Numbers 21
10 ଅନନ୍ତର ଇଶ୍ରାୟେଲର ଲୋକମାନେ ୟାତ୍ରାକରି ଓବୋତ ରେ ଛାଉଣୀ ସ୍ଥାପନ କଲେ।
11 ତାହାପରେ ଓବୋତରୁ ୟାତ୍ରା କରି ପୂର୍ବ ଦିଗ ରେ ମାୟୋବର ପୂର୍ବଦିଗସ୍ଥିତ ମରୁଭୂମିରେ ଇଯୀ ଅବାରୀମ ରେ ଛାଉଣୀ ସ୍ଥାପନ କଲେ।
12 ପୁଣି ସମାନେେ ସଠାରୁେ ୟାତ୍ରା କରି ସରେଦ୍ ଉପତ୍ୟକା ରେ ଛାଉଣୀ ସ୍ଥାପନ କଲେ।
13 ସଠାରୁେ ସମାନେେ ୟାତ୍ରକରି ଇମାରେୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣୋନ ନଦୀର ଅନ୍ୟ ପାଶର୍ବ ମରୁଭୂମିରେ ଛାଉଣୀ ସ୍ଥାପନ କଲେ। କାରଣ ମାୟୋବର ଓ ଇ ମାରେୀଯମାନଙ୍କର ମଧ୍ଯବର୍ତ୍ତୀ ଅର୍ଣୋନ୍ ମାୟୋବର ସୀମା ଥିଲା।
14 ଏଥି ନିମନ୍ତେ ସଦାପ୍ରଭୁଙ୍କ ୟୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା:
15 ଘାଟିର ଗଡାଣିଗୁଡିକ ଯେଉଁଗୁଡିକ ଆରର ନିବାସ ଆଡେ ୟାଇଥିଲା ଏବଂ ସଗେୁଡିକ ମାୟୋବର ସୀମା ରେ ଅବସ୍ଥିତ ଥିଲା।
16 ସଠାରୁେ ସମାନେେ ବରେ ନାମକ ସ୍ଥାନକୁ ଆସିଲେ। ସହେି କୂପ ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ସ୍ଥାନ ରେ ଲୋକମାନଙ୍କୁ ଏକତ୍ର କର। ମୁଁ ସମାନଙ୍କେୁ ଜଳ ଦବେି।
17 ସହେି ସମୟରେ ଇଶ୍ରାୟେଲ ଏହି ଗୀତ ଗାଇଲେ:
18 ରାଜାମାନେ ଓ ଅଧିପତିମାନେ ସହେି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସମାନଙ୍କେର ଆଶାବାଡି ରେ ଓ ରାଜଦଣ୍ତ ରେ ତାହା ଖାେଳିଛନ୍ତି।
19 ଲୋକମାନେ ମତ୍ତାନରୁ ନହଲୀଯଲକେୁ ଓ ନହଲୀଯଲଠାରୁେ ବାମାେତକୁ ୟାତ୍ରା କଲେ।
20 ବାମାେତରୁ ମାୟୋବ କ୍ଷେତ୍ରସ୍ଥିତ ଉପତ୍ୟକା ଦଇେ ପିସ୍ଗା ପର୍ବତର ଶୃଗଂକୁ ୟାତ୍ରା କଲେ। ତାହା ମରୁଭୂମି ଆଡକୁ ଥିଲା।
10 And the children of Israel set forward, and pitched in Oboth.
11 And they journeyed from Oboth, and pitched at Ije-abarim, in the wilderness which is before Moab, toward the sunrising.
12 From thence they removed, and pitched in the valley of Zared.
13 From thence they removed, and pitched on the other side of Arnon, which is in the wilderness that cometh out of the coasts of the Amorites: for Arnon is the border of Moab, between Moab and the Amorites.
14 Wherefore it is said in the book of the wars of the Lord, What he did in the Red sea, and in the brooks of Arnon,
15 And at the stream of the brooks that goeth down to the dwelling of Ar, and lieth upon the border of Moab.
16 And from thence they went to Beer: that is the well whereof the Lord spake unto Moses, Gather the people together, and I will give them water.
17 Then Israel sang this song, Spring up, O well; sing ye unto it:
18 The princes digged the well, the nobles of the people digged it, by the direction of the lawgiver, with their staves. And from the wilderness they went to Mattanah:
19 And from Mattanah to Nahaliel: and from Nahaliel to Bamoth:
20 And from Bamoth in the valley, that is in the country of Moab, to the top of Pisgah, which looketh toward Jeshimon.
Numbers 21 in Tamil and English
10 ଅନନ୍ତର ଇଶ୍ରାୟେଲର ଲୋକମାନେ ୟାତ୍ରାକରି ଓବୋତ ରେ ଛାଉଣୀ ସ୍ଥାପନ କଲେ।
And the children of Israel set forward, and pitched in Oboth.
11 ତାହାପରେ ଓବୋତରୁ ୟାତ୍ରା କରି ପୂର୍ବ ଦିଗ ରେ ମାୟୋବର ପୂର୍ବଦିଗସ୍ଥିତ ମରୁଭୂମିରେ ଇଯୀ ଅବାରୀମ ରେ ଛାଉଣୀ ସ୍ଥାପନ କଲେ।
And they journeyed from Oboth, and pitched at Ije-abarim, in the wilderness which is before Moab, toward the sunrising.
12 ପୁଣି ସମାନେେ ସଠାରୁେ ୟାତ୍ରା କରି ସରେଦ୍ ଉପତ୍ୟକା ରେ ଛାଉଣୀ ସ୍ଥାପନ କଲେ।
From thence they removed, and pitched in the valley of Zared.
13 ସଠାରୁେ ସମାନେେ ୟାତ୍ରକରି ଇମାରେୀୟମାନଙ୍କ ସୀମାରୁ ନିର୍ଗତ ଅର୍ଣୋନ ନଦୀର ଅନ୍ୟ ପାଶର୍ବ ମରୁଭୂମିରେ ଛାଉଣୀ ସ୍ଥାପନ କଲେ। କାରଣ ମାୟୋବର ଓ ଇ ମାରେୀଯମାନଙ୍କର ମଧ୍ଯବର୍ତ୍ତୀ ଅର୍ଣୋନ୍ ମାୟୋବର ସୀମା ଥିଲା।
From thence they removed, and pitched on the other side of Arnon, which is in the wilderness that cometh out of the coasts of the Amorites: for Arnon is the border of Moab, between Moab and the Amorites.
14 ଏଥି ନିମନ୍ତେ ସଦାପ୍ରଭୁଙ୍କ ୟୁଦ୍ଧ ପୁସ୍ତକରେ କଥିତ ଅଛି, ଯଥା:
Wherefore it is said in the book of the wars of the Lord, What he did in the Red sea, and in the brooks of Arnon,
15 ଘାଟିର ଗଡାଣିଗୁଡିକ ଯେଉଁଗୁଡିକ ଆରର ନିବାସ ଆଡେ ୟାଇଥିଲା ଏବଂ ସଗେୁଡିକ ମାୟୋବର ସୀମା ରେ ଅବସ୍ଥିତ ଥିଲା।
And at the stream of the brooks that goeth down to the dwelling of Ar, and lieth upon the border of Moab.
16 ସଠାରୁେ ସମାନେେ ବରେ ନାମକ ସ୍ଥାନକୁ ଆସିଲେ। ସହେି କୂପ ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ଏହି ସ୍ଥାନ ରେ ଲୋକମାନଙ୍କୁ ଏକତ୍ର କର। ମୁଁ ସମାନଙ୍କେୁ ଜଳ ଦବେି।
And from thence they went to Beer: that is the well whereof the Lord spake unto Moses, Gather the people together, and I will give them water.
17 ସହେି ସମୟରେ ଇଶ୍ରାୟେଲ ଏହି ଗୀତ ଗାଇଲେ:
Then Israel sang this song, Spring up, O well; sing ye unto it:
18 ରାଜାମାନେ ଓ ଅଧିପତିମାନେ ସହେି କୂପ ଖୋଳିଛନ୍ତି। କୁଳୀନମାନେ ଓ ରାଜାମାନେ ସମାନଙ୍କେର ଆଶାବାଡି ରେ ଓ ରାଜଦଣ୍ତ ରେ ତାହା ଖାେଳିଛନ୍ତି।
The princes digged the well, the nobles of the people digged it, by the direction of the lawgiver, with their staves. And from the wilderness they went to Mattanah:
19 ଲୋକମାନେ ମତ୍ତାନରୁ ନହଲୀଯଲକେୁ ଓ ନହଲୀଯଲଠାରୁେ ବାମାେତକୁ ୟାତ୍ରା କଲେ।
And from Mattanah to Nahaliel: and from Nahaliel to Bamoth:
20 ବାମାେତରୁ ମାୟୋବ କ୍ଷେତ୍ରସ୍ଥିତ ଉପତ୍ୟକା ଦଇେ ପିସ୍ଗା ପର୍ବତର ଶୃଗଂକୁ ୟାତ୍ରା କଲେ। ତାହା ମରୁଭୂମି ଆଡକୁ ଥିଲା।
And from Bamoth in the valley, that is in the country of Moab, to the top of Pisgah, which looketh toward Jeshimon.