Oriya Bible
Proverbs 30:1-32 in Oriya
Proverbs 30:1
ଏଗୁଡ଼ିକ ହେଉଛି ୟାକିର ପୁତ୍ର ଆଗୁରର ଜ୍ଞାନପୂର୍ଣ୍ଣ କଥା। ଏହା ହେଉଛି ଈଥୀଯଲେ ଓ ଉକଲଙ୍କ ପାଇଁ ବାର୍ତ୍ତା।
Proverbs 30:2
ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧ ଲୋକ। ମାଠାେ ରେ ମନୁଷ୍ଯର ବିବଚେନା ନାହିଁ।
Proverbs 30:3
ମୁଁ ଜ୍ଞାନ ଶିକ୍ଷି ନାହିଁ, ପରମେଶ୍ବରଙ୍କ ବିଷଯ ରେ ମଧ୍ଯ ମାରେ ଜ୍ଞାନ ନାହିଁ।
Proverbs 30:4
କିଏ କବେେ ସ୍ବର୍ଗକୁ ୟାଇଛି ଏବଂ ତଳକୁ ଫରେି ଆସିଛି ? କୌଣସି ଲୋକ ତା'ର ମୁଷ୍ଟି ରେ ବାଯୁକୁ ଏକତ୍ର କରି ନାହିଁ। କୌଣସି ଲୋକ କପଡ଼ା ରେ ସମସ୍ତ ଜଳକୁ ବାନ୍ଧି ନାହିଁ। କୌଣସି ଲୋକ ପୃଥିବୀର ସବୁ ସୀମା ନିରୂପଣ କରି ନାହିଁ। ଯଦି କୌଣସି ଲୋକ ଏହା କରିଛି, ସେ କିଏ ? ତାଙ୍କର ପୁତ୍ରର ନାମ କ'ଣ ?
Proverbs 30:5
ପରମେଶ୍ବରଙ୍କର ପ୍ରେତ୍ୟକକ ବାକ୍ଯ ପରୀକ୍ଷାସିଦ୍ଧ, ଯେଉଁମାନେ ତାଙ୍କଠା ରେ ଆଶ୍ରଯ ନିଅନ୍ତି, ସେ ସମାନଙ୍କେର ଢ଼ାଲ ଅଟନ୍ତି।
Proverbs 30:6
ତେଣୁ ପରମେଶ୍ବରଙ୍କର ବାକ୍ଯକୁ ପରିବର୍ତ୍ତନ କରିବାକୁ ଚେଷ୍ଟା କରନାହିଁ। ଯଦି ତୁମ୍ଭେ ଏପରି କର, ସେ ତୁମ୍ଭକୁ ଶାସ୍ତି ଦବେେ, ଏବଂ ତୁମ୍ଭେ ମିଥ୍ଯା କହୁଛ ବୋଲି ପ୍ରମାଣିତ ହବେ।
Proverbs 30:7
ହେ ସଦାପ୍ରଭୁ, ମାରେ ମଲା ପୂର୍ବରୁ ମାେତେ ଦୁଇଟି ବର ଦିଅ।
Proverbs 30:8
ମାେତେ ସହାୟ ହୁଅ, ମୁଁ ଯେପରି ମିଥ୍ଯା ନ କ ହେ, ମାେତେ ଅତ୍ଯଧିକ ଧନୀ କି ଅତ୍ଯଧିକ ଗରିବ କର ନାହିଁ। ମାରେ ପ୍ରେତ୍ୟକକ ଦିନର ଆବଶ୍ଯକତା କବଳେ ପୂରଣ କର।
Proverbs 30:9
ଯଦି ମାରେ ଆବଶ୍ଯକତାଠାରୁ ଅଧିକ ଥାଏ, ତବେେ ମୁଁ ହୁଏତ ଚିନ୍ତା କରିପା ରେ ଯେ, ମୁଁ ପରମେଶ୍ବରଙ୍କୁ ଦରକାର କରେ ନାହିଁ। ଯଦି ମୁଁ ଗରିବ, ତବେେ ମୁଁ ଚୋରି ହୁଏତ କରିବି ଓ ପରମେଶ୍ବରଙ୍କ ନାମକୁ ଲଜ୍ଜ୍ଯା ଆଣିବି।
Proverbs 30:10
ଦାସର ପ୍ରଭୁ ସମ୍ମୁଖ ରେ ତା'ର କୁତ୍ସାରଟନା କର ନାହିଁ। ଯଦି ତୁମ୍ଭେ ଏପରି କୁହ, ମୁନିବ ତୁମ୍ଭକୁ ବିଶ୍ବାସ କରିବ ନାହିଁ। ତୁମ୍ଭକୁ ସେ ଅପରାଧୀ ବୋଲି ବିବଚେନା କରିବ।
Proverbs 30:11
କିଛି ଲୋକ ଅଛନ୍ତି ଯେଉଁମାନେ ତାଙ୍କର ପିତାଙ୍କ ବିରୁଦ୍ଧ ରେ କହନ୍ତି। ଏବଂ ସମାନେେ ସମାନଙ୍କେର ମାତାଙ୍କୁ ସମ୍ମାନ ଦଖାଇେ ନାହାନ୍ତି।
Proverbs 30:12
କେତକେ ଲୋକ ନିଜକୁ ବହୁତ ଭଲ ବୋଲି ଭାବନ୍ତି, କିନ୍ତୁ ବାସ୍ତବ ରେ ସମାନେେ ଅତ୍ଯନ୍ତ ଖରାପ ଲୋକ ଅଟନ୍ତି।
Proverbs 30:13
କେତକେ ଲୋକ ଅଛନ୍ତି, ଯେଉଁମାନେ ଭାବନ୍ତି ସମାନେେ ବହୁତ ଭଲ। ସମାନେେ ଭାବନ୍ତି ଅନ୍ୟମାନଙ୍କଠାରୁ ୟଥେଷ୍ଟ ଭଲ।
Proverbs 30:14
କେତକେ ଲୋକ ଅଛନ୍ତି, ସମାନଙ୍କେର ବାକ୍ଯ ଖଣ୍ଡାଧାରଠାରୁ ତୀକ୍ଷ୍ଣ। ସମାନଙ୍କେର ଦାନ୍ତ ଛୁରୀପରି ଅଟେ। ସମାନେେ ଏହାକୁ ଦରିଦ୍ର ଲୋକମାନଙ୍କୁ ଗ୍ରାସ କରିବାକୁ ବ୍ଯବହାର କରନ୍ତି।
Proverbs 30:15
କେତକେ ଲୋକ ଅଛନ୍ତି ସମାନେେ ସବୁ ନବୋକୁ ଚାହାଁନ୍ତି। ସମାନେେ ସର୍ବଦା କହନ୍ତି, ମାେତେ ଦିଅ, ମାେତେ ଦିଅ। ଏପରି ତିନୋଟି କଥା ରେ ସମାନେେ ଆଦୌ ସନ୍ତୁଷ୍ଟ ନୁହଁନ୍ତି। ଏବଂ ଚତୁର୍ଥଟି କବେେ ହେଲେ କ ହେ ନାହିଁ, ମାରେ ପାଖ ରେ ୟଥେଷ୍ଟ ଅଛି।
Proverbs 30:16
ମୃତ୍ଯୁର ସ୍ଥାନ, ବନ୍ଧ୍ଯା ସ୍ତ୍ରୀ, ଜଳ ରେ ଅତୃପ୍ତ ଭୂମି ଓ ଅଗ୍ନି ଯେଉଁମାନେ କହନ୍ତି ନାହିଁ, ୟଥେଷ୍ଟ ହେଲା।
Proverbs 30:17
ଯେଉଁ ବ୍ଯକ୍ତି ତା'ର ପିତାଙ୍କୁ ପରିହାସ କରେ ଓ ତା'ର ମାତାଙ୍କୁ ସମ୍ମାନ କରେ ନାହିଁ, ସେ ଦଣ୍ଡିତ ହବେ। ଏହିପରି ତା ପାଇଁ ହବେ। ତା'ର ଚକ୍ଷୁକୁ ଶାଗୁଣାମାନେ ତାଢ଼ି ପକାଇବେ, ଡ଼ାମରାକାଉମାନେ ସଗେୁଡ଼ିକୁ ଖାଇଯିବେ।
Proverbs 30:18
ତିନି କଥା ମାେତେ ରହସ୍ଯ ପରି ଲାଗେ। ପୁଣି ଚାରି କଥା ମୁଁ ଜାଣେ ନାହିଁ।
Proverbs 30:19
ଆକାଶ ରେ ଉତ୍କ୍ରୋଶ ପକ୍ଷୀର ଗତି, ପ୍ରସ୍ତର ରେ ସର୍ପର ଗତି, ସମୁଦ୍ର ମଧିଅରେ ଜାହାଜର ଗତି, ୟୁବତୀଠା ରେ ପୁରୁଷର ଗତି।
Proverbs 30:20
ସହେିପରି ବ୍ଯଭିଚାରିଣୀ ସ୍ତ୍ରୀର ଗତି। ସେ ଖାଇ ମୁହଁ ପୋଛି ଦିଏ ଓ କ ହେ, ମୁଁ କିଛି ଅଧର୍ମ କରି ନାହିଁ।
Proverbs 30:21
ତିନି କଥାର ଭାର ରେ ପୃଥିବୀ କମ୍ପିତ ହୁଏ। ପୁଣି ଚାରି କଥାର ଭାର ରେ ମଧ୍ଯ ତାହା ସେ ସହିପା ରେ ନାହିଁ।
Proverbs 30:22
ଦାସର ଭାର ଯେତବେେଳେ ସେ ରାଜତ୍ବ କରେ, ମୂର୍ଖର ଭାର ଯେତବେେଳେ ସେ ଆହାର ରେ ପରିତୃପ୍ତ।
Proverbs 30:23
କହେି ଭଲ ପାଉ ନ ଥିବା ସ୍ତ୍ରୀଲୋକକୁ ଯାହାର ବିବାହ ହାଇୟୋଏ। ଏବଂ ଚାକରାଣୀର ଭାର ଯେତବେେଳେ ସେ ତା'ର ମାଲିକାଣିର ସ୍ଥାନ ନିଏ।
Proverbs 30:24
ଚାରି ପ୍ରାଣୀ ପୃଥିବୀ ରେ ସାନ, ମାତ୍ର ସମାନେେ ଅତିଶଯ ଜ୍ଞାନବାନ୍ ଅଟନ୍ତି।
Proverbs 30:25
ପିମ୍ପୁଡ଼ି ଜାତି ଦୁର୍ବଳ ଅଟନ୍ତି, ମାତ୍ର ଅତିଶଯ ଜ୍ଞାନବାନ, ସମାନେେ ଗ୍ରୀଷ୍ମ ସମୟରେ ସମାନଙ୍କେର ଖାଦ୍ୟ ସଞ୍ଚଯ କରି ରଖନ୍ତି।
Proverbs 30:26
ଶାଫନ୍ ଜନ୍ତୁଗଣ ଶକ୍ତିହୀନ ଜାତି, ମାତ୍ର ସମାନେେ ଶୈଳ ରେ ଆପଣାର ବସା ନିର୍ମାଣ କରନ୍ତି।
Proverbs 30:27
ପଙ୍ଗପାଳମାନଙ୍କର କୌଣସି ରାଜା ନାହିଁ, ତଥାପି ସମାନେେ ଦଳବଦ୍ଧ ହାଇେ ଗମନ କରନ୍ତି।
Proverbs 30:28
ଝିଟିପିଟି ହସ୍ତଦ୍ବାରା ଧ ରେ, ତଥାପି ସେ ରାଜାର ଅଟ୍ଟାଳିକା ରେ ଥାଏ।
Proverbs 30:29
ତିନିପ୍ରାଣୀ ଗୌରବଶାଳୀ ଅଟନ୍ତି, ଯେତବେେଳେ ସମାନେେ ସୈନିକ ରୀତି ରେ ଅଗ୍ରସର ହୁଅନ୍ତି। ପୁଣି ଚାରିପ୍ରାଣୀ ଗୌରବଶାଳୀ ଅଟନ୍ତି ଯେତବେେଳେ ସମାନେେ ଚାଲନ୍ତି।
Proverbs 30:30
ସମସ୍ତ ପଶୁମାନଙ୍କ ମଧିଅରେ ସବୁଠୁ ଶକ୍ତିଶାଳୀ ସିଂହ, କାହାକୁ କବେେ ଭୟ କରେ ନାହିଁ।
Proverbs 30:31
ୟୁଦ୍ଧାଶ୍ବ, ଛାଗ ଓ ରାଜା ଯାହା ବିରୁଦ୍ଧ ରେ କହେି ଉେଠ ନାହିଁ।
Proverbs 30:32
ଯଦି ତୁମ୍ଭେ ଆପଣାକୁ ଉଚ୍ଚ କରିବା ରେ ମୂଢ଼ର କର୍ମ କରିଥାଅ, କିମ୍ବା ଯଦି କୁକଳ୍ପନା କରୁଥାଅ, ତବେେ ଆପଣା ମୁଖ ରେ ହାତ ଦିଅ।