ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:15 in Oriya

ଓଡିଆ ଓଡିଆ ବାଇବେଲ ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1 ଫିଲୀମୋନଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ର 1:15

Philemon 1:15
ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।

Philemon 1:14Philemon 1Philemon 1:16

Philemon 1:15 in Other Translations

King James Version (KJV)
For perhaps he therefore departed for a season, that thou shouldest receive him for ever;

American Standard Version (ASV)
For perhaps he was therefore parted `from thee' for a season, that thou shouldest have him for ever;

Bible in Basic English (BBE)
For it is possible that for this reason he was parted from you for a time, so that you might have him for ever;

Darby English Bible (DBY)
for perhaps for this reason he has been separated [from thee] for a time, that thou mightest possess him fully for ever;

World English Bible (WEB)
For perhaps he was therefore separated from you for a while, that you would have him forever,

Young's Literal Translation (YLT)
for perhaps because of this he did depart for an hour, that age-duringly thou mayest have him,

For
τάχαtachaTA-ha
perhaps
γὰρgargahr
he
therefore
διὰdiathee-AH
departed
τοῦτοtoutoTOO-toh
for
ἐχωρίσθηechōristhēay-hoh-REE-sthay

πρὸςprosprose
season,
a
ὥρανhōranOH-rahn
that
ἵναhinaEE-na
thou
shouldest
receive
αἰώνιονaiōnionay-OH-nee-one
him
αὐτὸνautonaf-TONE
for
ever;
ἀπέχῃςapechēsah-PAY-hase

Cross Reference

ଆଦି ପୁସ୍ତକ 45:5
ବର୍ତ୍ତମାନ ତୁମ୍ଭେ ବ୍ଯସ୍ତ ହୁଅ ନାହିଁ। ମାେତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖ ରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ବର ମାେତେ ଏଠାକୁ ପଠାଇଲେ।

ଆଦି ପୁସ୍ତକ 50:20
ଏହା ସତ୍ଯ ଯେ ତୁମ୍ଭମାନେେ ମାେ ବିରୁଦ୍ଧ ରେ ମନ୍ଦ ଯୋଜନା କରିଥିଲ। କିନ୍ତୁ ବାସ୍ତବ ରେ ପରମେଶ୍ବରଙ୍କର ଯୋଜନା ଥିଲାଉତ୍ତମ। ପରମେଶ୍ବରଙ୍କର ଯୋଜନା ଥିଲା ଯେ, ସେ ମାେ ଦ୍ବାରା ବହୁତ ଜୀବନ ରକ୍ଷା କରିବେ। ଏବଂ ଯେଉଁଥି ପାଇଁ ଏସବୁ ହେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 4:28
ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧ ରେ ଏକତ୍ର ମନ୍ତ୍ରଣା କଲେ ସମାନେେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।

ଗୀତସଂହିତା 76:10
ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।

ଯିଶାଇୟ 20:6
ସହେି ସମୟରେ ସମୁଦ୍ର ନିଟକସ୍ଥ ନିବାସୀ କହିବେ, ଆମ୍ଭମାନେେ ଏହି ଦେଶଗୁଡ଼ିକ ଉପ ରେ ସାହାୟ୍ଯ ପାଇଁ ଭରସା ରଖିଥିଲୁ। ଅଶୂର ରାଜା ନିକଟକୁ ରକ୍ଷା ପାଇଁ ପାଇଁ ସମାନଙ୍କେ ନିକଟକୁ ଆମ୍ଭମାନେେ ବିଶ୍ବାସ ଭୂମି ଭାବି ଧାଇଁ ୟାଇଥିଲୁ। ମାତ୍ର ସହେି ଦେଶଗୁଡ଼ିକ ଅଧିକୃତ ହେଲା, ତବେେ ଆମ୍ଭମାନଙ୍କୁ ଆଉ କିଏ ରକ୍ଷା କରିବ ଓ ଆମ୍ଭମାନେେ କିପରି ବଞ୍ଚିବୁ ?'