Proverbs 1:6
ଯେଉଁ ଲୋକମାନେ, ୟିଏକି ଏହି ହିତାପଦେେଶ ଶୁଣନ୍ତି, ଜ୍ଞାନୀ ଲୋକ କହି ୟାଇଥିବା କଥା ବୁଝିବା ରେ ସକ୍ଷମ ହବେେ ଏବଂ ଗୁପ୍ତ ରହିଥିବା ଗଳ୍ପର ଅର୍ଥ ମଧ୍ଯ ବୁଝିପାରିବେ। ସମାନେେ ଜ୍ଞାନୀମାନଙ୍କର କହିଥିବା ହିତଜନକ ପରାମର୍ଶ ବୁଝିପାରିବେ।
Proverbs 1:6 in Other Translations
King James Version (KJV)
To understand a proverb, and the interpretation; the words of the wise, and their dark sayings.
American Standard Version (ASV)
To understand a proverb, and a figure, The words of the wise, and their dark sayings.
Bible in Basic English (BBE)
To get the sense of wise sayings and secrets, and of the words of the wise and their dark sayings.
Darby English Bible (DBY)
to understand a proverb and an allegory, the words of the wise and their enigmas.
World English Bible (WEB)
To understand a proverb, and parables, The words and riddles of the wise.
Young's Literal Translation (YLT)
For understanding a proverb and its sweetness, Words of the wise and their acute sayings.
| To understand | לְהָבִ֣ין | lĕhābîn | leh-ha-VEEN |
| a proverb, | מָ֭שָׁל | māšol | MA-shole |
| and the interpretation; | וּמְלִיצָ֑ה | ûmĕlîṣâ | oo-meh-lee-TSA |
| words the | דִּבְרֵ֥י | dibrê | deev-RAY |
| of the wise, | חֲ֝כָמִ֗ים | ḥăkāmîm | HUH-ha-MEEM |
| and their dark sayings. | וְחִידֹתָֽם׃ | wĕḥîdōtām | veh-hee-doh-TAHM |
Cross Reference
ଗୀତସଂହିତା 78:2
ମୁଁ ତୁମ୍ଭମାନଙ୍କୁ ଗୋଟିଏ ଗପ କହିବି। ମୁଁ ତୁମ୍ଭମାନଙ୍କୁ ଅତୀତର ଗପ କହିବି, ୟାହାକି ବୁଝିବା ପାଇଁ କଷ୍ଟକର।
ମାର୍କଲିଖିତ ସୁସମାଚାର 4:11
ଯୀଶୁ କ ହେଲେ, କବଳେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ରାଜ୍ଯର ନିଗୁଢ ତତ୍ତ୍ବ ବୁଝି ପାରିବା ପାଇଁ ଶକ୍ତି ଦିଆ ଯାଇଛି। କିନ୍ତୁ ଅନ୍ୟମାନଙ୍କ ପାଇଁ ମୁଁ ଦୃଷ୍ଟାନ୍ତ ମାଧ୍ଯମ ରେ ସବୁକଥା କହୁଛି।
ଗୀତସଂହିତା 49:4
ମୁଁ ସେ ସବୁ ୟେ ଶୁଣି ଅଛି ଓ ବର୍ତ୍ତମାନ ମୁଁ ସେ ସବୁକୁ ମାରେ ବୀଣାବାଦନ ସହିତ ଗାଯନ କରିବି ଏବଂ ତୁମ୍ଭ ନିକଟରେ ସହେି ଗୁଢ଼ ବିଷଯସବୁ ପ୍ରକାଶ କରିବି।
ପିତରଙ୍କ ଦିତୀୟ ପତ୍ର 3:16
ନିଜର ସମସ୍ତ ପତ୍ରଗୁଡ଼ିକରେ ପାଉଲ ଏହିକଥା ଲେଖନ୍ତି। େ ବେଳବେଳେ ପାଉଲଙ୍କ ପତ୍ର ରେ କେତକେ କଥା ବୁଝିବା ପାଇଁ କଷ୍ଟକର ହୁଏ। େକେତେଲାକ ସହେି କଥାଗୁଡ଼ିକୁ ଭୁଲ ଭାବରେ ବ୍ଯାଖ୍ଯା କରନ୍ତି। ସମାନେେ ମୂର୍ଖ ଓ ବିଶ୍ବାସ ରେ ଦୁର୍ବଳ। ସହେି ଲୋକମାନେ ଅନ୍ୟ ଶାସ୍ତ୍ରଗୁଡ଼ିକୁ342 ମଧ୍ଯ ଭୁଲଭାବେ ବୁଝାଇଥାନ୍ତି। କିନ୍ତୁ ଏପରି କରିବା ଦ୍ବାରା ସମାନେେ ନିଜର ଅନିଷ୍ଟ କରୁଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 5:14
କିନ୍ତୁ କଠିନ ଖାଦ୍ୟ ସହେିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ଯବହାର ବନ୍ଦ କରି ଦଇେଛନ୍ତି। ଏହା ସହେିମାନଙ୍କ ପାଇଁ ଯେଉଁମାନେ ଆତ୍ମା ରେ ବୃଦ୍ଧି ପାଇଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:30
ଫିଲିପ୍ପ ରଥ ପାଖକୁ ଯାଇ ତାହାଙ୍କୁ ୟିଶାଇୟ ଭାବବାଦୀଙ୍କର ପୁସ୍ତକ ପଢ଼ିବାର ଶୁଣିଲେ। ସେ ତାହାଙ୍କୁ ପଚ଼ାରିଲେ, ତୁମ୍ଭେ ଯାହା ପଢ଼ୁଛ, ତାହା କ'ଣ ବୁଝିପାରୁଛ?
ମାର୍କଲିଖିତ ସୁସମାଚାର 4:34
ଯୀଶୁ ଲୋକଙ୍କୁ ଉପଦେଶ ଦଲୋ ବେଳେ ସବୁବେଳେ ଦୃଷ୍ଟାନ୍ତର ପ୍ରଯୋଗ କରୁଥିଲେ। କିନ୍ତୁ ଯୀଶୁଙ୍କ ସହିତ ତାହାଙ୍କ ଶିଷ୍ଯମାନେ ଏକୁଟିଆ ଥିବା ବେଳେ, ଯୀଶୁ ସମାନଙ୍କେୁ ସବୁଗୁଡିକର ଅର୍ଥ ସ୍ପଷ୍ଟ ଭାବରେ ବୁଝଇେ ଦେଉଥିଲେ।
ମାଥିଉଲିଖିତ ସୁସମାଚାର 13:51
ଯୀଶୁ ନିଜ ଶିଷ୍ଯମାନଙ୍କୁ ପଚାରିଲେ, ତୁମ୍ଭେ ଏ ସବୁର ଅର୍ଥ ବୁଝି ପାରୁଛ?
ମାଥିଉଲିଖିତ ସୁସମାଚାର 13:34
ଯୀଶୁ ସବୁ କିଛି କାହାଣୀ ମାଧ୍ଯମ ରେ କହୁଥିଲେ। ବାସ୍ତବ ରେ ସେ ସମାନଙ୍କେୁ କାହାଣୀ ମାଧ୍ଯମ ଛଡା କିଛି କହୁନଥିଲେ।
ମାଥିଉଲିଖିତ ସୁସମାଚାର 13:10
ଶଷ୍ଯମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତୁମ୍ଭେ ସମାନଙ୍କେୁ ଦୃଷ୍ଟାନ୍ତ ମାଧ୍ଯମ ରେ କାହିଁକି ଶିକ୍ଷା ଦେଉଛ?
ଉପଦେଶକ 12:11
ଜ୍ଞନୀମାନଙ୍କର କଥାଗୁଡ଼ିକ ପାଞ୍ଚଣ ତୁଲ୍ଯ ଏବଂ ନୀତିବଚନ ସଂଗ୍ରହକାରୀମାନଙ୍କର ଶବ୍ଦଗୁଡ଼ିକ ମଷେପାଳକମାନଙ୍କର ପାଞ୍ଚଣ ବାଡ଼ି ରେ ଥିବା କଣ୍ଟା ତୁଲ୍ଯ।
ଗଣନା ପୁସ୍ତକ 12:8
ମୁଁ ତା ସହିତ ଦର୍ଶନ କିମ୍ବା ନିଦର୍ଶନ ବାକ୍ଯ ରେ ନୁହେଁ, ମାତ୍ର ସମ୍ମୁଖା-ସମ୍ମୁଖୀ ହାଇେ ପ୍ରକାଶ୍ଯ ଭାବରେ ତା ସହିତ କଥା କ ହେ। ସେ ସଦାପ୍ରଭୁଙ୍କର ଆକାର ଦର୍ଶନ କରେ। ତାଙ୍କ ବିରୁଦ୍ଧ ରେ କଥା କହିବାକୁ ତୁମ୍ଭମାନେେ କାହିଁକି ଭୀତ ହେଲ ନାହିଁ?