Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Psalm 120 KJV ASV BBE DBY WBT WEB YLT

Psalm 120 in Oriya WBT Compare Webster's Bible

Psalm 120

1 ମୁଁ ଆପଣା ବିପଦ ସମଯରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମାେତେ ଉତ୍ତର ଦେଲେ।

2 ହେ ସଦାପ୍ରଭୁ, ମାେ ବିଷଯରେ ମିଥ୍ଯା କହୁଥିବା ଲୋକମାନଙ୍କଠାରୁ ମାେତେ ଉଦ୍ଧାର କର। ସମାନେେ ଯେଉଁ କଥାସବୁ କହୁଥିଲେ, ତାହାସବୁ ସତ୍ଯ ନ ଥିଲା।

3 ହେ ମିଥ୍ଯାବାଦୀମାନେ, ତୁମ୍ଭଙ୍କୁ କ'ଣ ଦିଆୟିବ, ତୁମ୍ଭେ କ'ଣ ପାଇବ ? କ'ଣ ତୁମ୍ଭେ ଜାଣ ?

4 ତୁମ୍ଭକୁ ଦଣ୍ଡ ଦବୋ ପାଇଁ ସୈନିକର ତୀକ୍ଷ୍ମ ଶର ଓ ଗରମ କୋଇଲା ପରମେଶ୍ବର ଆଣିବେ।

5 ମିଥ୍ଯାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କଦୋରର ତମ୍ବୁରେ ବାସ କରିବା ସଦୃଶ।

6 ଶାନ୍ତି ଘୃଣାକାରୀମାନଙ୍କ ସହିତ ମୁଁ ଦୀର୍ଘଦିନଧରି ବାସ କରିଅଛି।

7 ମୁଁ କହିଲି, ମୁଁ ଶାନ୍ତି ଚା ହେଁ, କିନ୍ତୁ ସମାନେେ ୟୁଦ୍ଧ ଚାହାଁନ୍ତି।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close