Proverbs 6:19
ମିଥ୍ଯା ସାକ୍ଷୀ, ଯେ ମିଥ୍ଯା କହି ଭାଇମାନଙ୍କ ମଧିଅରେ କଳିର ବୀଜ ବୁଣେ।
Proverbs 6:19 in Other Translations
King James Version (KJV)
A false witness that speaketh lies, and he that soweth discord among brethren.
American Standard Version (ASV)
A false witness that uttereth lies, And he that soweth discord among brethren.
Bible in Basic English (BBE)
A false witness, breathing out untrue words, and one who lets loose violent acts among brothers.
Darby English Bible (DBY)
a false witness that uttereth lies, and he that soweth discords among brethren.
World English Bible (WEB)
A false witness who utters lies, And he who sows discord among brothers.
Young's Literal Translation (YLT)
A false witness `who' doth breathe out lies -- And one sending forth contentions between brethren.
| A false | יָפִ֣יחַ | yāpîaḥ | ya-FEE-ak |
| witness | כְּ֭זָבִים | kĕzābîm | KEH-za-veem |
| that speaketh | עֵ֣ד | ʿēd | ade |
| lies, | שָׁ֑קֶר | šāqer | SHA-ker |
| soweth that he and | וּמְשַׁלֵּ֥חַ | ûmĕšallēaḥ | oo-meh-sha-LAY-ak |
| discord | מְ֝דָנִ֗ים | mĕdānîm | MEH-da-NEEM |
| among | בֵּ֣ין | bên | bane |
| brethren. | אַחִֽים׃ | ʾaḥîm | ah-HEEM |
Cross Reference
ହିତୋପଦେଶ 19:5
ଯେଉଁ ଲୋକ ଅନ୍ୟ ବିରୁଦ୍ଧ ରେ ମିଥ୍ଯା ରଚନା କରେ, ସେ ଦଣ୍ଡ ପାଇବ। ଯେ ମିଛ କ ହେ ସେ ଶାସ୍ତିରୁ ରକ୍ଷା ପାଇବ ନାହିଁ।
ହିତୋପଦେଶ 6:14
ତା'ର ହୃଦଯ ରେ କୁଟିଳତା ଥାଏ। ସେ ସର୍ବଦା ଅନିଷ୍ଟ ଯୋଜନା କରେ। ସେ ୟୁକ୍ତିତର୍କ ଓ କଳି ଆରମ୍ଭ କରେ।
ଗୀତସଂହିତା 27:12
ମାରେ ଶତ୍ରୁମାନେ ମାେତେ ଆକ୍ରମଣ କରିଛନ୍ତି। ସମାନେେ ମାେ ବିଷଯରେ ମିଥ୍ଯା କହିଛନ୍ତି। ସମାନେେ ମାେତେ ମିଥ୍ଯା କହି ଆଘାତ ଦଇେଛନ୍ତି।
ହିତୋପଦେଶ 19:9
ମିଥ୍ଯା ସାକ୍ଷୀ ଦଣ୍ଡିତ ହବେ। ମିଥ୍ଯାବାଦୀ ଧ୍ବଂସ ପାଇବ।
ହିତୋପଦେଶ 12:17
ସତ୍ଯବାଦୀମାନେ ନ୍ଯାଯପୂର୍ଣ୍ଣ କଥା କହନ୍ତି। ମାତ୍ର ମିଥ୍ଯାସାକ୍ଷୀମାନେ ପ୍ରବଞ୍ଚନା ପ୍ରକାଶ କରନ୍ତି।
ହିତୋପଦେଶ 25:18
ଜଣେ ୟିଏ ତା'ର ପଡ଼ୋଶୀ ବିପକ୍ଷ ରେ ମିଥ୍ଯା ସାକ୍ଷ୍ଯ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ବାଣ ସ୍ବରୂପ ଭୟଙ୍କର ଅଟେ।
ଯୋହନଙ୍କ ତୃତୀୟ ପତ୍ର 1:9
ମୁଁ ମଣ୍ଡଳୀକୁ ଗୋଟିଏ ପତ୍ର ଲେଖିଥିଲି। କିନ୍ତୁ ଦିୟତ୍ରଫା ଆମ୍ଭ କଥା ଶୁଣିବା ପାଇଁ ରାଜି ନୁହେଁ। ସେ ସର୍ବଦା ସଠାେରେ ନେତା ହାଇେ ରହିବା ପାଇଁ ଚା ହେଁ।
ଯାକୁବଙ୍କ ପତ୍ 3:18
ଯେଉଁ ଲୋକମାନେ ଶାନ୍ତିପୂର୍ଣ୍ଣ ଭାବରେ ଶାନ୍ତି ପାଇଁ କାମ କରନ୍ତି, ସମାନେେ ଧାର୍ମିକ ଜୀବନଯାପନ ଦ୍ବାରା ସେଥିରୁ ଉତ୍ପନ୍ନ ଉତ୍ତମ ବିଷୟମାନ ପାଆନ୍ତି।
ଯାକୁବଙ୍କ ପତ୍ 3:14
ଯଦି ତୁମ୍ଭେ ନିହାତି ସ୍ବାର୍ଥପର ଓ ତୁମ୍ଭ୍ ହୃଦୟ ରେ ଈର୍ଷାଭାବ ଅଛି, ତା' ହେଲେ ତୁମ୍ଭର ଗର୍ବ କରିବା ପାଇଁ କିଛି କାରଣ ନାହିଁ। ତୁମ୍ଭର ଅହଂକାର କବଳେ ମିଛ, ଏବଂ ତାହା ସତ୍ଯକୁ ଘାଡ଼ୋଇ ଦିଏ।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:23
ମୂର୍ଖ ଓ ଅର୍ଥହୀନ ତର୍କବିତର୍କରୁ ଦୂର ରେ ରୁହ। ତୁମ୍ଭେ ଜାଣ ଯେ ସହେି ୟୁକ୍ତିତର୍କଗୁଡ଼ିକ ବଢ଼ିଯାଇ ବଡ଼ ବିବାଦ ସୃଷ୍ଟି କରେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 6:13
ସମାନେେ କେତେ ଜଣ ମିଥ୍ଯା ସାକ୍ଷୀଙ୍କୁ ଆଣିଲେ। ସମାନେେ କହିଲେ, ଏ ଲୋକ ସର୍ବଦା ଏହି ପବିତ୍ର ସ୍ଥାନ ଓ ମାଶାଙ୍କେ ବ୍ଯବସ୍ଥା ବିରୁଦ୍ଧ ରେ କୁ ହେ।
ମାଥିଉଲିଖିତ ସୁସମାଚାର 26:59
ଯୀଶୁଙ୍କୁ ଯେପରି ମୃତ୍ଯୁଦଣ୍ଡ ଦଇେ ପାରିବେ, ସେଥିପାଇଁ ପ୍ରଧାନଯାଜକ ଓ ସଂପୂର୍ଣ୍ଣ ଯିହୂଦୀମହାସଭା ଯୀଶୁଙ୍କ ବିହୁଦ୍ଧ ରେ କିଛି ମିଛ ଅଭିଯୋଗ ଖାଜେି ବାହାର କରିବାକୁ ଚେଷ୍ଟା କଲେ।
ଯାତ୍ରା ପୁସ୍ତକ 23:1
ଅନ୍ୟ ଲୋକମାନଙ୍କ ବିଷଯ ରେ ମିଥ୍ଯା କୁହ ନାହିଁ। କାହାରି ପାଇଁ ମିଥ୍ଯା ସାକ୍ଷୀ ଦଇେ, ତାକୁ ଅସୁବିଧା ରେ ପକାଇବାକୁ ଦୁଷ୍ଟ ଲୋକମାନଙ୍କ ସହିତ ଷଡୟନ୍ତ୍ର କର ନାହିଁ।
ଦିତୀୟ ବିବରଣ 19:16
ଧରାଯାଉ ଜଣେ ଅଧର୍ମୀ ଲୋକ ତା ବିରକ୍ସ୍ଟଦ୍ଧ ରେ ମିଥ୍ଯା ସାକ୍ଷୀ ଦବୋ ପାଇଁ ଛିଡା ହକ୍ସ୍ଟଏ।
ପ୍ରଥମ ରାଜାବଳୀ 21:10
ଦୁଇଜଣ ପାପଧମ ଲୋକଙ୍କୁ ଖାଜେ ଓ ସମାନଙ୍କେୁ ନାବୋତ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବୋକୁ କୁହ। ସମାନେେ କହିବେ ଯେ, ସମାନେେ ଶୁଣିଲେ, ନାବୋତ ପରମେଶ୍ବର ଓ ରାଜାଙ୍କୁ ଅଭିଶାପ ଦଇେଛନ୍ତି। ତା'ପରେ ତାକୁ ନଗର ବାହାରକୁ ନଇେ ପଥରମାରି ବଧ କର।
ଗୀତସଂହିତା 35:11
କେତକେ ଲୋକ ଯେଉଁମାନେ ବିଚାରାଳଯରେ ମିଥ୍ଯା କହନ୍ତି, ମାେତେ ଆଘାତ କରିବାକୁ ମନ୍ତ୍ରଣା କରୁଛନ୍ତି। ସମାନେେ ମାେତେ ଅନକେ ପ୍ରଶ୍ନ ପଚାରିବେ ମୁଁ ସେସବୁ ବିଷଯରେ କିଛି ଜାଣେ ନାହିଁ।
ହିତୋପଦେଶ 16:28
କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।
ହିତୋପଦେଶ 22:10
ନିନ୍ଦକକୁ ବାହାର କରି ଦିଅ, ତହିଁରେ ବିବାଦ ଓ ଅପମାନ ବନ୍ଦ ହବେ।
ହିତୋପଦେଶ 26:20
କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।
ମାଥିଉଲିଖିତ ସୁସମାଚାର 15:19
କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।
ଯାତ୍ରା ପୁସ୍ତକ 20:16
ତୁମ୍ଭେ ଆପଣା ପ୍ରତିବେଶୀ ବିରୁଦ୍ଧ ରେ ମିଥ୍ଯା ସାକ୍ଷ୍ଯ ଦବେ ନାହିଁ।