Proverbs 23:22-25 in Oriya
Proverbs 23:22
ତୁମ୍ଭର ଜନ୍ମଦାତା ପିତାର କଥା ଶୁଣ, ପିତାମାତା ବୃଦ୍ଧା ହେଲେ ତାହାକୁ ତୁଚ୍ଛ କର ନାହିଁ।
Proverbs 23:23
ସତ୍ଯତା କିଣ, ତାହା ବିକ୍ରି କର ନାହିଁ। ଜ୍ଞାନ, ଉପଦେଶ ଓ ସୁବିବଚେନା କ୍ରଯ କର।
Proverbs 23:24
ଧାର୍ମିକର ପିତା ଅତିଶଯ ଆନନ୍ଦ କରେ। ପୁଣି ଜ୍ଞାନୀ ସନ୍ତାନର ଜନ୍ମଦାତା ତାହା ହତେୁ ହୃଷ୍ଟ ହୁଏ।
Proverbs 23:25
ତୁମ୍ଭର ପିତା ଓ ତୁମ୍ଭର ମାତା ହୃଷ୍ଟ ହୁଅନ୍ତୁ। ତୁମ୍ଭର ମାତା ଆନନ୍ଦ କରୁ।
Oriya Bible