ଗଣନା ପୁସ୍ତକ 12:3 in Oriya

ଓଡିଆ ଓଡିଆ ବାଇବେଲ ଗଣନା ପୁସ୍ତକ ଗଣନା ପୁସ୍ତକ 12 ଗଣନା ପୁସ୍ତକ 12:3

Numbers 12:3
ମାଶାେ ପୃଥିବୀସ୍ଥ ସମସ୍ତ ଲୋକମାନଙ୍କ ମଧିଅରେ ଅତି ନମ୍ର ଥିଲେ।

Numbers 12:2Numbers 12Numbers 12:4

Numbers 12:3 in Other Translations

King James Version (KJV)
(Now the man Moses was very meek, above all the men which were upon the face of the earth.)

American Standard Version (ASV)
Now the man Moses was very meek, above all the men that were upon the face of the earth.

Bible in Basic English (BBE)
Now the man Moses was more gentle than any other man on earth.

Darby English Bible (DBY)
But the man Moses was very meek, above all men that were upon the face of the earth.

Webster's Bible (WBT)
(Now the man Moses was very meek, above all the men who were upon the face of the earth.)

World English Bible (WEB)
Now the man Moses was very humble, above all the men who were on the surface of the earth.

Young's Literal Translation (YLT)
And the man Moses `is' very humble, more than any of the men who `are' on the face of the ground.

(Now
the
man
וְהָאִ֥ישׁwĕhāʾîšveh-ha-EESH
Moses
מֹשֶׁ֖הmōšemoh-SHEH
very
was
עָנָ֣וʿānāwah-NAHV
meek,
מְאֹ֑דmĕʾōdmeh-ODE
above
all
מִכֹּל֙mikkōlmee-KOLE
men
the
הָֽאָדָ֔םhāʾādāmha-ah-DAHM
which
אֲשֶׁ֖רʾăšeruh-SHER
were
upon
עַלʿalal
the
face
פְּנֵ֥יpĕnêpeh-NAY
of
the
earth.)
הָֽאֲדָמָֽה׃hāʾădāmâHA-uh-da-MA

Cross Reference

ମାଥିଉଲିଖିତ ସୁସମାଚାର 11:29
ମାରେ କାର୍ୟ୍ଯଭାର ତୁମ୍ଭେ ଗ୍ରହଣ କର। ମାଠାରୁେ ଶିଖ। କାରଣ ମୁଁ ଆତ୍ମା ରେ ସରଳ ଓ ନମ୍ର ତାଣୁ ତୁମ୍ଭେ ନିଜ ଅତ୍ମା ରେ ବିଶ୍ରାମ ପାଇବ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:11
ମୁଁ ମୂର୍ଖଙ୍କ ଭଳି କହିଚାଲି ଥିଲି। କିନ୍ତୁ ଏପରି କହିବା ପାଇଁ ତୁମ୍ଭମାନେେ ମାେତେ ବାଧ୍ଯ କରିଥିଲ। ତୁମ୍ଭମାନେେ ହେଉଛ ସହେିଲୋକ, ଯେଉଁମାନେ ମାେ ସପକ୍ଷ ରେ ଭଲକଥା କହିବ। ମୁଁ କିଛି ନୁହେଁ, କିନ୍ତୁ ତଥାକଥିତ ସହେି ମହାନ୍ ପ୍ ରରେିତ ମାନେ ମାେ ଠାରୁ ଅଧିକ ମଧ୍ଯ ନୁହଁନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:5
ମୁଁ ଭାବୁ ନାହିଁ ଯେ, ସହେି ମହାନ ପ୍ ରରେିତମାନେ ମାେ ଠାରୁ କୌଣସି ଗୁଣ ରେ ଅଧିକ।

ପିତରଙ୍କ ପ୍ରଥମ ପତ୍ 3:4
ତୁମ୍ଭର ସୌନ୍ଦର୍ୟ୍ଯ ଅନ୍ତରରୁ ବାହାରି ନମ୍ର ଓ ଶାନ୍ତ ଗୁଣର ପରିଚୟ ଦବୋ ଉଚିତ। ଏହି ସୌନ୍ଦର୍ୟ୍ଯ କବେେ ହେଲେ ସମାପ୍ତ ହବେ ନାହିଁ। ପରମେଶ୍ବର ଏହାକୁ ସବୁଠାରୁ ମୂଲ୍ଯବାନ୍ ମନେ କରନ୍ତି।

ଯାକୁବଙ୍କ ପତ୍ 3:13
ତୁମ୍ଭମାନଙ୍କ ଭିତ ରେ ପ୍ରକୃତ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ତା ହେଲେ ସେ ଧାର୍ମିକ ଜୀବନଯାପନ କରି ନିଜର ବିଜ୍ଞତା ଦଖାେଉ। ସେ ନମ୍ର ଭାବରେ ଭଲ କାମ କରିବା ଉଚିତ। ଜ୍ଞାନୀ ଲୋକ ଗର୍ବ କରେ ନାହିଁ।

ଯାକୁବଙ୍କ ପତ୍ 3:2
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:7
ଆମ୍ଭମାନେେ ଯୀଶୁଖ୍ରୀଷ୍ଟଙ୍କର ପ୍ ରରେିତ। ଅତଏବ ତୁମ୍ଭମାନଙ୍କ ମଧିଅରେ ଥିଲା ବେଳେ ଆମ୍ଭମାନେେ ତୁମ୍ଭମାନଙ୍କ ଦ୍ବାରା କାମ କରାଇବା ପାଇଁ ଆମ୍ଭ ଅଧିକାର ପ୍ରଯୋଗ କରି ପାରିଥାଆନ୍ତୁ। କିନ୍ତୁ ଆମ୍ଭେ ତୁମ୍ଭମାନଙ୍କ ସହିତ ଭଦ୍ର ବ୍ଯବହାର କରୁ। ଜଣେ ମାଆ ନିଜ ଶିଶୁମାନଙ୍କର ଯେପରି ଯତ୍ନ ନିଏ, ଆମ୍ଭେ ଠିକ୍ ସହେିପରି କଲୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:1
ମୁଁ ପାଉଲ, ଖ୍ରୀଷ୍ଟଙ୍କ ପରି ମୁଁ ମୃଦୁଭାବରେ ତୁମ୍ଭମାନଙ୍କୁ ନିବଦନେ କରେ। କେତକେ ଲୋକ କୁହନ୍ତି, ମୁଁ ତୁମ୍ଭ ମଧିଅରେ ଥିଲା ବେଳେ ନମ୍ର ଥାଏ କିନ୍ତୁ ଦୂର ରେ ଥିଲା ବେଳେ ସାହସୀ ବା ନିର୍ଭୟ ଅଟେ।

ମାଥିଉଲିଖିତ ସୁସମାଚାର 21:5
ସିୟୋନ ନଗରୀକୁ କୁହ: ' ଦେଖ, ତୁମ୍ଭର ରାଜା ତୁମ୍ଭ ପାଖକୁ ଆସୁଛନ୍ତି। ସେ ନମ୍ର ଓ ସେ ଗୋଟିଏ ଗଧ ଉପରେ ଚ଼ଢ଼ି ଆସୁଛନ୍ତି। ହଁ, ଗୋଟିଏ ଗଧଛୁଆ ଉପରେ ଚ଼ଢ଼ିଛନ୍ତି, ସହେି ଛୁଆ ଏକ ସ୍ତନ୍ଯପାଯୀ ଗଧରୁ ଜନ୍ମ ହାଇେଛି।'ଜିଖରିୟ 9:9

ମାଥିଉଲିଖିତ ସୁସମାଚାର 5:5
ନମ୍ର ଓ ସୁଶୀଳ ଲୋକମାନେ ଧନ୍ଯ; କାରଣ ଏ ପୃଥିବୀ ସହେିମାନଙ୍କର ହବେ।

ଗୀତସଂହିତା 149:4
ସଦାପ୍ରଭୁ ଆପଣା ଲୋକମାନଙ୍କ ଉପରେ ଆନନ୍ଦିତ ହୁଅନ୍ତି। ସେ ନମ୍ର ଲୋକମାନଙ୍କ ପାଇଁ ଆଶ୍ଚର୍ୟ୍ଯ କ୍ରିଯାମାନ କରିଛନ୍ତି। ସେ ସମାନଙ୍କେୁ ରକ୍ଷା କଲେ।

ଗୀତସଂହିତା 147:6
ସଦାପ୍ରଭୁ ନମ୍ର ଲୋକମାନଙ୍କ ସପକ୍ଷରେ ଥାଆନ୍ତି। ଏବଂ ସେ ଦୁଷ୍ଟମାନଙ୍କୁ ବିଚଳିତ କରନ୍ତି।

ଗୀତସଂହିତା 106:32
ଲୋକମାନେ ମିରୀବାଃ ଜଳଠାରେ ସଦାପ୍ରଭୁଙ୍କୁ ବହୁତ କ୍ରୁଦ୍ଧ କଲେ, ତଣେୁ ସମାନଙ୍କେ ସକାଶୁ ମାଶାଙ୍କେୁ ବହୁତ ବିପଦ ଘଟିଲା।

ଗଣନା ପୁସ୍ତକ 20:10
ପୁଣି ମାଶାେ ଓ ହାରୋଣ ସହେି ଶୈଳ ସମ୍ମୁଖ ରେ ସମଗ୍ର ମଣ୍ତଳୀକୁ ଏକତ୍ର କଲେ। ସମାନଙ୍କେୁ କହିଲେ, ହେ ବିଦ୍ରୋହୀଗଣ, ଦେଖ, ଆମ୍ଭମାନେେ ତୁମ୍ଭମାନଙ୍କ ପାଇଁ ଏହି ଶୈଳରୁ ଜଳ ବାହାର କରିବୁ।

ଗଣନା ପୁସ୍ତକ 11:10
ଏହାପରେ ଲୋକମାନେ ସମୁଦାଯ ପରିବାର ସହିତ ନିଜନିଜ ତମ୍ବୁଦ୍ବାରା ନିକଟରେ ରୋଦନ କରିବାର ମାଶାେ ଶୁଣିଲେ; ତହିଁରେ ସଦାପ୍ରଭୁଙ୍କର କୋରଧ ଅତିଶଯ ପ୍ରଜ୍ବଳିତ ହେଲା। ଆଉ ମଧ୍ଯ ମାଶାେ ଅସନ୍ତୁଷ୍ଟ ହେଲେ।