Bible

Proverbs 12 - KJV (Oriya)

1 Whoso loveth instruction loveth knowledge: but he that hateth reproof is brutish.ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।

2 A good man obtaineth favour of the LORD: but a man of wicked devices will he condemn.ସତ୍ ଲୋକ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପା'ନ୍ତି। କିନ୍ତୁ ଯେଉଁ ବ୍ଯକ୍ତି କୁପଥ କଳ୍ପନା କରେ, ସେ ଭ୍ରଷ୍ଟ ହବେ।

3 A man shall not be established by wickedness: but the root of the righteous shall not be moved.କୁପଥ ଦ୍ବାରା କହେି ସୁରକ୍ଷିତ ହବେ ନାହିଁ। କିନ୍ତୁ ଧାର୍ମିକ ଲୋକମାନେ ନିରାପଦ ରେ ରହିବେ।

4 A virtuous woman is a crown to her husband: but she that maketh ashamed is as rottenness in his bones.ଗୁଣବତୀ ସ୍ତ୍ରୀ ଆପଣା ସ୍ବାମୀର ମୁକୁଟ ସ୍ବରୂପ। ଲଜ୍ଜାଦାଯିନୀ ସ୍ତ୍ରୀ ତା'ର ହାତ ସବୁର କ୍ଷଯ ସ୍ବରୂପ।

5 The thoughts of the righteous are right: but the counsels of the wicked are deceit.ଧାର୍ମିକମାନଙ୍କର ଯୋଜନାସବୁ ଯଥାର୍ଥ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଉପଦେଶ ପ୍ରବଞ୍ଚନାପୂର୍ଣ୍ଣ।

6 The words of the wicked are to lie in wait for blood: but the mouth of the upright shall deliver them.ଦୁଷ୍ଟମାନେ ରକ୍ତପାତ କରିବାକୁ ସମାନଙ୍କେର ଶବ୍ଦଗୁଡ଼ିକ ବ୍ଯବହାର କରନ୍ତି। କିନ୍ତୁ ନଷ୍ଠାପର ଲୋକମାନଙ୍କର ଶବ୍ଦଗୁଡ଼ିକ ଅନ୍ୟ ଲୋକମାନଙ୍କୁ ବିପର୍ୟ୍ଯଯରୁ ରକ୍ଷା କରନ୍ତି।

7 The wicked are overthrown, and are not: but the house of the righteous shall stand.ଦୁଷ୍ଟମାନେ ସମ୍ପୂର୍ଣ୍ଣ ଭାବେ ବିନାଶ ହୁଅନ୍ତି। ସମାନଙ୍କେ ସତ୍ତା ଲୋପ ପାଏ। ମାତ୍ର ଧାର୍ମିକମାନେ ମରିଗଲେ ମଧ୍ଯ ସମାନେେ ସ୍ମୃତି ରେ ହିଁ ରହନ୍ତି।

8 A man shall be commended according to his wisdom: but he that is of a perverse heart shall be despised.ସେ କହୁଥିବା ଜ୍ଞାନ କଥା ପାଇଁ ମନୁଷ୍ଯ ପ୍ରଶଂସିତ ହବେ। କିନ୍ତୁ ସହେି ମନୁଷ୍ଯ ଯାହାର ହୃଦଯ ଦୁଷ୍ଟ ଓ ଜିଦ୍ଖୋର ତାକୁ ଲୋକମାନେ ତୁଚ୍ଛ ବୋଲି ଭାବିବେ।

9 He that is despised, and hath a servant, is better than he that honoureth himself, and lacketh bread.ଯେଉଁ ଲୋକ ତୁଚ୍ଛୀକୃତ ଆଉ ଯାହାର ଦାସ ଅଛି, ସେ ଅନ୍ୟମାନଙ୍କଠାରୁ ଶ୍ ରେଷ୍ଠ, ୟିଏ ନିଜକୁ ମହତ୍ତ୍ବ ବୋଲି ଛଳନା କରେ, କିନ୍ତୁ ତା ପାଖ ରେ ୟଥେଷ୍ଟ ଖାଦ୍ୟ ନ ଥାଏ।

10 A righteous man regardeth the life of his beast: but the tender mercies of the wicked are cruel.ଧାର୍ମିକ ଲୋକମାନେ ଆପଣା ପଶୁର ଦରକାରକୁ ଅତି ଯତ୍ନ ସହକା ରେ କରନ୍ତି, ମାତ୍ର ଦୁଷ୍ଟ ଲୋକମାନେ ନିର୍ଦ୍ଦଯ ଅଟନ୍ତି।

11 He that tilleth his land shall be satisfied with bread: but he that followeth vain persons is void of understanding.ଯେଉଁ ଲୋକ ଆପଣା ଭୂମି ଚଷେ, ସେ ୟଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନ ରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।

12 The wicked desireth the net of evil men: but the root of the righteous yieldeth fruit.ଦୁଷ୍ଟ ଲୋକମାନେ କୁକର୍ମକାରୀ ଲୋକମାନଙ୍କର ଫାନ୍ଦକୁ ଆଦରି ନିଅନ୍ତି। ମାତ୍ର ଧାର୍ମିକର ମୂଳ ଫଳଦାୟକ ଅଟେ।

13 The wicked is snared by the transgression of his lips: but the just shall come out of trouble.ଦୁଷ୍ଟର ଓଷ୍ଠ ରେ ଅଧର୍ମର ଫଳ ଥାଏ। ମାତ୍ର ଧାର୍ମିକମାନେ ଦୁଃଖରୁ ଉଦ୍ଧାର ପାଇବେ।

14 A man shall be satisfied with good by the fruit of his mouth: and the recompence of a man's hands shall be rendered unto him.ମନୁଷ୍ଯ ଆପଣା ମୁଖର ଫଳ ଦ୍ବାରା ମଙ୍ଗଳ ରେ ପରିତୃପ୍ତ ହବେ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହବେ।

15 The way of a fool is right in his own eyes: but he that hearkeneth unto counsel is wise.ଅଜ୍ଞାନର ପଥ ତା'ର ନିଜ ଦୃଷ୍ଟି ରେ ଯଥାର୍ଥ ମାତ୍ର ଜ୍ଞାନବାନ ମାନେ ପରାମର୍ଶ ଶୁଣନ୍ତି।

16 A fool's wrath is presently known: but a prudent man covereth shame.ଅଜ୍ଞାନର ବିରକ୍ତି ହଠାତ୍ ପ୍ରକାଶ ପାଏ ; କିନ୍ତୁ ବିଜ୍ଞ ମନୁଷ୍ଯ ଅପମାନକୁ ଉପେକ୍ଷା କରେ।

17 He that speaketh truth sheweth forth righteousness: but a false witness deceit.ସତ୍ଯବାଦୀମାନେ ନ୍ଯାଯପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ଯାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।

18 There is that speaketh like the piercings of a sword: but the tongue of the wise is health.ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସମାନଙ୍କେର ଶବ୍ଦଗୁଡ଼ିକ ଦ୍ବିଶାଣିତ ଖଡ୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।

19 The lip of truth shall be established for ever: but a lying tongue is but for a moment.ମିଥ୍ଯାବାଦୀର କଥା କବଳେ ଅଳ୍ପକ୍ଷଣ ନିମନ୍ତେ ତିଷ୍ଠେ, କିନ୍ତୁ ସତ୍ଯତାପୂର୍ଣ୍ଣ ଶବ୍ଦଗୁଡ଼ିକ ଚିରଦିନ ରହେ।

20 Deceit is in the heart of them that imagine evil: but to the counsellors of peace is joy.ଅନିଷ୍ଟ ଚିନ୍ତାକାରୀର ହୃଦଯ ରେ ପ୍ରବଞ୍ଚନା ଥାଏ। ମାତ୍ର ଶାନ୍ତି ପରାମର୍ଶଦାତାମାନଙ୍କର ହୃଦଯ ଆନନ୍ଦପ୍ରଦ ହୁଏ।

21 There shall no evil happen to the just: but the wicked shall be filled with mischief.ଧାର୍ମିକ ପ୍ରତି କୌଣସି ବିପର୍ୟ୍ଯଯ ଘଟିବ ନାହିଁ, ମାତ୍ର ଦୁଷ୍ଟ ଲୋକମାନଙ୍କର ବହୁତ ସମସ୍ଯା ହବେ।

22 Lying lips are abomination to the LORD: but they that deal truly are his delight.ମିଥ୍ଯାବାଦୀର ଶବ୍ଦଗୁଡ଼ିକ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ଅଟେ। ମାତ୍ର ଯେଉଁମାନେ ସତ୍ଯ କୁହନ୍ତି, ସମାନେେ ତାଙ୍କର ସୁଖକର ଲୋକମାନେ ଅଟନ୍ତି।

23 A prudent man concealeth knowledge: but the heart of fools proclaimeth foolishness.ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

24 The hand of the diligent shall bear rule: but the slothful shall be under tribute.ଜଣେ କର୍ମଶୀଳଙ୍କ ହସ୍ତ କତ୍ତୃର୍ତ୍ବ କରିବ, ମାତ୍ର ଅଳସୁଆ ଲୋକ ଦାସ ହବେ।

25 Heaviness in the heart of man maketh it stoop: but a good word maketh it glad.ମନୁଷ୍ଯର ମନୋବ୍ଯଥା ମନକୁ ନତ କରେ। ମାତ୍ର ମଙ୍ଗଳର ବାକ୍ଯ ତାହାର ହରଷ ଜନ୍ମାଏ।

26 The righteous is more excellent than his neighbour: but the way of the wicked seduceth them.ଧାର୍ମିକ ଲୋକ ଆପଣା ପ୍ରତିବେଶୀର ଠିକ୍ ପଥ ପ୍ରଦର୍ଶକ, ମାତ୍ର ଦୁଷ୍ଟମାନଙ୍କ ପଥ ସମାନଙ୍କେୁ ଭୁଲାଏ।

27 The slothful man roasteth not that which he took in hunting: but the substance of a diligent man is precious.ଅଳସୁଆ ମୃଗଯା ରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ଯମାନଙ୍କର ବହୁମୂଲ୍ଯ ସମ୍ପତ୍ତି ପରିଶ୍ରମର ପକ୍ଷ ରେ ରହେ।

28 In the way of righteousness is life: and in the pathway thereof there is no death.ଧାର୍ମିକତା ରୂପ ପଥରେ ଜୀବନ ଥାଏ। ପୁଣି ତହିଁର ଗମନ ମାର୍ଗ ରେ ମୃତ୍ଯୁ ନ ଥାଏ।

Oriya Bible