ହିତୋପଦେଶ 6:34 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 6 ହିତୋପଦେଶ 6:34

Proverbs 6:34
ସହେି ସ୍ତ୍ରୀର ସ୍ବାମୀ ନିତ୍ଯାନ୍ତ ଇର୍ଷାପରାଯଣ ହବେ। ତା'ର ସ୍ବାମୀ ନିତ୍ଯାନ୍ତ କୋରଧତ ହବେ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ।

Proverbs 6:33Proverbs 6Proverbs 6:35

Proverbs 6:34 in Other Translations

King James Version (KJV)
For jealousy is the rage of a man: therefore he will not spare in the day of vengeance.

American Standard Version (ASV)
For jealousy is the rage of a man; And he will not spare in the day of vengeance.

Bible in Basic English (BBE)
For bitter is the wrath of an angry husband; in the day of punishment he will have no mercy.

Darby English Bible (DBY)
For jealousy is the rage of a man, and he will not spare in the day of vengeance;

World English Bible (WEB)
For jealousy arouses the fury of the husband. He won't spare in the day of vengeance.

Young's Literal Translation (YLT)
For jealousy `is' the fury of a man, And he doth not spare in a day of vengeance.

For
כִּֽיkee
jealousy
קִנְאָ֥הqinʾâkeen-AH
is
the
rage
חֲמַתḥămathuh-MAHT
man:
a
of
גָּ֑בֶרgāberɡA-ver
not
will
he
therefore
וְלֹֽאwĕlōʾveh-LOH
spare
יַ֝חְמ֗וֹלyaḥmôlYAHK-MOLE
in
the
day
בְּי֣וֹםbĕyômbeh-YOME
of
vengeance.
נָקָֽם׃nāqāmna-KAHM

Cross Reference

ହିତୋପଦେଶ 27:4
କଠାେର ହୃଦଯ ଓ କୋର୍ଧ ପ୍ରଳଯଙ୍କାରୀ, କହେି ଅନ୍ତଜ୍ଜ୍ବାଳା ଆଗ ରେ ଠିଆ ହାଇେ ପାରିବ ନାହିଁ।

ପରମଗୀତ 8:6
ତୁମ୍ଭେ ମାେତେ ମାହେର ତୁଲ୍ଯ ଆପଣା ହୃଦଯ ରେ, ବାହୁଟି ତୁଲ୍ଯ ଆପଣା ବାହୁ ରେ ଧାରଣ କର। କାରଣ ପ୍ ରମେ ମୃତ୍ଯୁ ପରି ଶକ୍ତିଶାଳୀ ଅଟେ। ହୃଦଯର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁ ରେ ପରିଣତ ହାଇପୋ ରେ।

ଗଣନା ପୁସ୍ତକ 5:14
ଆଉ ଯବେେ ତା'ର ସ୍ବାମୀ ସନ୍ଦହେ କରେ, ଯେତବେେଳେ ସେ ନିଜକୁ କଳୁଷିତ କରିଥାଏ, ସେ ତାକୁ ସନ୍ଦହେ କରେ ଯେତବେେଳେ ସେ କଳୁଷିତ କର୍ମ କରିନଥାଏ।

ଗଣନା ପୁସ୍ତକ 25:11
ପୀନହସ ଯାଜକ ହାରୋଣର ନାତି ଏବଂ ଇଲିଯାସରର ପୁତ୍ର ଇଶ୍ରାୟେଲର ଲୋକମାନଙ୍କ ଉପରେ କୋର୍ଧ ଦଖାଇବୋ ପାଇଁ ମାେତେ ଅଟକାଇଲେ। ମାେତେ କୋରଧିତ କରିବା ପାଇଁ ତୁମ୍ଭେ ଯାହା କରୁଥିଲ ପୀନହସ ସେଥି ରେ ବ୍ଯତିବ୍ଯସ୍ତ ହାଇଗେଲେ। ତେଣୁ ମୁଁ ଇଶ୍ରାୟେଲର ସମସ୍ତ ଲୋକମାନଙ୍କୁ ହତ୍ଯା କଲି ନାହିଁ।

ବିଚାରକର୍ତାମାନଙ୍କ ବିବରଣ 19:29
ଏହାପରେ ସେ ନିଜ ଗୃହ ରେ ପହଁଞ୍ଚି ଗୋଟିଏ ଛକ୍ସ୍ଟରୀ ନଇେ ଆପଣା ଉପପତ୍ନୀର ଅସ୍ଥିର ଖଞ୍ଜା ଅନକ୍ସ୍ଟସା ରେ ବାର ଖଣ୍ତ ରେ ବିଭକ୍ତ କରି ଇଶ୍ରାୟେଲର ସମସ୍ତ ଅଞ୍ଚଳକକ୍ସ୍ଟ ପଠାଇଲା।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:22
ଆମ୍ଭେ କ'ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ ? ଆମ୍ଭେ କ'ଣ ତାହାଙ୍କଠାରୁ ଅଧିକ ବଳବାନ ? ନା !