ଗୀତସଂହିତା 117

1 ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।

2 କାରଣ ପରମେଶ୍ବର ଆମ୍ଭମାନଙ୍କୁ ବହୁତ ପ୍ରମେ କରନ୍ତି !ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ଯ ରହିବେ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

1 O praise the Lord, all ye nations: praise him, all ye people.

2 For his merciful kindness is great toward us: and the truth of the Lord endureth for ever. Praise ye the Lord.