Proverbs 28:10
ଯେଉଁ ଲୋକ ସରଳ ଲୋକଙ୍କୁ ମନ୍ଦ ପଥରେ ୟିବାକୁ ଭୁଲାଏ। ସେ ନିଜେ ଗାତ ରେ ପଡ଼ିବ। କିନ୍ତୁ ନିରୀହ ଲୋକମାନେ ଉତ୍ତମ ଜିନିଷର ଅଧିକାରୀ ହବେେ।
Proverbs 28:10 in Other Translations
King James Version (KJV)
Whoso causeth the righteous to go astray in an evil way, he shall fall himself into his own pit: but the upright shall have good things in possession.
American Standard Version (ASV)
Whoso causeth the upright to go astray in an evil way, He shall fall himself into his own pit; But the perfect shall inherit good.
Bible in Basic English (BBE)
Anyone causing the upright to go wandering in an evil way, will himself go down into the hole he has made; but the upright will have good things for their heritage.
Darby English Bible (DBY)
Whoso causeth the upright to go astray in an evil way, shall himself fall into his own pit; but the perfect shall inherit good.
World English Bible (WEB)
Whoever causes the upright to go astray in an evil way, He will fall into his own trap; But the blameless will inherit good.
Young's Literal Translation (YLT)
Whoso is causing the upright to err in an evil way, Into his own pit he doth fall, And the perfect do inherit good.
| Whoso causeth the righteous | מַשְׁגֶּ֤ה | mašge | mahsh-ɡEH |
| to go astray | יְשָׁרִ֨ים׀ | yĕšārîm | yeh-sha-REEM |
| evil an in | בְּדֶ֥רֶךְ | bĕderek | beh-DEH-rek |
| way, | רָ֗ע | rāʿ | ra |
| he shall fall | בִּשְׁחוּת֥וֹ | bišḥûtô | beesh-hoo-TOH |
| himself | הֽוּא | hûʾ | hoo |
| into his own pit: | יִפּ֑וֹל | yippôl | YEE-pole |
| upright the but | וּ֝תְמִימִ֗ים | ûtĕmîmîm | OO-teh-mee-MEEM |
| shall have good | יִנְחֲלוּ | yinḥălû | yeen-huh-LOO |
| things in possession. | טֽוֹב׃ | ṭôb | tove |
Cross Reference
ମାଥିଉଲିଖିତ ସୁସମାଚାର 6:33
ଏଣୁ ଆଗ ପରମେଶ୍ବରଙ୍କ ରାଜ୍ଯ ଓ ଉତ୍ତମ କାର୍ୟ୍ଯ ବିଷୟ ରେ ଚିନ୍ତା କର। ତୁମ୍ଭେ ଯେଉଁସବୁ ଭଲ କାମ କରିବା ପରମେଶ୍ବର ଚାହାନ୍ତି, ସଗେୁଡିକ କର। ତା' ହେଲେ ଏହିସବୁ ବିଷୟଗୁଡିକ ତୁମ୍ଭକୁ ଯୋଗାଇ ଦିଆୟିବ।
ହିତୋପଦେଶ 26:27
ଯେ ଗାତ ଖୋଳେ, ସେ ଆପେ ହିଁ ସହେି ଗାତ ରେ ପଡ଼ିଥାଏ। ଏବଂ ଯେ ପଥର ଗଡ଼ାଏ, ତାହା ତା ଉପରକୁ ଲେଉଟି ଥାଏ।
ଗୀତସଂହିତା 37:25
ମୁଁ ୟୁବା ଥିଲି ଓ ବର୍ତ୍ତମାନ ବୁଢ଼ା ହଲିେଣି ଓ ମୁଁ କବେେ ଦେଖିନାହିଁ ପରମେଶ୍ବର ଧାର୍ମିକ ଲୋକଙ୍କୁ ପରିତ୍ଯାଗ କରନ୍ତି। ମୁଁ କବେେ ଦେଖି ନାହିଁ ୟେ, ଧାର୍ମିକ ବ୍ଯକ୍ତିଙ୍କର ପିଲାମାନେ ଖାଦ୍ୟ ପାଇଁ ଭିକ୍ଷାବୃତ୍ତି କରନ୍ତି।
ହିତୋପଦେଶ 15:6
ଧାର୍ମିକର ଗୃହ ରେ ବହୁ ସମ୍ପତ୍ତି ଥାଏ। ମାତ୍ର ଦୁଷ୍ଟର ଆଯ ରେ ସବୁବେଳେ କଷ୍ଟ ଥାଏ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:13
ସମାନେେ ସବୁବେଳେ ଦେଖଇବାକୁ ଚେଷ୍ଟା କରନ୍ତି ଯେ, ଯେଉଁ କାରଣ ପାଇଁ ଆମ୍ଭେ ଗର୍ବ କରୁଛୁ, ସମାନେେ ମଧ୍ଯ ସେଥିପାଇଁ ଗର୍ବ କରନ୍ତି। ସମାନେେ ଭଣ୍ଡ ପ୍ ରରେିତ। ସମାନେେ ପ୍ରତାରକ। ଲୋକେ ଯେପରି ସମାନଙ୍କେୁ ଖ୍ରୀଷ୍ଟଙ୍କର ପ୍ ରରେିତ ବୋଲି ଭାବିବେ, ଏଥିପାଇଁ ସମାନେେ ନିଜର ବେଶ ବଦଳାଇଥାନ୍ତି।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:8
କିନ୍ତୁ ଆମ୍ଭେ ବା ଅନ୍ୟ କୌଣସି ସ୍ବର୍ଗଦୂତ ଯଦି ଆମ୍ଭଦ୍ବାରା ପ୍ରଚାରିତ ସୁସମାଚାରଠାରୁ ଭିନ୍ନ ଅନ୍ୟ କୌଣସି ସୁସମାଚାର ପ୍ରଚାର କରେ, ତା' ହେଲେ ସମାନେେ ଦଣ୍ଡ ଓ ନିନ୍ଦାର ପାତ୍ର।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:4
ଆମ୍ଲଭ ଏହି ସମସ୍ଯା ବିଷୟସର କଥାବାର୍ତ୍ତାସହବାକୁ ଆବଶ୍ଯକ ମଲନ କରୁଥିଲୁ। କାରଣ ଆମ୍ଭ ଦଳ ଭିତରକୁସକଲତକ ଭଣ୍ତ ଭାଇ ଲୁଚିଛପି ପଶି ଆସିଥିଲଲ, ଓ ଯୀଶୁଖ୍ରୀଷ୍ଟଙ୍କଠାସର ଥିବା ଆମ୍ଭର ସ୍ବାଧୀନତା ଉପଲର ଗୋଇନ୍ଦାଗିରି କରି ଆମ୍ଭକୁ ଦାସ କରି ରଖିବାକୁସଚଷ୍ଟା କରୁଥିଲଲ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:1
ପରମେଶ୍ବରଙ୍କ ଆଶୀର୍ବାଦ ବିଶ୍ବାସ ଦ୍ବାରା ମିଳେ ହେ ଗାଲାତୀୟ ଲୋକେ! ଯୀଶୁଖ୍ରୀଷ୍ଟଙ୍କୁ କିପରି ଭାବରେ କ୍ରୁଶ ଉପରେ ମୃତ୍ଯୁ ଦିଆଗଲା, ତାହା ତୁମ୍ଭକୁ ସ୍ପଷ୍ଟ ଭାବରେ କୁହା ଯାଇଥିଲା। କିନ୍ତୁ ତୁମ୍ଭମାନେେ ମୂର୍ଖ। ତୁମ୍ଭେ କାହାର ଛଳନା ରେ ପଡ଼ିଗଲ।
ପିତରଙ୍କ ଦିତୀୟ ପତ୍ର 2:18
ସହେି ଭଣ୍ଡ ଶିକ୍ଷକମାନେ ନିରର୍ଥକ କଥାଗୁଡ଼ିକ ପାଇଁ ଗର୍ବ କରନ୍ତି। ସମାନେେ ଲୋକମାନଙ୍କୁ ପାପ ରାସ୍ତା ରେ କଢ଼ାଇ ନିଅନ୍ତି। ମନ୍ଦ ଭାବରେ ରହୁଥିବା ଲୋକଙ୍କଠାରୁ ବାହାରି ଆସି ଭଲ ମାର୍ଗ ରେ ୟିବାକୁ ଆରମ୍ଭ କରିଥିବା ଲୋକଙ୍କୁ ଏମାନେ ଆକର୍ଷିତ କରନ୍ତି। ପାପପୂର୍ଣ୍ଣ ଆତ୍ମା ରେ ମନ୍ଦ ଇଚ୍ଛାଗୁଡ଼ିକୁ ଜାଗତ୍ର କରାଇ ଭଣ୍ଡ ଶିକ୍ଷକମାନେ ଏପରି କରନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:14
ତଥାପି ମାରେ ତୁମ୍ଭ ବିରୁଦ୍ଧ ରେ କିଛି କହିବାକୁ ଅଛି : ତୁମ୍ଭ ଦଳ ଭିତରୁ କେତକେ ଲୋକ ବିଲିଯାମର ଶିକ୍ଷା ଅନୁସରଣ କରୁଛନ୍ତି। ଏହି ବିଲିଯାମ ବାଲାକ ପ୍ରତିମାକୁ ଅର୍ପିତ ହାଇେଥିବା ଖାଦ୍ୟ ଖାଇବା ପାଇଁ ଓ ୟୌନଗତ ପାପ କରି ଇଶ୍ରାୟେଲର ଲୋକମାନଙ୍କୁ ପାପ କରିବା ପାଇଁ ଶିଖାଇଥିଲା।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 11:3
ସେ କବଳେ ତୁମ୍ଭମାନଙ୍କର ସ୍ବାମୀ ହବେେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବ୍ବା ସର୍ପର ପ୍ରବଞ୍ଚନା ଦ୍ବାରା ପ୍ରଭାବିତ ହାଇେଥିଲା, ସହେି ଭଳି ତୁମ୍ଭମାନଙ୍କ ମନ ମଧ୍ଯ ଖ୍ରୀଷ୍ଟଙ୍କ ପ୍ରତି ସତ୍ଯ ଓ ପବିତ୍ର ସମର୍ପଣ ଠାରୁ ଦୂରକୁ ଚାଲି ୟିବ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 16:17
ଭାଇ ଓ ଭଉଣୀମାନେ! ମୁଁ ତିମ୍ଭମାନଙ୍କୁ କହିବାକୁ ଇଛାକରେ ଯେ, ଯେଉଁ ଲୋକମାନେ ତୁମ୍ଭ ଭିତ ରେ ଦଳଭଦେ ଓ ବିଘ୍ନ ଆଣିବା ପାଇଁ ଚେଷ୍ଟା କରୁଛନ୍ତି, ସମାନଙ୍କେ ଠାରୁ ସତର୍କ ରୁହ। ଲୋକମାନଙ୍କର ବିଶ୍ବାସକୁ ଭାଗିଂବା ପାଇଁ ଚେଷ୍ଟା କରୁଥିବା ଲୋକମାନଙ୍କ ଠାରୁ ସତର୍କ ରୁହ। ଏଭଳି ଲୋକେ ତୁମ୍ଭେ ଗ୍ରହଣ କରିଥିବା ପ୍ରକୃତ ଶିକ୍ଷା ବିରୁଦ୍ଧ ରେ ଥାଆନ୍ତି।
ଦିତୀୟ ବିବରଣ 7:12
ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯସକଳ ଶାସନ ଶକ୍ସ୍ଟଣି, ମାନି ଓ ପାଳନ କର, ତବେେ ସଦାପ୍ରଭୁ ପରମେଶ୍ବର ତକ୍ସ୍ଟମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ନିଯମ ଓ ଦୟା ବିଷଯ ରେ ଶପଥ କରିଅଛନ୍ତି, ସେ ତାହା ରକ୍ଷା କରିବେ।
ପ୍ରଥମ ଶାମୁୟେଲ 26:19
ମାରେ ପ୍ରଭକ୍ସ୍ଟ, ମହାରାଜ, ମୁ ତୁମ୍ଭର ସବେକ ମାେ କଥା ଶକ୍ସ୍ଟଣ, ଯଦି ସଦାପ୍ରଭୁ ମାେ ଉପରେ କୋରଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତା ହେଲ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନକ୍ସ୍ଟଷ୍ଯ ସନ୍ତାନମାନେ ତାହା କରିଥାନ୍ତି, ତବେେ ସମାନେେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତକ୍ସ୍ଟ। କାରଣ ସମାନେେ ମାେତେ ସହେି ଦେଶରକ୍ସ୍ଟ ବାହାର କରି ଦଇେଛନ୍ତି। ଯେଉଁଟାକି ମାେତେ ଦେଲେ ଏବଂ କହିଲେ, 'ୟାଅ ଅନ୍ୟ ଦବଗେଣଙ୍କର ପୂଜା କର।'
ଗୀତସଂହିତା 7:15
ସେମାନେ ସବୁବେଳେ ଅନ୍ୟକୁ ଆଘାତ ଦେଇ ଫାନ୍ଦରେ ପକାଇବାକୁ ଚେଷ୍ଟା କରନ୍ତି। କିନ୍ତୁ ଶେଷରେ ସେମାନେ ନିଜ ଯନ୍ତାରେ ପଡ଼ି ଆଘାତ ପାଇବେ।
ଗୀତସଂହିତା 9:15
ଅନ୍ୟ ରାଜ୍ଯର ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ବିରୁଦ୍ଧରେ ଗାଡ଼ ଖୋଳନ୍ତି ଓ ୟନ୍ତା ବସାନ୍ତି। କିନ୍ତୁ ସମାନେେ ନିଜେ ବସାଇ ଥିବା ୟନ୍ତାରେ ପଡ଼ନ୍ତି। ସହେି ଲୋକମାନେ ଅନ୍ୟକୁ ଧରିବା ପାଇଁ ଫାଶ ବସାଇ ଥାଆନ୍ତି କିନ୍ତୁ ଶଷେରେ ସମାନେେ ନିଜେ ସହେି ଜାଲରେ ଧରାପଡ଼ନ୍ତି।
ଗୀତସଂହିତା 37:11
ପରମେଶ୍ବର ସମାନଙ୍କେୁ ପ୍ରତିଜ୍ଞା କରିଥିଲେ ୟେ, ନମ୍ର ଲୋକମାନେ ଭୂମି ପାଇବେ ଓ ସମାନେେ ଶାନ୍ତି ଉପ ଭୋଗ କରିବେ।
ହିତୋପଦେଶ 10:3
ସଦାପ୍ରଭୁ ଧାର୍ମିକମାନଙ୍କର ଯତ୍ନ ନିଅନ୍ତି। ସେ ଆବଶ୍ଯକ ପରିମାରଣର ଖାଦ୍ୟ ଯୋଗନ୍ତି। କିନ୍ତୁ ସଦାପ୍ରଭୁ ଦୁଷ୍ଟମାନଙ୍କର କାମନା କ୍ଷୁର୍ଣ୍ଣ କରନ୍ତି।
ହିତୋପଦେଶ 21:20
ଜ୍ଞାନବାନର ଗୃହ ରେ ବହୁମୂଲ୍ଯ ସମ୍ପତ୍ତି ଥାଏ ଓ ତୈଳ ଥାଏ, ମାତ୍ର ଗୋଟିଏ ମୂର୍ଖ ଶୋଷି ଦିଏ ଏବଂ ଏହା ସମସ୍ତ ଶଷେ କରେ।
ଉପଦେଶକ 10:8
ଯେ ଗର୍ତ୍ତ ଖୋଳେ, ସେ ତହିଁରେ ପଡ଼ିବ ଓ ଯେଉଁ ଲୋକ ପ୍ରାଚୀର ଭାଙ୍ଗେ ତାହାକୁ ସର୍ପ କାମୁଡ଼ିବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:8
ମାତ୍ର ଅଲ୍ଲୀମା ଏହା ବର୍ୟୀଶୁର ଗ୍ରୀକ୍ ନାମ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ବାଧା ହେଲା। ଅଲ୍ଲୀମା ରାଜ୍ଯପାଳଙ୍କୁ ଯୀଶୁଙ୍କ ବିଶ୍ବାସ ପଥରୁ ଦୂ ରଇେ ଦବୋପାଇଁ ଚେ଼ଷ୍ଟାକଲା।
ଗଣନା ପୁସ୍ତକ 31:15
ଆଉ ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ସମସ୍ତ ସ୍ତ୍ରୀ ଲୋକମାନଙ୍କୁ ଜୀବିତ ରଖିଲ କାହିଁକି?