ହିତୋପଦେଶ 8:7 in Oriya

ଓଡିଆ ଓଡିଆ ବାଇବେଲ ହିତୋପଦେଶ ହିତୋପଦେଶ 8 ହିତୋପଦେଶ 8:7

Proverbs 8:7
ମାରେବାକ୍ଯସବୁ ସତ୍ଯ ଅଟେ। ମୁଁ ଦୁଷ୍ଟତା ଛଳନାକୁ ଘୃଣା କରେ।

Proverbs 8:6Proverbs 8Proverbs 8:8

Proverbs 8:7 in Other Translations

King James Version (KJV)
For my mouth shall speak truth; and wickedness is an abomination to my lips.

American Standard Version (ASV)
For my mouth shall utter truth; And wickedness is an abomination to my lips.

Bible in Basic English (BBE)
For good faith goes out of my mouth, and false lips are disgusting to me.

Darby English Bible (DBY)
For my palate shall meditate truth, and wickedness is an abomination to my lips.

World English Bible (WEB)
For my mouth speaks truth. Wickedness is an abomination to my lips.

Young's Literal Translation (YLT)
For truth doth my mouth utter, And an abomination to my lips `is' wickedness.

For
כִּֽיkee
my
mouth
אֱ֭מֶתʾĕmetA-met
shall
speak
יֶהְגֶּ֣הyehgeyeh-ɡEH
truth;
חִכִּ֑יḥikkîhee-KEE
wickedness
and
וְתוֹעֲבַ֖תwĕtôʿăbatveh-toh-uh-VAHT
is
an
abomination
שְׂפָתַ֣יśĕpātayseh-fa-TAI
to
my
lips.
רֶֽשַׁע׃rešaʿREH-sha

Cross Reference

ଯୋହନଲିଖିତ ସୁସମାଚାର 8:14
ଯୀଶୁ ଉତ୍ତର ଦେଲେ, ହଁ, ମୁଁ ମାେ ବିଷୟ ରେ ଏସବୁ କଥା କହୁଛି, କିନ୍ତୁ ମୁଁ ଯାହା କହୁଛି, ଲୋକେ ବିଶ୍ବାସ କରି ପାରିବେ। କାରଣ ମୁଁ ଜାଣେ, ମୁଁ କେଉଁଠାରୁ ଆସିଛି ଓ ମୁଁ କେଉଁଆଡେ ଯାଉଛି। ମୁଁ ତୁମ୍ଭମାନଙ୍କ ଭଳି ନୁହେଁ। ତୁମ୍ଭେ ଜାଣି ନାହଁ, ମୁଁ କେଉଁଠାରୁ ଆସିଛି ଓ କେଉଁଠାକୁ ଯାଉଛି।

ଗୀତସଂହିତା 37:30
ଧାର୍ମିକ ବ୍ଯକ୍ତି ଜ୍ଞାନର ଉପଦେଶ ଦିଏ। ତା'ର ନିଷ୍ପତ୍ତି ସମସ୍ତଙ୍କୁ ନ୍ଯାଯ ପ୍ରଦାନ କରେ।

ଆୟୁବ ପୁସ୍ତକ 36:4
ଆୟୁବ, ମୁଁ ସତ କହୁଛି ମୁଁ ଜାଣେ ମୁଁ କେଉଁ ବିଷଯ ରେ କଥାବାର୍ତ୍ତା କରୁଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:14
ଲାଅଦିକୀଆ ମଣ୍ଡଳୀର ଦୂତଙ୍କ ପାଖକୁ ଏହା ଲେଖ :

ଯୋହନଲିଖିତ ସୁସମାଚାର 18:37
ପୀଲାତ କହିଲେ, ତବେେ ତୁମ୍ଭେ ଜଣେ ରାଜା।

ଯୋହନଲିଖିତ ସୁସମାଚାର 17:17
ତେଣୁ ତୁମ୍ଭେ ତୁମ୍ଭର ସତ୍ଯ ଦ୍ବାରା ସମାନଙ୍କେୁ ତୁମ୍ଭର ମବୋ ପାଇଁ ପ୍ରସ୍ତୁତ କରାଅ। ତୁମ୍ଭର ଉପଦେଶ ହେଉଛି ସତ୍ଯ।

ଯୋହନଲିଖିତ ସୁସମାଚାର 14:6
ଯୀଶୁ ଉତ୍ତର ଦେଲେ, ମୁଁ ପଥ। ମୁଁ ସତ୍ଯ ଓ ଜୀବନ। ପରମପିତାଙ୍କ ପାଖକୁ ୟିବା ପାଇଁ ମୁଁ ହେଉଛି ଏକମାତ୍ର ପଥ।

ଯୋହନଲିଖିତ ସୁସମାଚାର 8:45
ମୁଁ ସତ୍ଯ କ ହେ। ସେଥିପାଇଁ ତୁମ୍ଭେ ମାେତେ ବିଶ୍ବାସ କରୁନାହଁ।

ଯୋହନଲିଖିତ ସୁସମାଚାର 1:17
ମାଶାଙ୍କେ ଦ୍ବାରା ଆମ୍ଭକୁ ନିୟମ ମିଳିଲା, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ଅନୁଗ୍ରହ ଓ ସତ୍ଯ ମାର୍ଗ ଆସିଲା।

ହିତୋପଦେଶ 29:27
ଅଧର୍ମକାରୀ ଲୋକ ଧାର୍ମିକର ଘୃଣାର ବିଷଯ, ପୁଣି ସରଳ ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷଯ ହୁଏ।

ହିତୋପଦେଶ 16:12
କୁକର୍ମ କରିବା ରାଜାଙ୍କ ନିମନ୍ତେ ଘୃଣାର ବିଷଯ, ଯେ ହତେୁ ଧାର୍ମିକତା ରେ ସିଂହାସନ ସ୍ଥିରୀକୃତ ହୁଏ।

ହିତୋପଦେଶ 12:22
ମିଥ୍ଯାବାଦୀର ଶବ୍ଦଗୁଡ଼ିକ ସଦାପ୍ରଭୁଙ୍କ ଦ୍ବାରା ଘୃଣିତ ଅଟେ। ମାତ୍ର ଯେଉଁମାନେ ସତ୍ଯ କୁହନ୍ତି, ସମାନେେ ତାଙ୍କର ସୁଖକର ଲୋକମାନେ ଅଟନ୍ତି।