ନିହିମିୟା 1

1 ଏଗୁଡିକ ନିହିମିଯାଙ୍କର ବାକ୍ଯ ଅଟେ। ନିହିମିଯା ଥିଲେ ହଖଲିଯର ପୁତ୍ର। ବିଂଶତିତମ ବର୍ଷର କିଶ୍ଲେବ୍ ମାସ ରେ ମୁଁ ଶୂଶନର ରାଜଧାନୀ ରେ ଥିଲି।

2 ମୁଁ ଯେତବେେଳେ ଶୂଶନ ରେ ଥିଲି, ମାରେ ଭାଇମାନଙ୍କ ମଧ୍ଯରୁ ଜଣେ ତାଙ୍କର ନାମ ଥିଲା, ହନାନି ଓ ଯିହୁଦାରୁ କେତେ ଜଣ ଲୋକ ଆସିଥିଲେ। ତହୁଁ ମୁଁ ସମାନଙ୍କେୁ ବନ୍ଦୀତ୍ବରୁ ଫରେି ଆସିଥିବା ଅବଶିଷ୍ଟ ୟିହୁଦୀଯମାନଙ୍କ ବିଷଯ ରେ ଓ ୟିରୁଶାଲମ ବିଷଯ ରେ ପଗ୍ଭରିଲି।

3 ସେତବେେଳେ ସମାନେେ ମାେତେ କହିଲେ, ଯେଉଁମାନେ ବନ୍ଦୀତ୍ବରୁ ଫରେି ଆସିଥିଲେ ସହେି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନ ରେ ଅଛନ୍ତି, କାରଣ ୟିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡି଼ ଦିଆୟାଇଛି।

4 ଯେତବେେଳେ ମୁଁ ସମାନଙ୍କେଠାରୁ ଏହି ସମ୍ବାଦ ଶୁଣିଲି, ମୁଁ ଦୁଃଖିତ ହଲିେ। ମୁଁ ବସି କ୍ରନ୍ଦନ କଲି। ମୁଁ ଉପବାସ ରେ ସ୍ବର୍ଗସ୍ଥ ପରମେଶ୍ବରଙ୍କୁ ବହୁ ଦିନ ଧରି ପ୍ରାର୍ଥନା କଲି।

5 ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି:

6 ତୁମ୍ଭର କର୍ଣ୍ଣ ଶୁଣୁ ଏବଂ ତୁମ୍ଭର ଆଖି ଖୋଲ ଏବଂ ମାରେ ପ୍ରାର୍ଥନା ପ୍ରତି ଧ୍ଯାନ ଦିଅ। ଯାହା ମୁଁ ଦିନ ଓ ରାତ୍ରି ତୁମ୍ଭକୁ ପ୍ରାର୍ଥନା କରୁଅଛି। ମୁଁ ତୁମ୍ଭ ଦାସ ଇଶ୍ରାୟେଲୀୟମାନଙ୍କ ପାଇଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି। ତୁମ୍ଭ ବିରୁଦ୍ଧ ରେ କରିଥିବା ପାପ ଆମ୍ଭେ ସ୍ବୀକାର କରିଛୁ। ଉତ୍ତଯ ମୁଁ ଓ ମାରେ ପରିବାର ପାପ କରିଛୁ।

7 ଆମ୍ଭେ ଇଶ୍ରାୟେଲୀୟମାନେ ତୁମ୍ଭ ବିରୁଦ୍ଧ ରେ ଅତିଶଯ ଭାବରେ ପାପ କରିଅଛୁ। ଆମ୍ଭମାନେେ ତୁମ୍ଭର ଆଜ୍ଞା ବ୍ଯବସ୍ଥାଗୁଡିକ ଓ ବିଗ୍ଭର ପାଳନ କରୁନାହୁଁ, ତୁମ୍ଭର ଦାସ ମାଶାଙ୍କେ ମାଧ୍ଯମ ରେ ଆମ୍ଭକୁ ଦଇେଥିଲ।

8 ତୁମ୍ଭେ ଯାହା ସବୁ କହିଛ ତାହା ମନେ ପକାଇବା ପାଇଁ ମୁଁ ତୁମ୍ଭକୁ ପଗ୍ଭରୁଛି, ତୁମ୍ଭେ ଆଦେଶ କରିଛ ଏବଂ ତୁମ୍ଭର ଦାସ ମାଶାଙ୍କେୁ କହିଥିଲ, ଯଦି ତୁମ୍ଭମାନେେ ପାପ କର ଆମ୍ଭେ ତୁମ୍ଭମାନଙ୍କୁ ନାନା ଗୋଷ୍ଠୀ ମଧିଅରେ ଛିନ୍ନଭିନ୍ନ କରିବା।

9 କିନ୍ତୁ ଯଦି ତୁମ୍ଭମାନେେ ଆମ୍ଭ ପାଖକୁ ଫରେି ଆସିବ ଓ ଆମ୍ଭେ ଆଜ୍ଞା ପାଳନକରି ଓ ଅଭ୍ଯାସ କରି ବାସ କରିବ, ତବେେ ଯଦିଓ ତୁମ୍ଭମାନେେ ଆକାଶର ପ୍ରାନ୍ତ ସୀମା ରେ ନିର୍ବାସିତ ଥିଲେ ହେଁ, ଆମ୍ଭେ ସଠାରୁେ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସହେି ସ୍ଥାନକୁ ସମାନଙ୍କେୁ ଆଣିବା।

10 ଏମାନେ ତୁମ୍ଭର ଦାସ ଓ ତୁମ୍ଭର ଲୋକ ତୁମ୍ଭେ ଏମାନଙ୍କୁ ଆପଣାର ମହା ପରାକ୍ରମ ଓ ଆପଣାର ବଳବାନ ହସ୍ତଦ୍ବାରା ମୁକ୍ତ କରିଅଛ।

11 ହେ ସଦାପ୍ରଭୁ, ବିନଯ କରୁଅଛି, ଯେଉଁମାନେ ତୁମ୍ଭ ନାମକୁ ସମ୍ମାନ କରିବା ରେ ଆନନ୍ଦ କରନ୍ତି, ଏମନ୍ତ ତୁମ୍ଭ ଦାସର ଓ ସମସ୍ତ ଦାସମାନଙ୍କର ପ୍ରାର୍ଥନା ପ୍ରତି ଟିକେ କର୍ଣ୍ଣପାତ କର। ଆଉ ପ୍ରାର୍ଥନା କରୁଅଛି ଆଜି ଆପଣା ଦାସକୁ ସଫଳ କରାଅ। ଏହି ବ୍ଯକ୍ତିର ଦୃଷ୍ଟି ରେ ତାହାକୁ ଦୟାପ୍ରାପ୍ତ ହବୋକୁ ଦିଅ। ଏ ସମୟରେ, ମୁଁ ରାଜାଙ୍କର ପାନପାତ୍ରବାହକ ଥିଲି।

1 The words of Nehemiah the son of Hachaliah. And it came to pass in the month Chisleu, in the twentieth year, as I was in Shushan the palace,

2 That Hanani, one of my brethren, came, he and certain men of Judah; and I asked them concerning the Jews that had escaped, which were left of the captivity, and concerning Jerusalem.

3 And they said unto me, The remnant that are left of the captivity there in the province are in great affliction and reproach: the wall of Jerusalem also is broken down, and the gates thereof are burned with fire.

4 And it came to pass, when I heard these words, that I sat down and wept, and mourned certain days, and fasted, and prayed before the God of heaven,

5 And said, I beseech thee, O Lord God of heaven, the great and terrible God, that keepeth covenant and mercy for them that love him and observe his commandments:

6 Let thine ear now be attentive, and thine eyes open, that thou mayest hear the prayer of thy servant, which I pray before thee now, day and night, for the children of Israel thy servants, and confess the sins of the children of Israel, which we have sinned against thee: both I and my father’s house have sinned.

7 We have dealt very corruptly against thee, and have not kept the commandments, nor the statutes, nor the judgments, which thou commandedst thy servant Moses.

8 Remember, I beseech thee, the word that thou commandedst thy servant Moses, saying, If ye transgress, I will scatter you abroad among the nations:

9 But if ye turn unto me, and keep my commandments, and do them; though there were of you cast out unto the uttermost part of the heaven, yet will I gather them from thence, and will bring them unto the place that I have chosen to set my name there.

10 Now these are thy servants and thy people, whom thou hast redeemed by thy great power, and by thy strong hand.

11 O Lord, I beseech thee, let now thine ear be attentive to the prayer of thy servant, and to the prayer of thy servants, who desire to fear thy name: and prosper, I pray thee, thy servant this day, and grant him mercy in the sight of this man. For I was the king’s cupbearer.