ଗୀତସଂହିତା 120:6 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 120 ଗୀତସଂହିତା 120:6

Psalm 120:6
ଶାନ୍ତି ଘୃଣାକାରୀମାନଙ୍କ ସହିତ ମୁଁ ଦୀର୍ଘଦିନଧରି ବାସ କରିଅଛି।

Psalm 120:5Psalm 120Psalm 120:7

Psalm 120:6 in Other Translations

King James Version (KJV)
My soul hath long dwelt with him that hateth peace.

American Standard Version (ASV)
My soul hath long had her dwelling With him that hateth peace.

Bible in Basic English (BBE)
My soul has long been living with the haters of peace.

Darby English Bible (DBY)
My soul hath long dwelt with them that hate peace.

World English Bible (WEB)
My soul has had her dwelling too long With him who hates peace.

Young's Literal Translation (YLT)
Too much hath my soul dwelt with him who is hating peace.

My
soul
רַ֭בַּתrabbatRA-baht
hath
long
שָֽׁכְנָהšākĕnâSHA-heh-na
dwelt
לָּ֣הּlāhla
with
נַפְשִׁ֑יnapšînahf-SHEE
him
that
hateth
עִ֝֗םʿimeem
peace.
שׂוֹנֵ֥אśônēʾsoh-NAY
שָׁלֽוֹם׃šālômsha-LOME

Cross Reference

ପ୍ରଥମ ଶାମୁୟେଲ 20:30
ଶାଉଲ ଯୋନାଥନ ଉପରେ ଭୟଙ୍କର ରାଗିଲେ। ସେ ଯୋନାଥନଙ୍କକ୍ସ୍ଟ କହିଲେ, ତକ୍ସ୍ଟ ହେଉଛକ୍ସ୍ଟ ଜଣେ ଦାସୀ ସ୍ତ୍ରୀ ଲୋକର ପକ୍ସ୍ଟତ୍ର। ୟିଏକି ମାନିବା ପାଇଁ ମନାକରେ। ତକ୍ସ୍ଟବି ଠିକ୍ ତା'ପରି, ମୁ ଜାଣେ ତକ୍ସ୍ଟ ଦାଉଦର ପକ୍ଷ ନଇେଛକ୍ସ୍ଟ। ତକ୍ସ୍ଟ ନିଜ ପାଇଁ ଓ ତୋର ମାଆ ପାଇଁ ଅପମାନ ଆଣକ୍ସ୍ଟଛକ୍ସ୍ଟ।

ଗୀତସଂହିତା 57:4
ମାରେ ଜୀବନ ସଙ୍କଟପୂର୍ଣ୍ଣ। ମାରେ ଶତ୍ରୁମାନେ ମାରେ ଚତୁଃପାଶର୍‌ବରେ ଘରେି ରହିଛନ୍ତି। ସମାନେେ ମଣିଷ ଖିଆ ସିଂହ ପରି। ସମାନଙ୍କେର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ଯ। ସମାନଙ୍କେର ଜିହ୍ବା ତୀକ୍ଷ୍ମ ଖଡ୍ଗ ତୁଲ୍ଯ।

ଯିହିଜିକଲ 2:6
ହେ ମନୁଷ୍ଯ ପୁତ୍ର, ଏହିସବୁ ବିଦ୍ରୋହୀ ଲୋକମାନେ ତୁମ୍ଭର ଚତୁଃପାଶର୍‌ବ ରେ କଣ୍ଟକ ତୁଲ୍ଯ ଅଟନ୍ତି ଓ ଏହା ସତେ ଯେପରି ତୁମ୍ଭେ କଙ୍କଡ଼ାବିଚ୍ଛାମାନଙ୍କ ମଧିଅରେ ବାସ କରୁଅଛ। କିନ୍ତୁ ସମାନଙ୍କେୁ ଭୟ କର ନାହିଁ। ସମାନେେ ଯାହା କୁହନ୍ତି, ସେଥି ରେ ଭୟଭୀତ ହୁଅ ନାହିଁ, ସମାନଙ୍କେ ଚାହାଁଣି ଦ୍ବାରା ଆତଙ୍କିତ ହୁଅ ନାହିଁ।

ମାଥିଉଲିଖିତ ସୁସମାଚାର 10:16
ସାବଧାନ, ଗଧିଆମାନଙ୍କ ଭିତ ରେ ମଷେମାନଙ୍କୁ ଛାଡିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ। କପୋତ ଭଳି ନିରୀହ ହୁଅ।

ମାଥିଉଲିଖିତ ସୁସମାଚାର 10:36
ନିଜ ଘରର ଲୋକେ ହିଁ ନିଜ ଲୋକଙ୍କ ଶତ୍ରୁ ହେବେ।’

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।