତୁଖୀ ଉଭୟଙ୍କୁ ପ୍ରଭୁଙ୍କଠା ରେ ଏକମତ ହବୋକୁ ମୁଁ ନିବଦନେ କରେ।

ପ୍ରଥମ ବଂଶାବଳୀ 12:17
ଦାଉଦ ସମାନଙ୍କେୁ ସାକ୍ଷାତ କରିବାକୁ ଗଲେ। ଦାଉଦ ସମାନଙ୍କେୁ କହିଲେ, ଯଦି ତୁମ୍ଭେ ଶାନ୍ତି ସହକା ରେ ମାେତେ ସାହାୟ୍ଯ କରିବାକୁ ଆସିଅଛ, ତବେେ ମୁଁ ତୁମ୍ଭକୁ ସ୍ବାଗତ କରୁଅଛି। ମାେ' ସହିତ ସହୟୋଗ କର। କିନ୍ତୁ ମୁଁ କୌଣସି ଭୁଲ୍ କାର୍ୟ୍ଯ କରି ନ ଥିବା ସତ୍ତ୍ବେ ଯଦି ତୁମ୍ଭେ ମାେ' ବିରୁଦ୍ଧ ରେ ଗୁପ୍ତଚର ବୃତ୍ତି କରିବାକୁ ଆସିଅଛ, ତବେେ ଆମ୍ଭମାନଙ୍କ ପୂର୍ବ ପୁରୁଷ ଗଣଙ୍କର ପରମେଶ୍ବର ତାହା ଦେଖନ୍ତୁ ଓ ସେ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।