Proverbs 13:22
ଉତ୍ତମ ଲୋକ ଆପଣା ଆପଣା ପୌତ୍ରମାନଙ୍କ ପାଇଁ ଅଧିକାର ଛାଡ଼ିୟାଏ। ମାତ୍ର ପାପୀର ଧନ ଧାର୍ମିକମାନଙ୍କ ପାଇଁ ସଞ୍ଚିତ ହୁଏ।
Proverbs 13:22 in Other Translations
King James Version (KJV)
A good man leaveth an inheritance to his children's children: and the wealth of the sinner is laid up for the just.
American Standard Version (ASV)
A good man leaveth an inheritance to his children's children; And the wealth of the sinner is laid up for the righteous.
Bible in Basic English (BBE)
The heritage of the good man is handed down to his children's children; and the wealth of the sinner is stored up for the upright man.
Darby English Bible (DBY)
A good man leaveth an inheritance to his children's children; but the wealth of the sinner is laid up for the righteous [man].
World English Bible (WEB)
A good man leaves an inheritance to his children's children, But the wealth of the sinner is stored for the righteous.
Young's Literal Translation (YLT)
A good man causeth sons' sons to inherit, And laid up for the righteous `is' the sinner's wealth.
| A good | ט֗וֹב | ṭôb | tove |
| inheritance an leaveth man | יַנְחִ֥יל | yanḥîl | yahn-HEEL |
| to his children's | בְּנֵֽי | bĕnê | beh-NAY |
| children: | בָנִ֑ים | bānîm | va-NEEM |
| wealth the and | וְצָפ֥וּן | wĕṣāpûn | veh-tsa-FOON |
| of the sinner | לַ֝צַּדִּ֗יק | laṣṣaddîq | LA-tsa-DEEK |
| up laid is | חֵ֣יל | ḥêl | hale |
| for the just. | חוֹטֵֽא׃ | ḥôṭēʾ | hoh-TAY |
Cross Reference
ହିତୋପଦେଶ 28:8
ଯେଉଁମାନେ ସୁଧ ଓ ବୁଦ୍ଧିଦ୍ବାରା ଆପଣା ସମ୍ପତ୍ତି ବୃଦ୍ଧି କରନ୍ତି, ସମାନେେ ଦୀନହୀନ ପାଇଁ ଦୟା କରିବା ପାଇଁ ତାହା ସଞ୍ଚଯ କରନ୍ତି।
ଆୟୁବ ପୁସ୍ତକ 27:16
ଜଣେ ଦୁଷ୍ଟ ଲୋକ ହୁଏତ ବହୁତ ରୂପା ପାଇବ, ତାହା ତା' ପ୍ରତି ମଇଳା ପରି। ତା'ର ହୁଏତ ଏତେ ଲୁଗା ଥିବ, ଯାହା ତା' ପ୍ରତି ମାଟିଗଦା ପରି।
ଉପଦେଶକ 2:26
ପରମେଶ୍ବର ଯାହା ପ୍ରତି ତୁଷ୍ଟ ହୁଅନ୍ତି, ପରମେଶ୍ବର ତାହାକୁ ଜ୍ଞାନ, ବିଦ୍ଯା ଓ ଆନନ୍ଦ ଦିଅନ୍ତି। ମାତ୍ର ପାପୀକୁ ପରମେଶ୍ବର ସଂଗ୍ରହ କରିବାର ଓ ଗଚ୍ଛିତ କରିବାର ଦାଯିତ୍ବ ଦିଅନ୍ତି, ଯେଉଁସବୁକୁ ସେ ପ୍ରସନ୍ନ ଥିବା ଲୋକମାନଙ୍କୁ ହିଁ ଦିଅନ୍ତି। ଏହା ହିଁ ଅସାର ଓ ଏହା ବାଯୁକୁ ଧରିବା ପରି।
ଆଦି ପୁସ୍ତକ 17:7
ମୁଁ ତୁମ୍ଭ ସହିତ ଏକ ଚୁକ୍ତି କରିବି। ସହେି ଚୁକ୍ତି ମଧ୍ଯ ତୁମ୍ଭର ବଂଶଧରମାନଙ୍କ ପାଇଁ ହବେ। ଏହି ଚୁକ୍ତି ଅନନ୍ତକାଳସ୍ଥାଯୀ ହବେ। ତହିଁରେ ମୁଁ ତୁମ୍ଭର ଓ ତୁମ୍ଭ ଭବିଷ୍ଯତ୍ ବଂଶଧରମାନଙ୍କର ପରମେଶ୍ବର ହବେି।
ଏଜ୍ରା 9:12
ଏଣୁ ହେ ଇଶ୍ରାୟେଲର ଲୋକମାନେ ତୁମ୍ଭର ସନ୍ତାନମାନଙ୍କୁ ସମାନଙ୍କେର ସନ୍ତାନମାନଙ୍କ ସହିତ ବିବାହ ଦିଅ ନାହିଁ। କିମ୍ବା ସମାନଙ୍କେ ଶାନ୍ତି ଓ ସୌଭାଗ୍ଯ ପାଇଁ କଦାପି ଚେଷ୍ଟା କରନାହିଁ। ତହିଁରେ ତୁମ୍ଭମାନେେ ବଳବାନ ହବେ। ଦେଶର ଉତ୍ତମ ଦ୍ରବ୍ଯ ଭୋଜନ କରିବ ଓ ସବୁଦିନ ପାଇଁ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିୟିବ। ମାତ୍ର ଆମ୍ଭମାନେେ ତୁମ୍ଭର ଏହି ଆଜ୍ଞା ପରିତ୍ଯାଗ କରିଅଛୁ।
ଗୀତସଂହିତା 102:28
ଆମ୍ଭମାନେେ ତୁମ୍ଭର ଦାସ ଅଟୁ ଏବଂ ଆମ୍ଭର ସନ୍ତାନମାନେ ଏଠାରେ ନିରାପଦରେ ବାସ କରିବେ। ଏବଂ ସମାନଙ୍କେର ବଂଶଧରମାନେ ତୁମ୍ଭର ସୁରକ୍ଷାରେ ସୁରକ୍ଷିତ ରହିବେ।
ଗୀତସଂହିତା 25:12
ୟଦି ଜଣେ ବ୍ଯକ୍ତି ସଦାପ୍ରଭୁଙ୍କ ପଥକୁ ଅନୁସରଣ କରେ, ତା'ପରେ ପରମେଶ୍ବର ତାକୁ ବଞ୍ଚିବା ପାଇଁ ଜୀବନପଥ ଦଖାେନ୍ତି।
ଗୀତସଂହିତା 112:2
ତା'ର ବଂଶଧର ଭୂପୃଷ୍ଠରେ ବିକ୍ରମଶାଳୀ ହବେେ। ସରଳ ଲୋକର ବଂଶଧର ଆଶୀର୍ବାଦ ପ୍ରାପ୍ତ ହବେେ।
ଗୀତସଂହିତା 128:6
ତୁମ୍ଭେ ଆପଣା ନାତିନାତୁଣୀଙ୍କୁ ଦେଖିପାର। ଇଶ୍ରାୟେଲ ଉପରେ ଶାନ୍ତି ବତ୍ତୁର୍।
ଗୀତସଂହିତା 37:25
ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।