Proverbs 23:23
ସତ୍ଯତା କିଣ, ତାହା ବିକ୍ରି କର ନାହିଁ। ଜ୍ଞାନ, ଉପଦେଶ ଓ ସୁବିବଚେନା କ୍ରଯ କର।
Proverbs 23:23 in Other Translations
King James Version (KJV)
Buy the truth, and sell it not; also wisdom, and instruction, and understanding.
American Standard Version (ASV)
Buy the truth, and sell it not; `Yea', wisdom, and instruction, and understanding.
Bible in Basic English (BBE)
Get for yourself that which is true, and do not let it go for money; get wisdom and teaching and good sense.
Darby English Bible (DBY)
Buy the truth, and sell it not; wisdom, and instruction, and intelligence.
World English Bible (WEB)
Buy the truth, and don't sell it: Get wisdom, discipline, and understanding.
Young's Literal Translation (YLT)
Truth buy, and sell not, Wisdom, and instruction, and understanding,
| Buy | אֱמֶ֣ת | ʾĕmet | ay-MET |
| the truth, | קְ֭נֵה | qĕnē | KEH-nay |
| and sell | וְאַל | wĕʾal | veh-AL |
| not; it | תִּמְכֹּ֑ר | timkōr | teem-KORE |
| also wisdom, | חָכְמָ֖ה | ḥokmâ | hoke-MA |
| and instruction, | וּמוּסָ֣ר | ûmûsār | oo-moo-SAHR |
| and understanding. | וּבִינָֽה׃ | ûbînâ | oo-vee-NA |
Cross Reference
ମାଥିଉଲିଖିତ ସୁସମାଚାର 13:44
ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।
ହିତୋପଦେଶ 18:15
ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।
ମାଥିଉଲିଖିତ ସୁସମାଚାର 13:46
ଦିନେ ସେ ଅତ୍ଯନ୍ତ ମୂଲ୍ଯବାନ ମାେତିଟିଏ ପାଇଗଲା, ସେ ଯାଇ ତାର ସମସ୍ତ ସମ୍ପତ୍ତି ବିକି ଅମୂଲ୍ଯ ମାେତିଟି କିଣିଲା।
ଯିଶାଇୟ 55:1
ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
ହିତୋପଦେଶ 16:16
ସୁନା ଅପେକ୍ଷା ଜ୍ଞାନଲାଭ କରିବା ଉତ୍ତମ। ସୁବିବଚେନା ପାଇବା ରୂପାଠାରୁ ଅଧିକ ମୂଲ୍ଯବାନ।
ହିତୋପଦେଶ 10:1
ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତାପଦେେଶ। ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା'ର ମାତାର ଦୁଃଖ ବଢ଼ାଏ।
ହିତୋପଦେଶ 4:5
ଜ୍ଞାନ ଅର୍ଜନ କର, ସୁବିବଚେନା ଲାଭ ତହିଁରେ କର। ତାହା ଭୁଲ ନୁହେଁ, ମାେ ମୁଖରୁ ନିର୍ଗତ ବାକ୍ଯକୁ ବିମୁଖ କର ନାହିଁ।
ହିତୋପଦେଶ 2:2
ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ମ ମନ ପ୍ରଯୋଗ କର।
ଗୀତସଂହିତା 119:127
ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।
ଗୀତସଂହିତା 119:72
ତୁମ୍ଭର ଶିକ୍ଷାସବୁ ମାେ ପାଇଁ ଉତ୍ତମ, ଏହା ଏକହଜାର ଖଣ୍ଡ ସୁନା ଓ ରୂପାଖଣ୍ଡଠାରୁ ଉତ୍ତମ।
ଆୟୁବ ପୁସ୍ତକ 28:12
କିନ୍ତୁ କେଉଁଠି ଜଣେ ଲୋକ ଜ୍ଞାନ ପାଇବ ? କେଉଁଠାକୁ ଆମ୍ଭେ ୟିବା ଜ୍ଞାତ ହବୋ ପାଇଁ ?
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:11
ଆମ୍ଭ ଭାଇମାନେ ମଷେଶାବକଙ୍କ ରକ୍ତ ଦ୍ବାରା ଓ ସମାନଙ୍କେର ପ୍ରଚାର ଦ୍ବାରା ତାହାକୁ ପରାସ୍ତ କରିଛନ୍ତି, କାରଣ ସମାନେେ ନିଜ ନିଜର ଜୀବନକୁ ତୁଚ୍ଛଜ୍ଞାନ କରି ତାହାଙ୍କ ନିମନ୍ତେ ମୃତ୍ଯୁ ଭୋଗ କରିଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:18
ସେଥିପାଇଁ ମୁଁ ତୁମ୍ଭକୁ ପରାମର୍ଶ ଦେଉଛି ଯେ, ତୁମ୍ଭେ ମାଠାରୁେ ଅଗ୍ନି ରେ ଖାଣ୍ଟି ହାଇେଥିବା ସୁନା କିଣ। ତା'ପରେ ତୁମ୍ଭେ ପ୍ରକୃତ ରେ ଧନୀ ହାଇଯେିବ। ମୁଁ ତୁମ୍ଭକୁ ଏହା କହୁଛି : ଧଳା ବସ୍ତ୍ର କିଣ। ତବେେ ତୁମ୍ଭେ ନିଜର ଲଜ୍ଜାପୂର୍ଣ୍ଣ ଉଲଗ୍ନତାକୁ ଘାଡ଼ଇେେ ରଖିପାରିବ। ମୁଁ ତୁମ୍ଭକୁ ଔଷଧ କିଣି ଆଖି ରେ ଲଗାଇବା ପାଇଁ ମଧ୍ଯ କହୁଛି। ତାହାହେଲେ ତୁମ୍ଭେ ପ୍ରକୃତ ରେ ଦେଖିପାରିବ।
ଏବ୍ରୀମାନଙ୍କ ନିକଟକୁ ପତ୍ର 11:26
ମିଶର ଦେଶର ସମସ୍ତ ଧନଭଣ୍ଡାର ପ୍ରାପ୍ତ କରିବା ବଦଳ ରେ ଖ୍ରୀଷ୍ଟଙ୍କ ପାଇଁ କଷ୍ଟ ସହନ କରିବା, ମାଶାେ ଅପେକ୍ଷାକୃତ ଭଲ ମନେ କଲେ। ପରମେଶ୍ବରଙ୍କ ଦ୍ବାରା ଭବିଷ୍ଯତ ରେ ମିଳିବାକୁ ଥିବା ପ୍ରତିଦାନ ପାଇଁ ସେ ପ୍ରତୀକ୍ଷା କଲେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:7
ସମୟ ଥିଲା, ଯେତବେେଳେ ଏଗୁଡ଼ିକ ମାେ ପାଇଁ ଗୁରୁତ୍ବପୂର୍ଣ୍ଣ ଥିଲା। କିନ୍ତୁ ମୁଁ ସ୍ଥିର କଲି ଯେ ଖ୍ରୀଷ୍ଟଙ୍କ ହତେୁ ସଗେୁଡ଼ିକର କିଛି ମୂଲ୍ଯ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:23
ମାେତେ ପବିତ୍ର ଆତ୍ମା ଜଣାଉଅଛନ୍ତି ଯେ ପ୍ରତି ନଗର ରେ ମୁଁ କାରାବରଣ ଓ ଅସୁବିଧା ଭୋଗ କରିବି।
ମାଥିଉଲିଖିତ ସୁସମାଚାର 16:26
ଯଦି ଜଣେ ଲୋକ ନିଜ ଆତ୍ମାକୁ ହ ରଇେ ସାରା ସଂସାର ପାଏ, ତବେେ ସେଥି ରେ ତାହାର କି ଲାଭ ହବେ? ନିଜର ଆତ୍ମାକୁ ଥରେ ହ ରଇେ ପୁଣି ଥରେ କିଣିବା ପାଇଁ କହେି କବେେ ହେଲେ । ୟଥେଷ୍ଟ ଧନ ଦଇେ ପାରିବନାହିଁ।
ହିତୋପଦେଶ 17:16
ଜ୍ଞାନ କ୍ରଯ କରିବା ନିମନ୍ତେ ମୂର୍ଖ ହାତ ରେ ଧନ ଥିଲେ ତାହା ମୂଲ୍ଯହୀନ ଅଟେ। କାରଣ ମୂର୍ଖ ଲୋକ ଧନ ବଦଳ ରେ ଜ୍ଞାନ କ୍ରଯ କରିପା ରେ ନାହିଁ।