Micah 4

fullscreen6 ସଦାପ୍ରଭୁ କୁହନ୍ତି, ଆଘାତପ୍ରାପ୍ତ, ପଙ୍ଗୁ, ବିତାଡିତ ଓ ଦଣ୍ତିତ ୟିରୁଶାଲମକୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା।

fullscreen7 ଆମ୍ଭେ ସହେି ନଗରର 'ପଙ୍ଗୁ' ଲୋକମାନଙ୍କୁ ଅବଶିଷ୍ଟାଂଶ ରୂପେ ରଖିବା ଓ ବିତାଡିତ ହାଇେଥିବା ସହେି ଲୋକମାନଙ୍କୁ ପୁଣି ଶକ୍ତିଶାଳୀ ଗୋଷ୍ଠୀ ରେ ପରିଣତ କରିବା। ସଦାପ୍ରଭୁ ସମାନଙ୍କେର ରାଜା ହବେେ ଏବଂ ସେ ସିୟୋନ ପର୍ବତ ଉପ ରେ ଏବଠାରୁେ ଚିରକାଳ ପର୍ୟ୍ଯନ୍ତ ସମାନଙ୍କେ ଉପ ରେ ଶାସନ କରିବେ।

fullscreen8 ପୁଣି ହେ ପଲର ଦୁର୍ଗ, ତୁମ୍ଭର ସମୟ ଆସିବ। ସିୟୋନ କନ୍ଯା, ପର୍ବତ ରେ ତୁମ୍ଭେ ପୁନର୍ବାର ଶାସନ ଗାଦି ରେ ରହିବ। ଆଉ ଅତୀତ ପରି ୟିରୁଶାଲମ ଗୋଟିଏ ଶକ୍ତିଶାଳୀ ରାଜ୍ଯ ହବେ।

6 In that day, saith the Lord, will I assemble her that halteth, and I will gather her that is driven out, and her that I have afflicted;

7 And I will make her that halted a remnant, and her that was cast far off a strong nation: and the Lord shall reign over them in mount Zion from henceforth, even for ever.

8 And thou, O tower of the flock, the strong hold of the daughter of Zion, unto thee shall it come, even the first dominion; the kingdom shall come to the daughter of Jerusalem.

Micah 4 in Tamil and English

6 ସଦାପ୍ରଭୁ କୁହନ୍ତି, ଆଘାତପ୍ରାପ୍ତ, ପଙ୍ଗୁ, ବିତାଡିତ ଓ ଦଣ୍ତିତ ୟିରୁଶାଲମକୁ ଆମ୍ଭେ ପୁନର୍ବାର ଫରୋଇ ଆଣିବା।
In that day, saith the Lord, will I assemble her that halteth, and I will gather her that is driven out, and her that I have afflicted;

7 ଆମ୍ଭେ ସହେି ନଗରର 'ପଙ୍ଗୁ' ଲୋକମାନଙ୍କୁ ଅବଶିଷ୍ଟାଂଶ ରୂପେ ରଖିବା ଓ ବିତାଡିତ ହାଇେଥିବା ସହେି ଲୋକମାନଙ୍କୁ ପୁଣି ଶକ୍ତିଶାଳୀ ଗୋଷ୍ଠୀ ରେ ପରିଣତ କରିବା। ସଦାପ୍ରଭୁ ସମାନଙ୍କେର ରାଜା ହବେେ ଏବଂ ସେ ସିୟୋନ ପର୍ବତ ଉପ ରେ ଏବଠାରୁେ ଚିରକାଳ ପର୍ୟ୍ଯନ୍ତ ସମାନଙ୍କେ ଉପ ରେ ଶାସନ କରିବେ।
And I will make her that halted a remnant, and her that was cast far off a strong nation: and the Lord shall reign over them in mount Zion from henceforth, even for ever.

8 ପୁଣି ହେ ପଲର ଦୁର୍ଗ, ତୁମ୍ଭର ସମୟ ଆସିବ। ସିୟୋନ କନ୍ଯା, ପର୍ବତ ରେ ତୁମ୍ଭେ ପୁନର୍ବାର ଶାସନ ଗାଦି ରେ ରହିବ। ଆଉ ଅତୀତ ପରି ୟିରୁଶାଲମ ଗୋଟିଏ ଶକ୍ତିଶାଳୀ ରାଜ୍ଯ ହବେ।
And thou, O tower of the flock, the strong hold of the daughter of Zion, unto thee shall it come, even the first dominion; the kingdom shall come to the daughter of Jerusalem.