Proverbs 1:33
ମାତ୍ର ଯେଉଁ ଲୋକ ମାରେ ବାକ୍ଯ ମାନି ଚଳେ। ସେ ନିରାପଦ ରେ ବାସ କରିବ, ତା'ର ଅମଙ୍ଗଳ ହବେ ନାହିଁ।
Proverbs 1:33 in Other Translations
King James Version (KJV)
But whoso hearkeneth unto me shall dwell safely, and shall be quiet from fear of evil.
American Standard Version (ASV)
But whoso hearkeneth unto me shall dwell securely, And shall be quiet without fear of evil.
Bible in Basic English (BBE)
But whoever gives ear to me will take his rest safely, living in peace without fear of evil.
Darby English Bible (DBY)
But whoso hearkeneth unto me shall dwell safely, and shall be at rest from fear of evil.
World English Bible (WEB)
But whoever listens to me will dwell securely, And will be at ease, without fear of harm."
Young's Literal Translation (YLT)
And whoso is hearkening to me dwelleth confidently, And `is' quiet from fear of evil!'
| But whoso hearkeneth | וְשֹׁמֵ֣עַֽ | wĕšōmēʿa | veh-shoh-MAY-ah |
| dwell shall me unto | לִ֭י | lî | lee |
| safely, | יִשְׁכָּן | yiškān | yeesh-KAHN |
| quiet be shall and | בֶּ֑טַח | beṭaḥ | BEH-tahk |
| from fear | וְ֝שַׁאֲנַ֗ן | wĕšaʾănan | VEH-sha-uh-NAHN |
| of evil. | מִפַּ֥חַד | mippaḥad | mee-PA-hahd |
| רָעָֽה׃ | rāʿâ | ra-AH |
Cross Reference
ଗୀତସଂହିତା 25:12
ୟଦି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ବର ତାକୁ ବଞ୍ଚିବା ପାଇଁ ଜୀବନପଥ ଦଖାେନ୍ତି।
ଲୂକଲିଖିତ ସୁସମାଚାର 21:9
ତୁମ୍ଭମାନେେ ଯେତବେେଳେ ୟୁଦ୍ଧ ଓ ବିଦ୍ରୋହର ଜନରବ ଶୁଣିବ, କବେେ ଡରିୟିବ ନାହିଁ। ଏସବୁ ଘଟଣା ନିଶ୍ଚୟ ପ୍ରଥମେ ଘଟିବ। କିନ୍ତୁ ଅନ୍ତିମ ସମୟ ଆସିବାକୁ ବିଳମ୍ବ ହବେ।
ଯିଶାଇୟ 26:3
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।
ହିତୋପଦେଶ 14:26
ସଦାପ୍ରଭୁ ବିଷଯକ ଭୟ ଦୃଢ଼ ଶରଣ ଭୂମି। ଆଉ ତାଙ୍କର ସନ୍ତାନମାନେ ସଠାେ ରେ ଆଶ୍ରଯସ୍ଥାନ ପାଇବେ।
ହିତୋପଦେଶ 9:11
କାରଣ ମାେଦ୍ବାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବି ହବେ।
ଗୀତସଂହିତା 112:7
ସେ କୁସମ୍ବାଦ ଶୁଣି ଭୟ କରିବ ନାହିଁ। ସହେି ଲୋକ ସୁସ୍ଥିର ହବେ କାରଣ ସେ ସଦାପ୍ରଭୁଙ୍କୁ ବିଶ୍ବାସ କରେ।
ପିତରଙ୍କ ପ୍ରଥମ ପତ୍ 1:5
ତୁମ୍ଭର ପରିତ୍ରାଣର ସମୟ ନ ଆସିବା ପର୍ୟ୍ଯନ୍ତ ତୁମ୍ଭ ବିଶ୍ବାସ ମାଧ୍ଯମ ରେ ପରମେଶ୍ବରଙ୍କ ଶକ୍ତି ତୁମ୍ଭକୁ ରକ୍ଷା କରିବ। ସହେି ପରିତ୍ରାଣ ତୁମ୍ଭ ପାଇଁ ପ୍ରସ୍ତୁତ ହାଇେ ରହିଛି ଏବଂ ୟୁଗର ଶଷେ ରେ ତୁମ୍ଭେ ଏହା ପାଇବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:35
ଖ୍ରୀଷ୍ଟଙ୍କର ପ୍ ରମେ ଠାରୁ ଆମ୍ଭକୁ କିଏ କ'ଣ ଅଲଗା କରି ପା ରେ? ନା! କଷ୍ଟ କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ?ନା! ସମସ୍ଯା ବା ତାଡନା କ'ଣ ଖ୍ରୀଷ୍ଟଙ୍କର ଶତୃମାନଙ୍କ ଆଘାତ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା! ଯଦି ଆମ୍ଭ ପାଖ ରେ ଖାଦ୍ୟ ବା ଲୁଗାପଟା ନାହିଁ, ତା ହେଲେ ତାହା କ'ଣ ଖ୍ରୀଷ୍ଟଙ୍କର ପ୍ ରମରେୁ ଆମ୍ଭକୁ ଅଲଗା କରିପା ରେ? ନା! ବିପଦ ବା ମୁତ୍ଯୁ ହେଉନା କାହିଁକି ତାହା କ'ଣ ଆମ୍ଭକୁ ଖ୍ରୀଷ୍ଟଙ୍କର ପ୍ ରମରେୁ ଅଲଗା କରି ପା ରେ? ନା!
ଯୋହନଲିଖିତ ସୁସମାଚାର 10:27
ମାେ ସ୍ବର ମାେ ମଷେମାନେ ଶୁଣନ୍ତି। ମୁଁ ସମାନଙ୍କେୁ ଜାଣେ ଓ ସମାନେେ ମାେତେ ଅନୁସରଣ କରନ୍ତି।
ଲୂକଲିଖିତ ସୁସମାଚାର 21:19
ଏହି ସବୁ ଘଟଣା ଭିତ ରେ ତୁମ୍ଭମାନେେ ତୁମ୍ଭ ବିଶ୍ବାସ ରେ ଦୃଢ ରହିଲେ ନିଜକୁ ରକ୍ଷା କରିପାରିବ।
ମାଥିଉଲିଖିତ ସୁସମାଚାର 17:5
ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।
ଯିଶାଇୟ 55:3
କର୍ଣ୍ଣଡ଼ରେି ଶୁଣ ଓ ଆମ୍ଭ ନିକଟକୁ ଆସ। ତହିଁରେ ତୁମ୍ଭମାନଙ୍କର ଆତ୍ମା ବଞ୍ଚିବ। ଆମ୍ଭେ ତୁମ୍ଭମାନଙ୍କ ପାଇଁ ଏକ ଚିରକାଳ ଚୁକ୍ତି ଅର୍ଥାତ୍ ଦାଉଦଙ୍କ ପ୍ରତି ନିଶ୍ଚିତ ଦୟା ସ୍ଥିର କରିବା।
ଯିଶାଇୟ 48:18
ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥାନ୍ତ, ତବେେ ତୁମ୍ଭର ଶାନ୍ତି ନଦୀତୁଲ୍ଯ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ଯ ତୁମ୍ଭ ନିକଟକୁ ଆସିଥାନ୍ତା।
ହିତୋପଦେଶ 8:32
ଏଥିପାଇଁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ଯଦି ତୁମ୍ଭମାନେେ ମାରେ ପଥ ଧରିବ, ତୁମ୍ଭେ ଧନ୍ଯ ହବେ।
ହିତୋପଦେଶ 3:21
ହେ ମାରେ ପୁତ୍ର, ଜ୍ଞାନକୁ ତୁମ୍ଭ ଦୃଷ୍ଟିରୁ ଦୂର କର ନାହିଁ। ତୁମ୍ଭେ ତତ୍ତ୍ବଜ୍ଞାନ ଓ ପରିଣାମ ଦର୍ଶିତା ରକ୍ଷା କର।
ଗୀତସଂହିତା 81:13
ଭଲହୁଅନ୍ତା, ୟଦି ଆମ୍ଭର ଲୋକମାନେ ଆମ୍ଭର କଥା ଶୁଣିଥାନ୍ତେ ଓ ଇଶ୍ରାୟେଲବାସୀ ଆମ୍ଭେ ଚାହିଁଥିବା ଅନୁସାରେ ରହିଥାନ୍ତେ କି ?