Psalm 119:97
ହେ ସଦାପ୍ରଭୁ, ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ। ତାହା ମୁଁ ଦିନସାରା ଭାବେ।
Psalm 119:97 in Other Translations
King James Version (KJV)
O how I love thy law! it is my meditation all the day.
American Standard Version (ASV)
Oh how love I thy law! It is my meditation all the day.
Bible in Basic English (BBE)
<MEM> O what love I have for your law! I give thought to it all the day.
Darby English Bible (DBY)
MEM. Oh how I love thy law! it is my meditation all the day.
World English Bible (WEB)
How love I your law! It is my meditation all day.
Young's Literal Translation (YLT)
`Mem.' O how I have loved Thy law! All the day it `is' my meditation.
| O how | מָֽה | mâ | ma |
| love I | אָהַ֥בְתִּי | ʾāhabtî | ah-HAHV-tee |
| thy law! | תוֹרָתֶ֑ךָ | tôrātekā | toh-ra-TEH-ha |
| it | כָּל | kāl | kahl |
| is my meditation | הַ֝יּ֗וֹם | hayyôm | HA-yome |
| all | הִ֣יא | hîʾ | hee |
| the day. | שִׂיחָתִֽי׃ | śîḥātî | see-ha-TEE |
Cross Reference
ଗୀତସଂହିତା 1:2
ଉତ୍ତମ ବ୍ଯକ୍ତି ସଦାପ୍ରଭୁଙ୍କ ପ୍ରେତ୍ୟକକ ବ୍ଯବସ୍ଥାକୁ ଶ୍ରଦ୍ଧାରେ ଗ୍ରହଣ କରେ ଓ ଦିନ ରାତି ସଦାପ୍ରଭୁଙ୍କ ବ୍ଯବସ୍ଥା ଧ୍ଯାନ କରୁଥାଏ।
ଗୀତସଂହିତା 119:127
ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।
ଗୀତସଂହିତା 119:48
ମୁଁ ତୁମ୍ଭର ଆଦେଶଗୁଡ଼ିକୁ ପ୍ରଶଂସା କରେ, ଯେଉଁଗୁଡ଼ିକ କି ମୁଁ ଭଲପାଏ। ଏବଂ ମୁଁ ତୁମ୍ଭର ବ୍ଯବସ୍ଥାସବୁ ଧ୍ଯାନ କରିବି।
ହିତୋପଦେଶ 18:1
ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।
ହିତୋପଦେଶ 2:10
ଜ୍ଞାନ ତୁମ୍ଭ ହୃଦଯ ରେ ପ୍ରବେଶ କରିବ, ବିଦ୍ଯା ତୁମ୍ଭ ପ୍ରାଣର ଆନନ୍ଦଦାୟକ ହବେ।
ଗୀତସଂହିତା 119:167
ମୁଁ ତୁମ୍ଭର ବାକ୍ଯକୁ ଅନୁସରଣ କରିଅଛି। ଏବଂ ସଗେୁଡ଼ିକୁ ବହୁଳ ପରିମାଣରେ ଭଲ ପାଏ।
ଗୀତସଂହିତା 119:165
ଯେଉଁ ବ୍ଯକ୍ତି ତୁମ୍ଭର ଶିକ୍ଷାକୁ ଭଲ ପାଏ, ସେ ଶାନ୍ତି ପାଇବ। ତାକୁ କୌଣସି ବସ୍ତୁ ପକଇେ ପାରିବ ନାହିଁ।
ଗୀତସଂହିତା 119:159
ଦେଖ, ମୁଁ ତୁମ୍ଭର ନିର୍ଦ୍ଦେଶସବୁ ପାଳନ କରିବା ପାଇଁ କଠିନ ଚେଷ୍ଟା କରୁଛି। ହେ ସଦାପ୍ରଭୁ, ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେତେ ବଞ୍ଚିବାକୁ ଦିଅ।
ଗୀତସଂହିତା 119:113
ହେ ସଦାପ୍ରଭୁ, ଯେଉଁମାନେ ସମ୍ପୂର୍ଣ୍ଣ ଭାବେ ତୁମ୍ଭ ପ୍ରତି ବିଶ୍ବସ୍ତ ନୁହଁନ୍ତି, ମୁଁ ସମାନଙ୍କେୁ ଘୃଣା କରେ। କିନ୍ତୁ ମୁଁ ତୁମ୍ଭର ଶିକ୍ଷାଗୁଡ଼ିକୁ ଭଲ ପାଏ।
ଯିହୋଶୂୟ 1:8
ସର୍ବଦା ଏହି ବ୍ଯବସ୍ଥା ପୁସ୍ତକ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖରକ୍ସ୍ଟ ବିଚଳିତ ନ ହେଉ। ଦିନ ରାତି ଏହି ନିଯମ ପୁସ୍ତକକକ୍ସ୍ଟ ପଠନ କର। ତବେେ ତୁମ୍ଭେ ନିଶ୍ଚିତ ହାଇପୋରିବ। ଏହି ନିଯମକକ୍ସ୍ଟ ପାଳନ କର, ଯାହା ଏହି ପୁସ୍ତକକରେ ଲଖାେ ହାଇେ ଅଛି। ଯଦି ତୁମ୍ଭେ ଏପରି କର, ତବେେ ତୁମ୍ଭେ ବକ୍ସ୍ଟଦ୍ଧିମାନ ଓ ପ୍ରେତ୍ୟକକ କାର୍ୟ୍ଯ ରେ କୃତକାର୍ୟ୍ଯ ହବେ, ଯାହା ତୁମ୍ଭେ କରିବ।
ଦିତୀୟ ବିବରଣ 17:19
ଏବଂ ତାହା ତାଙ୍କ ନିକଟରେ ରହିବ। ଏବଂ ସେ ତାକକ୍ସ୍ଟ ୟାବତ୍ ଜୀବନ ପାଠ କରିବ। ତହିଁରେ ସେ ସଦାପ୍ରଭୁ ଆପଣା ପରମେଶଓରଙ୍କୁ ଭୟ କରିବାକୁ ଓ ଏହି ବ୍ଯବସ୍ଥାର ସମସ୍ତ ବାକ୍ଯ ଓ ବିଧି ପାଳନ କରିବାକୁ ଶିକ୍ଷା କରିବ।
ଦିତୀୟ ବିବରଣ 6:6
ଏବଂ ମୁ ଆଜି ତୁମ୍ଭକୁ ଯେଉଁ ଆଜ୍ଞା କରୁଅଛି, ତୁମ୍ଭମାନେେ ତାହାକକ୍ସ୍ଟ ଆପଣା ହୃଦଯ ରେ ରଖିବ।