ହିତୋପଦେଶ 15:32 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 15 ହିତୋପଦେଶ 15:32

Proverbs 15:32
ଯେଉଁ ଲୋକ ଶାସନ ଅଗ୍ରାହ୍ଯ କରେ, ସେ ଆପଣା ପ୍ରାଣ କାଳକୁ ହ୍ରାସ କରେ। ମାତ୍ର ଅନୁ ଯୋଗ ଯେ ଶୁଣେ, ସେ ବୁଦ୍ଧି ପାଏ।

Proverbs 15:31Proverbs 15Proverbs 15:33

Proverbs 15:32 in Other Translations

King James Version (KJV)
He that refuseth instruction despiseth his own soul: but he that heareth reproof getteth understanding.

American Standard Version (ASV)
He that refuseth correction despiseth his own soul; But he that hearkeneth to reproof getteth understanding.

Bible in Basic English (BBE)
He who will not be controlled by training has no respect for his soul, but he who gives ear to teaching will get wisdom.

Darby English Bible (DBY)
He that refuseth instruction despiseth his own soul; but he that heareth reproof getteth sense.

World English Bible (WEB)
He who refuses correction despises his own soul, But he who listens to reproof gets understanding.

Young's Literal Translation (YLT)
Whoso is refusing instruction is despising his soul, And whoso is hearing reproof Is getting understanding.

He
that
refuseth
פּוֹרֵ֣עַpôrēaʿpoh-RAY-ah
instruction
מ֭וּסָרmûsorMOO-sore
despiseth
מוֹאֵ֣סmôʾēsmoh-ASE
soul:
own
his
נַפְשׁ֑וֹnapšônahf-SHOH
but
he
that
heareth
וְשׁוֹמֵ֥עַwĕšômēaʿveh-shoh-MAY-ah
reproof
תּ֝וֹכַ֗חַתtôkaḥatTOH-HA-haht
getteth
ק֣וֹנֶהqôneKOH-neh
understanding.
לֵּֽב׃lēblave

Cross Reference

ହିତୋପଦେଶ 1:24
କିନ୍ତୁ ତୁମ୍ଭମାନେେ ମାରେ ଶିକ୍ଷା ଶୁଣିବାକୁ ନାସ୍ତି କଲ। ମୁଁ ତୁମ୍ଭକୁ ସାହାୟ୍ଯ କରିବାକୁ ଚେଷ୍ଟା କଲି। ମୁଁ ହାତ ବଢ଼ାଇଲି କିନ୍ତୁ ତୁମ୍ଭମାନେେ ମାରେ ସାହାୟ୍ଯ ଗ୍ରହଣ କରିବାକୁ ମନାକଲ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:19
ମୁଁ ଯେଉଁମାନଙ୍କୁ ପ୍ ରମେ କରେ ସମାନଙ୍କେୁ ସଂ ଶାଧେନ କରେ ଓ ଦଣ୍ଡ ଦିଏ। ତେଣୁ କଠିନ ଚେଷ୍ଟା କର। ନିଜ ହୃଦୟ ଓ ନିଜ ଜୀବନ ପରିବର୍ତ୍ତନ କର।

ଯାକୁବଙ୍କ ପତ୍ 1:22
ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।

ମାଥିଉଲିଖିତ ସୁସମାଚାର 7:24
ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।

ହିତୋପଦେଶ 1:7
ପ୍ରଥମେ ସଦାପ୍ରଭୁଙ୍କୁ ସମ୍ମାନ କରିବା ଏବଂ ସଦାପ୍ରଭୁଙ୍କ ବାକ୍ଯ ମାନି ଚଳିବା ଜଣେ ବ୍ଯକ୍ତି ଏହା ଶିକ୍ଷା କରିବା ଉଚିତ୍। ଏଥି ରେ ତୁମ୍ଭର ବାସ୍ତବ ଜ୍ଞାନ ବୃଦ୍ଧି ଘଟିବ। କିନ୍ତୁ ନିର୍ ବୋଧ ଲୋକମାନେ ଜ୍ଞାନ ଓ ଉପଦେଶକୁ ତୁଚ୍ଛ କରନ୍ତି।

ଯିହିଜିକଲ 24:13
ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମାରେ କୋରଧ ତୁମ୍ଭ ବିରୁଦ୍ଧ ରେ ପଠାଇବି।

ଯିରିମିୟ 5:3
ହେ ସଦାପ୍ରଭୁ, ମୁଁ ଜାଣୁଛି, ତୁମ୍ଭେ ସମାନଙ୍କେୁ ସତ୍ଯ ଓ ବିଶ୍ବସ୍ତ ହବୋକୁ ଚାହଁ। ସମାନଙ୍କେୁ ପ୍ରହାର କରିଅଛ। ମାତ୍ର ସମାନେେ ଅନୁତପ୍ତ ନୁହଁନ୍ତି। ତୁମ୍ଭେ ସମାନଙ୍କେୁ ଜୀର୍ଣ୍ଣ କରିଅଛ। ମାତ୍ର ସମାନେେ ଶାସ୍ତି ଗ୍ରହଣ କରିବାକୁ ଅସ୍ବୀକାର କରିଅଛନ୍ତି। ସମାନେେ ନିଜ ନିଜ ମୁଖ ପାଷାଣଠାରୁ ଅଧିକ କଠିନ କରିଅଛନ୍ତି। ସମାନେେ କୁପଥରୁ ଫରେିବାକୁ ଇଚ୍ଛା କରି ନାହାଁନ୍ତି।

ଯିଶାଇୟ 1:5
ପରମେଶ୍ବର କୁହନ୍ତି, ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଚାଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦଲେୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭମାନେେ ମାେ ବିରୁଦ୍ଧ ରେ ବିଦ୍ରୋହ କରି ଚାଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦଯ ପୀଡ଼ିତ।

ହିତୋପଦେଶ 29:1
ଯେଉଁ ଲୋକ ଥରକୁଥର, ଅନୁୟୋଗ ପାଇ ମଧ୍ଯ ଆପଣା ଗ୍ରୀବା ଶକ୍ତ କରେ, ସେ ପ୍ରତିକାର ବିନା ଶୀଘ୍ର ବିନାଶ ହବେ।

ହିତୋପଦେଶ 18:15
ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।

ହିତୋପଦେଶ 17:16
ଜ୍ଞାନ କ୍ରଯ କରିବା ନିମନ୍ତେ ମୂର୍ଖ ହାତ ରେ ଧନ ଥିଲେ ତାହା ମୂଲ୍ଯହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳ ରେ ଜ୍ଞାନ କ୍ରଯ କରିପା ରେ ନାହିଁ।

ହିତୋପଦେଶ 15:21
ନିର୍ ବୋଧ ପ୍ରତି, ଅଜ୍ଞାନତା କୌତୁହଳପୂର୍ଣ୍ଣ, ମାତ୍ର ବୁଦ୍ଧିମାନ୍ ଲୋକ ଆପଣା ଗତି ୟଥୋଚିତ୍ କରନ୍ତି।

ହିତୋପଦେଶ 15:14
ବୁଦ୍ଧିମାନର ମନ ଜ୍ଞାନ ଲୋଡ଼େ। ମାତ୍ର ମୂର୍ଖମାନଙ୍କର ମୁଖ ଅଜ୍ଞାନତା ଆହାର କରେ।

ହିତୋପଦେଶ 8:33
ମାରେ ଉପଦେଶ ଶୁଣ ଓ ଜ୍ଞାନବାନ ହୁଅ। ତାହାକୁ ଅଗ୍ରାହ୍ଯ କର ନାହିଁ।

ହିତୋପଦେଶ 5:11
ଜୀବନର ଶଷେ ଭାଗ ରେ ତୁମ୍ଭର ମାଂସ ଓ ଶରୀର କ୍ଷଯ ପାଇବ। ତୁମ୍ଭେ ସେତବେେଳେ ବିଳାପ କରିବ।

ଗୀତସଂହିତା 50:17
କାରଣ ତୁମ୍ଭମାନେେ ଆନନ୍ଦିତ ନୁହଁ, ଯେତବେେଳେ ମୁଁ ତୁମ୍ଭମାନଙ୍କୁ ଦଣ୍ଡିତ କରେ। ତୁମ୍ଭମାନେେ ମାରେ କଥାକୁ ଘୃଣା କର। ତୁମ୍ଭମାନେେ ମାରେ କଥାକୁ ଅବଜ୍ଞା କର।

ଦିତୀୟ ବିବରଣ 21:20
ସମାନେେ ନଗରର ପ୍ରାଚୀନବର୍ଗମାନଙ୍କୁ କହନ୍ତକ୍ସ୍ଟ, 'ଆମ୍ଭ ପକ୍ସ୍ଟତ୍ର ଅବାଧ୍ଯ ଓ ଆଦେଶ ପାଳନ ପାଇଁ ଅବଜ୍ଞା କରୁଛି। ସେ ଅତ୍ଯଧିକ ଖାଦ୍ୟ ଓ ପ୍ରଚକ୍ସ୍ଟର ଦ୍ରାକ୍ଷାରସ ପାନ କରୁଛି।'

ଦିତୀୟ ବିବରଣ 21:18
ଯବେେ କାହାର ପକ୍ସ୍ଟତ୍ର ଅବାଧ୍ଯ ଓ ପିତା ମାତାଙ୍କ କଥା ପାଳନ ନ କରେ , ପିତାମାତାଙ୍କ ପ୍ରତି ଅବଜ୍ଞା ପ୍ରଦର୍ଶନ କରେ। ସମାନଙ୍କେ ତାଗିଦ୍ ସତ୍ତ୍ବେ ସେ ତାହାପ୍ରତି କର୍ଣପାତ ମଧ୍ଯ କରେ ନାହିଁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:15
ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।