ହିତୋପଦେଶ 16:14 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 16 ହିତୋପଦେଶ 16:14

Proverbs 16:14
ରାଜାଙ୍କର କୋରଧ ମୃତ୍ଯୁର ଦୂତପରି। ମାତ୍ର ଜ୍ଞାନୀଲୋକ ତାହା ଶାନ୍ତ କରେ।

Proverbs 16:13Proverbs 16Proverbs 16:15

Proverbs 16:14 in Other Translations

King James Version (KJV)
The wrath of a king is as messengers of death: but a wise man will pacify it.

American Standard Version (ASV)
The wrath of a king is `as' messengers of death; But a wise man will pacify it.

Bible in Basic English (BBE)
The wrath of the king is like those who give news of death, but a wise man will put peace in place of it.

Darby English Bible (DBY)
The fury of a king is [as] messengers of death; but a wise man will pacify it.

World English Bible (WEB)
The king's wrath is a messenger of death, But a wise man will pacify it.

Young's Literal Translation (YLT)
The fury of a king `is' messengers of death, And a wise man pacifieth it.

The
wrath
חֲמַתḥămathuh-MAHT
of
a
king
מֶ֥לֶךְmelekMEH-lek
is
as
messengers
מַלְאֲכֵיmalʾăkêmahl-uh-HAY
death:
of
מָ֑וֶתmāwetMA-vet
but
a
wise
וְאִ֖ישׁwĕʾîšveh-EESH
man
חָכָ֣םḥākāmha-HAHM
will
pacify
יְכַפְּרֶֽנָּה׃yĕkappĕrennâyeh-ha-peh-REH-na

Cross Reference

ହିତୋପଦେଶ 19:12
ରାଜାର କୋର୍ଧ ସିଂହର ଗର୍ଜ୍ଜନ ସଦୃଶ। କିନ୍ତୁ ତା'ର ଅନୁଗ୍ରହ ତୃଣ ଉପ ରେ ଥିବା କାକର ତୁଲ୍ଯ।

ହିତୋପଦେଶ 20:2
ରାଜାଙ୍କର ରାଗ ସିଂହର ଗର୍ଜ୍ଜନ ପରି, ଯେ ତାଙ୍କର କୋରଧ ଜନ୍ମାଏ, ସେ ନିଜେ ତା'ର ଜୀବନ ପ୍ରତି ବିପଦ ଆଣେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:20
ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,

ରେରିତମାନଙ୍କ କାର୍ଯ୍ୟର ବିବରଣ 12:20
େ ହରୋଦ ସୋର ଓ ସୀଦୋନର ଲୋକମାନଙ୍କ ଉପରେ ଭୀଷଣ ରାଗୁଥିଲେ। ସମାନେେ ଦଳଦଳ ହାଇେ ତାହାଙ୍କୁ ଦେଖିବାକୁ ଆସିଲେ। ସମାନେେ ରାଜାଙ୍କର ବ୍ଯକ୍ତିଗତ ଚ଼ାକର ବ୍ଲାସ୍ତଙ୍କ ସାହାୟ୍ଯ ନେଲେ। ସମାନେେ େ ହରୋଦଙ୍କ ସହିତ ଶାନ୍ତିସନ୍ଧି ରଖିଲେ, କାରଣ ରାଜାଙ୍କ ଦେଶରୁ ସମାନଙ୍କେ ଦେଶକୁ ଖାଦ୍ୟ ଆସୁଥିଲା।

ଲୂକଲିଖିତ ସୁସମାଚାର 12:4
ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ହେ ମାରେ ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କବଳେ ଶରୀରକୁ ମାରି ପକାଇବେ। କିନ୍ତୁ ସତେିକି କରି ସାରିବା ପରେ ସମାନେେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ।

ମାର୍କଲିଖିତ ସୁସମାଚାର 6:27
ଏଣୁ ରାଜା ଯୋହନଙ୍କ ମୁଣ୍ଡ ନଇେ ଆସିବାକୁ ଆଜ୍ଞା ଦଇେ ତୁରନ୍ତ ଜଣେ ସୈନ୍ଯକୁ ପଠାଇଲେ। ସେ ଯାଇ କାରାଗାର ରେ ଯୋହନଙ୍କ ମୁଣ୍ଡ କାଟି ଦଲୋ।

ଦାନିଏଲ 3:13
ଏହି ସମ୍ବାଦ ଶୁଣି ନବୂଖଦ୍ନିତ୍ସର କୋରଧାନ୍ବିତ ହାଇେ ତାଙ୍କର ଲୋକମାନଙ୍କୁ ଶଦ୍ରକ୍, ମୈଶକ୍ ଓ ଅବେଦ୍-ନଗୋକୁ ଆଣବା ପାଇଁ ପଠାଇଲେ। ତେଣୁ ତାଙ୍କର ଲୋକମାନେ ସମାନଙ୍କେୁ ରାଜାଙ୍କର ବିଗ୍ଭରାଳଯକୁ ଛାମୁକୁ ଆଣିଲେ।

ଉପଦେଶକ 10:4
କାରଣ ଜଣେ ଶାସକ ତୁମ୍ଭ ଉପ ରେ ରାଗିଛନ୍ତି, ସେଥିପାଇଁ ପଳାଇୟାଅ ନାହିଁ। ଏକ ଶାନ୍ତି ଆତ୍ମା ମହାଭୁଲ୍କୁ ମଧ୍ଯ ଅତିକ୍ରମ କରିପା ରେ। କାରଣ ଅଧିନତା ସ୍ବୀକାର ଦ୍ବାରା ମହା ଅନିଷ୍ଟ କ୍ଷାନ୍ତ ହୁଏ।

ହିତୋପଦେଶ 17:11
ଦୁର୍ଜନ କବଳେ ବିଦ୍ରୋହ ଲୋଡ଼େ, ଏଣୁ ତାକୁ ଶାସ୍ତି ଦବୋ ପାଇଁ ଜଣେ କଠାେର ହୃଦଯ ଦୂତକୁ ପଠାୟିବ।

ଦିତୀୟ ରାଜାବଳୀ 6:31
ରାଜା କହିଲେ, ଯଦି ଇଲୀଶାୟର ମସ୍ତକ ତାହା ଦହେ ରେ ରହେ, ଆଜି ଦିନଠାରୁ ଶଷେ ୟାଏ ସଦାପ୍ରଭୁ ମାେତେ ଦଣ୍ତ ଦଇେ ପାରନ୍ତି।