ଗୀତସଂହିତା 130

1 ହେ ସଦାପ୍ରଭୁ, ମୁଁ ଘୋର ବିପତ୍ତିରେ ଅଛି। ତଣେୁ ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ଡ଼ାକୁଛି।

2 ହେ ମାରେ ପ୍ରଭୁ, ମାରେ ଗୁହାରୀ ଶୁଣ। ସାହାୟ୍ଯ ପାଇଁ ମାରେ ଡ଼ାକ ଶୁଣ।

3 ହେ ସଦାପ୍ରଭୁ, ତୁମ୍ଭେ ୟଦି ସମସ୍ତ ଲୋକଙ୍କୁ ସମାନଙ୍କେର ପାପ ପାଇଁ ଦଣ୍ଡିତ କର, ତବେେ କହେି ବଞ୍ଚିବେ ନାହିଁ।

4 ହେ ସଦାପ୍ରଭୁ, ତୁମ୍ଭେ ଲୋକମାନଙ୍କୁ କ୍ଷମା କର, ସେଥିପାଇଁ ସମାନେେ ତୁମ୍ଭଙ୍କୁ ଡ଼ରନ୍ତି ଏବଂ ଉପାସନା କରନ୍ତି।

5 ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।

6 ମୁଁ ମାରେ ପ୍ରଭୁଙ୍କ ପାଇଁ ଅପେକ୍ଷା କରେ, ୟପରେି ଜଣେ ପ୍ରହରୀ ସକାଳ ଆସିବା ପର୍ୟ୍ଯନ୍ତ ଅପେକ୍ଷା କରେ।

7 ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।

8 ଏବଂ ସେ ହେଉଛନ୍ତି ଜଣେ, ୟିଏ ଇଶ୍ରାୟେଲକୁ ତା'ର ସମସ୍ତ ପାପରୁ ମୁକ୍ତ କରିବେ।

1 A Song of degrees.

2 Out of the depths have I cried unto thee, O Lord.

3 Lord, hear my voice: let thine ears be attentive to the voice of my supplications.

4 If thou, Lord, shouldest mark iniquities, O Lord, who shall stand?

5 But there is forgiveness with thee, that thou mayest be feared.

6 I wait for the Lord, my soul doth wait, and in his word do I hope.

7 My soul waiteth for the Lord more than they that watch for the morning: I say, more than they that watch for the morning.

8 Let Israel hope in the Lord: for with the Lord there is mercy, and with him is plenteous redemption.

9 And he shall redeem Israel from all his iniquities.