Proverbs 6:32
ଜଣେ ବ୍ଯଭୀଚାରୀ ଲୋକ ନିର୍ବୋଧ ଅଟେ। ସେ ତା'ର ନିଜର ବିନାଶ ଆଣିବ।
Proverbs 6:32 in Other Translations
King James Version (KJV)
But whoso committeth adultery with a woman lacketh understanding: he that doeth it destroyeth his own soul.
American Standard Version (ASV)
He that committeth adultery with a woman is void of understanding: He doeth it who would destroy his own soul.
Bible in Basic English (BBE)
He who takes another man's wife is without all sense: he who does it is the cause of destruction to his soul.
Darby English Bible (DBY)
Whoso committeth adultery with a woman is void of understanding: he that doeth it destroyeth his own soul.
World English Bible (WEB)
He who commits adultery with a woman is void of understanding. He who does it destroys his own soul.
Young's Literal Translation (YLT)
He who committeth adultery `with' a woman lacketh heart, He is destroying his soul who doth it.
| But whoso committeth adultery | נֹאֵ֣ף | nōʾēp | noh-AFE |
| with a woman | אִשָּׁ֣ה | ʾiššâ | ee-SHA |
| lacketh | חֲסַר | ḥăsar | huh-SAHR |
| understanding: | לֵ֑ב | lēb | lave |
| he | מַֽשְׁחִ֥ית | mašḥît | mahsh-HEET |
| that doeth | נַ֝פְשׁ֗וֹ | napšô | NAHF-SHOH |
| it destroyeth | ה֣וּא | hûʾ | hoo |
| his own soul. | יַעֲשֶֽׂנָּה׃ | yaʿăśennâ | ya-uh-SEH-na |
Cross Reference
ହିତୋପଦେଶ 7:7
ମୁଁ ଅଜ୍ଞାନ ୟୁବାମାନଙ୍କ ମଧିଅରେ ଜଣେ ବୁଦ୍ଧିହୀନ ୟୁବକ ଦେଖିଲି।
ଏବ୍ରୀମାନଙ୍କ ନିକଟକୁ ପତ୍ର 13:4
ବିବାହକୁ ସବୁଲୋକଙ୍କ ଦ୍ବାରା ସମ୍ମାନ ମିଳିବା ଆବଶ୍ଯକ। ପ୍ରେତ୍ୟକକ ବିବାହକୁ କବଳେ ଦୁଇ ଜଣକ ଭିତ ରେ ନିର୍ଦ୍ଦିଷ୍ଟ ରଖିବା ଉଚିତ। ଯେଉଁମାନେ ୟୌନଗତ ପାପ ଓ ବ୍ଯଭିଚାର କରୁଛନ୍ତି ପରମେଶ୍ବର ସମାନଙ୍କେୁ ଦୋଷୀ ବୋଲି ବିଚାର କରିବେ।
ହିତୋପଦେଶ 7:22
ସେ ତା'ର ପଥ ଅନୁସରଣ କଲା, ଯେପରି ଗୋରୁ କଂ ସଇଖାନୋକୁ ୟାଏ। ସେ ଜଣେ ହରିଣ ପରି ଜାଲ ଭିତରକୁ ଚାଲି ଯାଉଥିଲା।
ହିତୋପଦେଶ 2:18
ଯେଉଁ ରାସ୍ତା ତାହାର ଘର ଆଡ଼କୁ, ତାହାର ମୃତ୍ଯୁ ଆଡ଼କୁ ଗଡ଼ଇବେ। ତୁମ୍ଭେ ଯଦି ତାକୁ ଅନୁସରଣ କର ସେ ତୁମ୍ଭକୁ କବରଖାନାକୁ ଆଗଇେ ନବେ।
ଯାତ୍ରା ପୁସ୍ତକ 20:14
ତୁମ୍ଭେ ବ୍ଯଭିଚାର କରିବ ନାହିଁ।
ଆଦି ପୁସ୍ତକ 41:39
ତେଣୁ ଫାରୋ ଯୋଷଫଙ୍କେୁ କହିଲେ, ପରମେଶ୍ବର ତୁମ୍ଭକୁ ଏହି ସବୁ ଦଖାଇେ ଥିବାରୁ ତୁମ୍ଭେ ଆମ୍ଭମାନଙ୍କ ଅପେକ୍ଷା ଅଧିକ ଜ୍ଞାନୀ।
ଆଦି ପୁସ୍ତକ 39:9
ଏହି ଗୃହ ରେ ସେ ମାେତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶଯନ କରି ପାରିବି ନାହିଁ। ଏହା ଭୁଲ ଅଟେ, ଏହା ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ ତୁଲ୍ଯ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:22
ଲୋକେ ନିଜକୁ ବୁଦ୍ଧିମାନ ବୋଲି କହିଲେ କିନ୍ତୁ ପ୍ରକୃତ ରେ ସମାନେେ ମୂର୍ଖ ହାଇଗେଲେ।
ହୋଶେୟ 13:9
ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।
ହୋଶେୟ 4:11
ୟୌନ ଭୋଗ ପାପ, ଅତ୍ଯଧିକ ଦ୍ରାକ୍ଷାରସ ପାନ ଗୋଟିଏ ବ୍ଯକ୍ତିର ସ୍ବାଧୀନ ଚିନ୍ତା କରିବାର ଧ୍ବଂସ କରେ।
ଯିହିଜିକଲ 18:31
ତୁମ୍ଭମାନେେ ତୁମ୍ଭମାନଙ୍କର ସମସ୍ତ ପାପ ଦୂର କରିଦିଅ। ନିଜର ଅନ୍ତଃକରଣ ଓ ଆତ୍ମାକୁ ନୂତନ ଭାବରେ ପ୍ରସ୍ତୁତ କର। ଆଉ ହେ ଇଶ୍ରାୟେଲ ବଂଶ, ତୁମ୍ଭମାନେେ ନିଜେ ତୁମ୍ଭମାନଙ୍କର ମୃତ୍ଯୁର କାରଣ ହୁଅ ନାହିଁ।
ଯିରିମିୟ 5:21
' ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ତୁମ୍ଭମାନେେ ଚକ୍ଷୁ ଥାଉଁ ଥାଉଁ ଦେଖୁନାହଁ, କର୍ଣ୍ଣ ଥାଉଁ ଥାଉଁ ଶୁଣୁ ନାହଁ। ଏବେ ଏହି କଥା ତୁମ୍ଭମାନେେ ଶୁଣ।
ଯିରିମିୟ 5:8
ସମାନେେ ଏକ କାମୁକି ଘୋଡୀ ପରି ବୁଲନ୍ତି, ପ୍ରେତ୍ୟକକ ତା'ର ପଡ଼ୋଶୀର ସ୍ତ୍ରୀ ପ୍ରତି ଲୋଲୁପ ଦୃଷ୍ଟି ପକାନ୍ତି।
ଉପଦେଶକ 7:25
ମାେ ହୃଦଯ ରେ ମୁଁ ଜାଣିବାକୁ ପରୀକ୍ଷା କରିବାକୁ ଏବଂ ଜ୍ଞାନର ପଶ୍ଚାତ୍ଧାବନ କରିବାକୁ ଏବଂ ଏହାର ଉତ୍ତର ପାଇବାକୁ ମୁଁ ଚାହିଁଲି। ମୁଁ ମଧ୍ଯ ଦୁଷ୍ଟତା ଓ ବୋକାମୀକୁ ଓ ମୂର୍ଖର ପାଗଳାମିକୁ ଜାଣିବା ପାଇଁ ଚାହିଁଲି।
ହିତୋପଦେଶ 9:16
ଯେ ଅବୋଧ ସେ ଏଠାକୁ ଆସୁ, ସେ ମୂର୍ଖ ଲୋକକୁ ଏହି କଥା କ ହେ।
ହିତୋପଦେଶ 9:4
ଯେଉଁ ଲୋକର ଅଭିଜ୍ଞତା ନାହିଁ ମାେ ପାଖକୁ ଆସୁ, ଯେଉଁମାନେ ନିର୍ବୋଧ, ସେ ତାହାଙ୍କୁ କ ହେ।
ହିତୋପଦେଶ 8:36
କିନ୍ତୁ ଯେ ମାରେ ବିରୁଦ୍ଧ ରେ ପାପ କରେ, ସେ ଆପଣା ପ୍ରାଣର କ୍ଷତି କରେ। ଯେଉଁ ସବୁ ଲୋକ ମାେତେ ଘୃଣା କରନ୍ତି, ସମାନେେ ମୃତ୍ଯୁକୁ ଭୟ କରନ୍ତି।
ହିତୋପଦେଶ 5:22
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।