ଗୀତସଂହିତା 132:14 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 132 ଗୀତସଂହିତା 132:14

Psalm 132:14
ସଦାପ୍ରଭୁ କହିଲେ, ଏହା ଚିରକାଳ ମାରେ ବିଶ୍ରାମସ୍ଥାନ ହବେ। ଏହା ହେଉଛି ଗୋଟିଏ ସ୍ଥାନ ଯେଉଁଥିରେ ଆମ୍ଭେ ସିଂହାସନରେ ବସିବାକୁ ଚାହୁଁ।

Psalm 132:13Psalm 132Psalm 132:15

Psalm 132:14 in Other Translations

King James Version (KJV)
This is my rest for ever: here will I dwell; for I have desired it.

American Standard Version (ASV)
This is my resting-place for ever: Here will I dwell; for I have desired it.

Bible in Basic English (BBE)
This is my rest for ever: here will I ever be; for this is my desire.

Darby English Bible (DBY)
This is my rest for ever; here will I dwell, for I have desired it.

World English Bible (WEB)
"This is my resting place forever. Here I will live, for I have desired it.

Young's Literal Translation (YLT)
This `is' My rest for ever and ever, Here do I sit, for I have desired it.

This
זֹאתzōtzote
is
my
rest
מְנוּחָתִ֥יmĕnûḥātîmeh-noo-ha-TEE
for
ever:
עֲדֵיʿădêuh-DAY
here
עַ֑דʿadad
dwell;
I
will
פֹּֽהpoh
for
אֵ֝שֵׁ֗בʾēšēbA-SHAVE
I
have
desired
כִּ֣יkee
it.
אִוִּתִֽיהָ׃ʾiwwitîhāee-wee-TEE-ha

Cross Reference

ଯିଶାଇୟ 66:1
ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?

ଗୀତସଂହିତା 132:8
ସଦାପ୍ରଭୁ, ଉଠ ଏବଂ ତୁମ୍ଭର ବିଶ୍ରାମ ସ୍ଥାନକୁ ୟାଅ, ସିନ୍ଦୁକ ସହିତ ୟାଅ, ତାହା ତୁମ୍ଭର ଶକ୍ତିକୁ ପ୍ରଦର୍ଶନ କରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:23
ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:22
କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:22
ଯୀଶୁ ଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନେେ ଅନ୍ୟମାନଙ୍କ ସହିତ ଏକତ୍ର ନିର୍ମିତ ହେଉଅଛ। ତୁମ୍ଭମାନେେ ଏପରି ଗୋଟିଏ ମନ୍ଦିର ରୂପେ ନିର୍ମିତ ହେଉଛ, ଯେଉଁଠା ରେ ଆତ୍ମାଙ୍କ ମାଧ୍ଯମ ରେ ପରମେଶ୍ବର ବାସ କରନ୍ତି।

ମାଥିଉଲିଖିତ ସୁସମାଚାର 23:21
ଯେଉଁ ଲୋକ ମନ୍ଦିର ନାମ ରେ ଶପଥ କରେ, ସେ ମନ୍ଦିର ଭିତ ରେ ଜଣେ ୟିଏ ଅଛନ୍ତି, ତାହାଙ୍କ ନ୍ମ ରେ ଶପଥ ନଇେଥାଏ।

ସିଫନିୟ 3:17
ଜଣେ ଶକ୍ତିଶାଳୀ ସୈନିକ ସଦୃଶ ତୁମ୍ଭର ସଦାପ୍ରଭୁ ତୁମ୍ଭ ସହିତ ଅଛନ୍ତି। ସେ ତୁମ୍ଭକୁ ରକ୍ଷା କରିବେ। ସେ ତୁମ୍ଭକୁ କେତେ ଭଲ ପାଆନ୍ତି ଦଖାଇବେେ। ଆଉ ମଧ୍ଯ ସେ ଦଖାଇେ ଦବେେ, ସେ ତୁମ୍ଭମାନଙ୍କ ସହିତ ରହି କେତେ ସୁଖୀ। ସେ ତୁମ୍ଭମାନଙ୍କ ସହିତ ରହି ହସିବେ ଓ ଆନନ୍ଦିତ ହବେେ, ଭୋଜି ରେ ଆନନ୍ଦ କଲାପରି ହବେେ।

ଯୋୟେଲ 3:21
କିନ୍ତୁ ଯେଉଁ ଲୋକମାନେ ଆମ୍ଭ ସନ୍ତାନଗଣଙ୍କୁ ହତ୍ଯା କରିଛନ୍ତି ଆମ୍ଭେ ପ୍ରକୃତ ରେ ସମାନଙ୍କେୁ ଶାସ୍ତି ଦବୋ। କାରଣ ସଦାପ୍ରଭୁ ପରମେଶ୍ବର ସିୟୋନ ରେ ବାସ କରନ୍ତି।

ଯିଶାଇୟ 57:15
କାରଣ ଯେ ଅନନ୍ତକାଳ ନିବାସୀ, ଯାହାଙ୍କର ନାମ ପରମେଶ୍ବର, ସହେି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କୁହନ୍ତି ; ଆମ୍ଭେ ଉର୍ଦ୍ଧ୍ବ ଓ ପବିତ୍ର ସ୍ଥାନ ରେ ବାସ କରୁ। ଆଉ ମଧ୍ଯ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନିମ୍ରମନା ଲୋକଙ୍କ ସହିତ ହିଁ ବାସ କରୁ।

ଯିଶାଇୟ 12:6
ହେ ସିୟୋନ ନିବାସୀଗଣ, ଉଚ୍ଚସ୍ବର ରେ ତାଙ୍କର ପ୍ରଶଂସା କର। ଇଶ୍ରାୟେଲ ସହେି ପବିତ୍ର ଧର୍ମସ୍ବରୂପ ତୁମ୍ଭମାନଙ୍କ ମଧିଅରେ ଅଛନ୍ତି, ତେଣୁ ଆନନ୍ଦ କର।

ଯିଶାଇୟ 11:10
ସହେି ସମୟରେ ଏକ ବିଶଷେ ବ୍ଯକ୍ତି ୟିଶଯର ପରିବାରରୁ ଧ୍ବଜା ସ୍ବରୂପ ଆସିବେ। ସହେି ଧ୍ବଜା ତାଙ୍କ ଚତୁର୍ଦ୍ଦିଗ ରେ ଏକତ୍ରୀତ ହବୋକୁ ଦଖାଇବେେ। ଆଉ ମଧ୍ଯ ଗୋଷ୍ଠୀଯମାନଙ୍କୁ ଉଚିତ କର୍ମ କରିବାକୁ ନିର୍ଦ୍ଦେଶ ଦବେ। ସହେି ସ୍ଥାନ ତାଙ୍କର ବିଶ୍ରାମ ସ୍ଥାନ ହବେ ଓ ଗୌରବନ୍ବିତ ହବେ।

ଯିଶାଇୟ 8:18
ଇଶ୍ରାୟେଲର ଲୋକମାନଙ୍କ ପାଇଁ ମୁଁ ଓ ମାରେ ପିଲାମାନେ ସଙ୍କତେ ଓ ପ୍ରମାଣ। କାରଣ ସିୟୋନ ପର୍ବତ ଉପ ରେ ବାସ କରୁଥିବା ସଦାପ୍ରଭୁ ସର୍ବଶକ୍ତିମାନଙ୍କ ଦ୍ବାରା ଆମ୍ଭମାନେେ ପ୍ ରରେିତ ହାଇେଅଛୁ।'

ଗୀତସଂହିତା 135:21
ୟିରୁଶାଲମବାସୀ, ସଦାପ୍ରଭୁ ସିୟୋନଠାରୁ ଧନ୍ଯ ହୁଅନ୍ତୁ। ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 87:2
ସଦାପ୍ରଭୁ ଇଶ୍ରାୟେଲର ସମସ୍ତ ସ୍ଥାନ ଅପେକ୍ଷା ସିୟୋନର ଦ୍ବାର ସମୂହକୁ ଅଧିକ ସ୍ନହେ କରନ୍ତି।

ଗୀତସଂହିତା 76:2
ପରମେଶ୍ବରଙ୍କର ମନ୍ଦିର ଶାଲମରେେ ଅବସ୍ଥିତ। ପରମେଶ୍ବରଙ୍କର ବାସସ୍ଥାନ ସିୟୋନ୍ ପର୍ବତରେ ଅବସ୍ଥିତ।

ଗୀତସଂହିତା 68:18
ସେ ଉଚ୍ଚ ପର୍ବତ ପର୍ୟ୍ଯନ୍ତ ଗଲେ, ସେ ବହୁତ ନିର୍ବାସିତମାନଙ୍କୁ ଆଗଇେ ନଲେେ ଏବଂ ୟଥେଷ୍ଟ ଉପହାରସବୁ ଗ୍ରହଣ କଲେ। ସମାନଙ୍କେଠାରୁ ଯେଉଁ ଲୋକମାନେ ତାଙ୍କ ବିରୁଦ୍ଧରେ ବିଦ୍ରୋହ କଲେ। ସଦାପ୍ରଭୁ ପରମେଶ୍ବର ସମାନଙ୍କେ ମଧ୍ୟରେ ବାସ କରିବେ।

ଗୀତସଂହିତା 68:16
ବାଶନ ପର୍ବତ, ତୁମ୍ଭେ କାହିଁକି ସିୟୋନ୍ ପର୍ବତକୁ ଇର୍ଷା ଦୃଷ୍ଟିରେ ଦେଖୁଛ ? ପରମେଶ୍ବର ଏହାକୁ ପ୍ରମେ କରନ୍ତି। ପରମେଶ୍ବର ଏହାକୁ ସଠାେରେ ଚିରଦିନ ରହିବା ପାଇଁ ମନୋନୀତ କରିଛନ୍ତି।

ପ୍ରଥମ ରାଜାବଳୀ 8:27
କିନ୍ତୁ ହେ ପରମେଶ୍ବର, ତୁମ୍ଭେ କ'ଣ ଆମ୍ଭମାନଙ୍କ ସହିତ ଏହି ପୃଥିବୀ ରେ ବାସ କରିବାକୁ ଯାଉଛ? ଦୟାକରି ଦେଖ, ସମସ୍ତ ସ୍ବର୍ଗ ଓ ସ୍ବର୍ଗର ଉପରିସ୍ଥ ସ୍ବର୍ଗ ଯେତବେେଳେ ତୁମ୍ଭକୁ ଧାରଣ କରି ନ ପାରିବ, ତବେେ ମାେ ଦ୍ବାରା ନିର୍ମିତ ଏକ େଛାଟ ଗୃହ କ'ଣ ତୁମ୍ଭକୁ ଧାରଣ କରିପାରିବ?

ପ୍ରଥମ ରାଜାବଳୀ 8:13
ଚିରଦିନ ପାଇଁ ବାସ କରିବାକୁ ତୁମ୍ଭ ପାଇଁ ମୁଁ ଏକ ଆଶ୍ଚର୍ୟ୍ଯଜନକ ମନ୍ଦିର ନିର୍ମାଣ କରିଅଛି।