ହିତୋପଦେଶ 2:4 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 2 ହିତୋପଦେଶ 2:4

Proverbs 2:4
ନ୍ଯାଯ ରୂପା ତୁଲ୍ଯ ଅଟେ, ତାକୁ ଖାଜେ। ପୋତାଧନ ପରି ତା'ର ଅନେଷ୍ବଣ କର।

Proverbs 2:3Proverbs 2Proverbs 2:5

Proverbs 2:4 in Other Translations

King James Version (KJV)
If thou seekest her as silver, and searchest for her as for hid treasures;

American Standard Version (ASV)
If thou seek her as silver, And search for her as for hid treasures:

Bible in Basic English (BBE)
If you are looking for her as for silver, and searching for her as for stored-up wealth;

Darby English Bible (DBY)
if thou seekest her as silver and searchest for her as for hidden treasures:

World English Bible (WEB)
If you seek her as silver, And search for her as for hidden treasures:

Young's Literal Translation (YLT)
If thou dost seek her as silver, And as hid treasures searchest for her,

If
אִםʾimeem
thou
seekest
תְּבַקְשֶׁ֥נָּהtĕbaqšennâteh-vahk-SHEH-na
her
as
silver,
כַכָּ֑סֶףkakkāsepha-KA-sef
searchest
and
וְֽכַמַּטְמוֹנִ֥יםwĕkammaṭmônîmveh-ha-maht-moh-NEEM
for
her
as
for
hid
treasures;
תַּחְפְּשֶֽׂנָּה׃taḥpĕśennâtahk-peh-SEH-na

Cross Reference

ମାଥିଉଲିଖିତ ସୁସମାଚାର 13:44
ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।

ଆୟୁବ ପୁସ୍ତକ 3:21
ସହେି ବ୍ଯକ୍ତି ମରିବାକୁ ଚାହୁଁଛି ଅଥଚ ମୃତ୍ଯୁ ତା' ନିକଟକୁ ଆସୁନାହିଁ। ସହେି ଲୋକଟି ଗୁପ୍ତଧନ ସନ୍ଧାନଠାରୁ ଅଧିକ ମୃତ୍ଯୁକୁ ଖାଜେି ବୁଲୁଛି।

ଲୂକଲିଖିତ ସୁସମାଚାର 16:8
ପରେ ମାଲିକ ସହେି ଅସାଧୁ ଗୁମାସ୍ତାଙ୍କର ପ୍ରଶଂସା କଲେ। କାରଣ ଗୁମାସ୍ତା ଚତୁରତାର ସହିତ କାମ ତୁଲଇେ ଦେଲେ। ତାହାଙ୍କ ଭଳି, ଅନ୍ଯଲୋକମାନଙ୍କ ସହିତ ବ୍ଯବସାୟ କରିବା ରେ ଏହି ସାଂସାରିକ ଲୋକମାନେ ଆଧ୍ଯାତ୍ମିକ ଲୋକମାନଙ୍କ ଅପେକ୍ଷା ଅଧିକ ଚତୁର।

ମାଥିଉଲିଖିତ ସୁସମାଚାର 19:29
ମାେ ପାଇଁ ଯେଉଁ ଲୋକ ଘରଦ୍ବାର କିମ୍ବା ଭାଇ, ଭଉଣୀ କିମ୍ବା ପିତା, ମାତାଙ୍କୁ କିମ୍ବା ପିଲାମାନଙ୍କୁ କିମ୍ବା ଜମିବାଡ଼ି ଛାଡ଼ି ଦଇେଛି, ସେ ଶ ହଗେୁଣ ଅଧିକା ପାଇବ ଏବଂ ଅନନ୍ତଜୀବନ ପାଇବ।

ମାଥିଉଲିଖିତ ସୁସମାଚାର 19:21
ଯୀଶୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହବୋକୁ ଚ଼ାହୁଛ, ତବେେ ଯାଅ ଏବଂ ତୁମ୍ଭ ପାଖ ରେ ଥିବା ସବୁ କିଛି ବିକି ସେ ଧନ ଗରୀବମାନଙ୍କୁ ବଣ୍ଟିଦିଅ। ତା' ହେଲେ ସ୍ବର୍ଗ ରେ ତୁମ୍ଭକୁ ଅମାପ ଧନ ମିଳି ପାରିବ। ତା'ପରେ ଆସ ଓ ମାରେ ଅନୁସରଣ କର।

ମାଥିଉଲିଖିତ ସୁସମାଚାର 6:19
ନିଜ ପାଇଁ ଏ ସଂସାର ରେ ଧନ ସଞ୍ଚୟ କରନାହିଁ। ଏଠା ରେ ପୋକ ଓ କଳଙ୍କ ଲାଗି ତାକୁ ନଷ୍ଟ କରି ଦବେେ। ଗ୍ଭରେ ପଶି ସିନ୍ଧି କାଟି ଗ୍ଭରେୀ କରିନବେ।

ଉପଦେଶକ 4:8
ଯଦି କୌଣସି ଲୋକ ଏକାକି ଥାଏ ଓ ତାହାର ଦ୍ବିତୀୟ କହେି ନାହିଁ, ତା'ର ପୁତ୍ର ଏବଂ ଭ୍ରାତା କହେି ନାହିଁ। ତଥାପି ତାହାର ପରିଶ୍ରମର ସୀମା ନାହିଁ, ତା'ର ଚକ୍ଷୁ କିଅବା ତା'ର ଧନ ରେ ତୃପ୍ତ ନୁହେଁ। କିନ୍ତୁ ସେ ନିଜକୁ ପଚା ରେ ନାହିଁ ଯେ, କାହିଁକି ମୁଁ ଏତେ କଠିନ କାର୍ୟ୍ଯ କରୁଛି ? କାହିଁକି ମୁଁ ମାରେ ଜୀବନକୁ ଉପ ଭୋଗ କରିବି ନାହିଁ ? ଏହା ମଧ୍ଯ ଅସାର ଓ ଅତ୍ଯନ୍ତ କ୍ଲେଶ ଜନକ।

ହିତୋପଦେଶ 23:23
ସତ୍ଯତା କିଣ, ତାହା ବିକ୍ରି କର ନାହିଁ। ଜ୍ଞାନ, ଉପଦେଶ ଓ ସୁବିବଚେନା କ୍ରଯ କର।

ହିତୋପଦେଶ 16:16
ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।

ହିତୋପଦେଶ 8:18
ମାେ ସହିତ ଧନସମ୍ପଦ ଓ ସମ୍ମାନ ଅଛି। ମୁଁ ସତ୍ଯର ସମ୍ପତ୍ତି ଓ ଧାର୍ମିକତା ଦେଉଛି।

ହିତୋପଦେଶ 3:14
ରୂପାର ବାଣିଜ୍ଯଠାରୁ ଜ୍ଞାନ ଅଧିକ ଲାଭଦାୟକ, ସୁନା ବ୍ଯବସାଯଠାରୁ ବିଦ୍ଯା ମଧ୍ଯ ଅଧିକ ଲାଭଦାୟକ।

ଗୀତସଂହିତା 119:127
ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।

ଗୀତସଂହିତା 119:72
ତୁମ୍ଭର ଶିକ୍ଷାସବୁ ମାେ ପାଇଁ ଉତ୍ତମ, ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।

ଗୀତସଂହିତା 119:14
ତୁମ୍ଭର ବାକ୍ଯରେ ରହି ମୁଁ ସବୁ ସମ୍ଭବ ସମ୍ପଦ ପାଇଅଛି।

ଗୀତସଂହିତା 19:10
ସଦାପ୍ରଭୁଙ୍କର ନୀତିଶିକ୍ଷା ଶୁଦ୍ଧ ସୁବର୍ଣ୍ଣଠାରୁ ଅଧିକ ମୂଲ୍ଯବାନ। ସଗେୁଡ଼ିକ ମହୁଠାରୁ ଅଧିକ ମଧୁର, ଯେଉଁ ମହୁ କି ସିଧା ମହୁଫଣୋରୁ ଆସିଥାଏ।

ଆୟୁବ ପୁସ୍ତକ 28:12
କିନ୍ତୁ କେଉଁଠି ଜଣେ ଲୋକ ଜ୍ଞାନ ପାଇବ ? କେଉଁଠାକୁ ଆମ୍ଭେ ୟିବା ଜ୍ଞାତ ହବୋ ପାଇଁ ?