ଗୀତସଂହିତା 145:18 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 145 ଗୀତସଂହିତା 145:18

Psalm 145:18
ସଦାପ୍ରଭୁ ସମସ୍ତ ପ୍ରାର୍ଥନାକାରୀଙ୍କର ନିକଟବର୍ତ୍ତୀ ଅଟନ୍ତି, ଯେଉଁମାନେ ତାଙ୍କୁ ସାହାୟ୍ଯ ପାଇଁ ଡ଼ାକନ୍ତି।

Psalm 145:17Psalm 145Psalm 145:19

Psalm 145:18 in Other Translations

King James Version (KJV)
The LORD is nigh unto all them that call upon him, to all that call upon him in truth.

American Standard Version (ASV)
Jehovah is nigh unto all them that call upon him, To all that call upon him in truth.

Bible in Basic English (BBE)
The Lord is near all those who give honour to his name; even to all who give honour to him with true hearts.

Darby English Bible (DBY)
Jehovah is nigh unto all that call upon him, unto all that call upon him in truth.

World English Bible (WEB)
Yahweh is near to all those who call on him, To all who call on him in truth.

Young's Literal Translation (YLT)
Near `is' Jehovah to all those calling Him, To all who call Him in truth.

The
Lord
קָר֣וֹבqārôbka-ROVE
is
nigh
יְ֭הוָהyĕhwâYEH-va
all
unto
לְכָלlĕkālleh-HAHL
them
that
call
קֹרְאָ֑יוqōrĕʾāywkoh-reh-AV
all
to
him,
upon
לְכֹ֤לlĕkōlleh-HOLE
that
אֲשֶׁ֖רʾăšeruh-SHER
call
יִקְרָאֻ֣הוּyiqrāʾuhûyeek-ra-OO-hoo
upon
him
in
truth.
בֶאֱמֶֽת׃beʾĕmetveh-ay-MET

Cross Reference

ଗୀତସଂହିତା 34:18
ଯେତବେେଳେ ଲୋକଙ୍କ ଉପରେ ବିପଦ ପଡ଼େ ତା'ପରେ ସମାନେେ ଅହଂକାରୀ ପ୍ରବୃତ୍ତି ବନ୍ଦ କରନ୍ତି। ସଦାପ୍ରଭୁ ସହେି ଶାଚେନୀୟ, ଲୋକମାନଙ୍କ ନିକଟତର ହୁଅନ୍ତି। ସେ ସମାନଙ୍କେୁ ଉଦ୍ଧାର କରନ୍ତି।

ଦିତୀୟ ବିବରଣ 4:7
ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭମାନଙ୍କ ସ୍ମରଣ ରେ ଯେପରି ସର୍ବଦା ଆମ୍ଭମାନଙ୍କର ନିକଟବର୍ତ୍ତୀ ହକ୍ସ୍ଟଅନ୍ତି। ଅନ୍ୟ ଓ କୌଣସି ଗୋଷ୍ଠୀଯମାନଙ୍କ ପ୍ରତି ଏପରି ପ୍ରଦର୍ଶନ କରନ୍ତି ନାହିଁ।

ଯୋହନଲିଖିତ ସୁସମାଚାର 4:24
ପରମେଶ୍ବର ହିଁ ଆତ୍ମା। ତେଣୁ ପରମେଶ୍ବହଙ୍କ ଉପାସନା କରୁଥିବା ଲୋକମାନେ ଆତ୍ମା ଓ ସତ୍ଯ ସହିତ ତାହାଙ୍କର ଉପାସନା କରିବା ଉଚିତ।

ଯିଶାଇୟ 58:9
ସେତବେେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡ଼ାକିବ ଓ ସେ ଉତ୍ତର ଦବେେ। ତୁମ୍ଭେ ଆର୍ତ୍ତସ୍ବର ରେ କହିବ, ଆଉ ସେ ଉତ୍ତର ଦବେେ, ଆମ୍ଭେ ଏଠା ରେ ଉପସ୍ଥିତ ଅଛୁ।'

ଯିରିମିୟ 29:12
ତେଣୁ ତୁମ୍ଭମାନେେ ଆମ୍ଭକୁ ଆହ୍ବାନ କରିବ ଓ ଆମ୍ଭ ନିକଟରେ ପ୍ରାର୍ଥନା କରିବ। ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରାର୍ଥନା ପ୍ରତି ଧ୍ଯାନ ଦବୋ।

ଯୋହନଙ୍କ ପ୍ରଥମ ପତ୍ର 3:20
ଏହିପରି ଭାବରେ ଆମ୍ଭେ ସତ୍ଯମାର୍ଗ ରେ ଅଛୁ ବୋଲି ଜାଣିପାରିବା। ପୁଣି ଯଦି କୌଣସି ବିଷୟ ରେ ଆମ୍ଭମାନଙ୍କ ହୃଦୟ ଆମ୍ଭମାନଙ୍କୁ ଦୋଷୀ କରେ, ତବେେ ମଧ୍ଯ ଆମ୍ଭମାନେେ ପରମେଶ୍ବରଙ୍କ ଛାମୁ ରେ ଶାନ୍ତ ରହିପାରିବା, କାରଣ ପରମେଶ୍ବର ଆମ୍ଭମାନଙ୍କ ହୃଦୟଠାରୁ ମହାନ ଓ ସେ ସବୁ ଜାଣନ୍ତି।

ଯାକୁବଙ୍କ ପତ୍ 4:8
ପରମେଶ୍ବରଙ୍କ ନିକଟକୁ ଆସ, ତବେେ ସେ ମଧ୍ଯ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭମାନେେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ବର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର।

ଯୋହନଲିଖିତ ସୁସମାଚାର 14:23
ଯୀଶୁ ଉତ୍ତର ଦେଲେ, ଯଦି କହେି ମାେତେ ପ୍ ରମେ କରେ ତବେେ ସେ ମାହେର ଉପଦେଶ ପାଳନ କରିବ। ମାରେ ପରମପିତା ତାକୁ ପ୍ ରମେ କରିବେ। ମାରେ ପରମପିତା ଓ ମୁଁ ସହେି ଲୋକ ପାଖକୁ ଆସିବୁ ଓ ତା' ସହିତ ରହିବୁ।

ଯିଶାଇୟ 1:15
ତୁମ୍ଭମାନେେ ସବୁ ହସ୍ତ ପ୍ରସାରଣ କରି ମାେତେ ପ୍ରାର୍ଥନା କରିବ, ମାତ୍ର ମୁଁ ବିମୁଖ ହାଇେ ଚକ୍ଷୁ ଆଚ୍ଛାଦିତ କରିବି। ତୁମ୍ଭମାନେେ ସବୁ ଅନକେ ପ୍ରାର୍ଥନା କରିବ, ମାତ୍ର ମୁଁ ତାହା ଶୁଣିବି ନାହିଁ। କାରଣ ତୁମ୍ଭମାନଙ୍କର ହସ୍ତ ରକ୍ତ ରେ ପରିପୂର୍ଣ୍ଣ।

ମାଥିଉଲିଖିତ ସୁସମାଚାର 6:5
ତୁମ୍ଭେ ପ୍ରାର୍ଥନା କଲାବାଳେ କପଟୀମାନଙ୍କ ପରି ହୁଅ ନାହିଁ। କାରଣ ସମାନେେ ୟିହୁଦୀ ସମାଜ ଗୃହ ଓଗଳି-ମୁଣ୍ଡ ରେ ଠିଆ ହାଇେ ବଡପାଟି ରେ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି, ଯେପରି ଲୋକେ ତାହାଙ୍କୁ ଦେଖି ପାରିବେ। ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ସମାନଙ୍କେୁ ତାର ପୂରା ପ୍ରତିଫଳ ଦିଆଯାଇ ସାରିଲାଣି।

ଗୀତସଂହିତା 119:2
ଯେଉଁ ଲୋକମାନେ ସଦାପ୍ରଭୁଙ୍କର ଚୁକ୍ତି ମାନନ୍ତି, ଓ ଯେଉଁମାନେ ହୃଦଯରେ ସଦାପ୍ରଭୁଙ୍କୁ ଖାଜେନ୍ତି, ସମାନେେ ଧନ୍ଯ !

ମାଥିଉଲିଖିତ ସୁସମାଚାର 23:13
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭମାନେେ ଲୋକମାନଙ୍କ ପାଇଁ ସ୍ବର୍ଗରାଜ୍ଯର ଦ୍ବାର ବନ୍ଦ କରି ଦେଉଛ।

ହୋଶେୟ 7:14
ସମାନେେ କବେେ ଆନ୍ତରିକତା ସହ ଆମ୍ଭଙ୍କୁ ଡାକନ୍ତି ନାହିଁ। ସମାନେେ ସମାନଙ୍କେ ବିଛଣା ରେ କ୍ରନ୍ଦନ କରନ୍ତି। ଯେତବେେଳେ ସମାନେେ ମୂର୍ତ୍ତିଗୁଡିକୁ ଖାଦ୍ୟ ଓ ଦ୍ରାକ୍ଷାରସ ପାଇଁ ପୂଜା କରନ୍ତି। ସମାନେେ ନିଜେ ନିଜକୁ ହତ୍ଯା କରନ୍ତି। କିନ୍ତୁ ସମାନଙ୍କେ ଅନ୍ତରସବୁ ମାଠାରୁେ ଦୂ ରଇେ ୟାଇଛି।

ଗୀତସଂହିତା 46:5
ପରମେଶ୍ବର ସହେି ନଗରୀରେ ବାସ କରନ୍ତି। ଏହା କବେେ ବି ଧ୍ବଂସ ପାଇବ ନାହିଁ। ପରମେଶ୍ବର ଏପରିକି ସୂର୍ୟେ୍ଯାଦଯ ପୂର୍ବରୁ ସାହାୟ୍ଯ କରିବାକୁ ଉପସ୍ଥିତ ଥାନ୍ତି।

ଗୀତସଂହିତା 17:1
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଥରେ ଶୁଣ ଓ ମାେତେ ନ୍ଯାଯ ପ୍ରଦାନ କର। ମୁଁ ତୁମ୍ଭକୁ ଉଚ୍ଚ ସ୍ବରରେ ଡ଼ାକୁ ଅଛି। ୟେ ହତେୁ ମୁଁ ନିଷ୍କପଟ, ତଣେୁ ୟାହା ମୁଁ କହୁଛି, ଦୟାକରି ମାରେ ପ୍ରାର୍ଥନାକୁ ଗ୍ରହଣ କର।

ହିତୋପଦେଶ 15:8
ଦୁଷ୍ଟମାନଙ୍କ ବଳିଦାନ ସଦାପ୍ରଭୁଙ୍କଠା ରେ ଘୃଣାର ବିଷଯ ଅଟେ। ମାତ୍ର ସରଳ ଲୋକଙ୍କର ପ୍ରାର୍ଥନାକୁ ସେ ଗ୍ରହଣ କରନ୍ତି।

ଗୀତସଂହିତା 119:151
ହେ ସଦାପ୍ରଭୁ, ତୁମ୍ଭେ ମାରେ ନିକଟବର୍ତ୍ତୀ। ତୁମ୍ଭର ଆଦେଶ ସକଳ ଭରସା ୟୋଗ୍ଯ।

ଗୀତସଂହିତା 46:1
ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

ପ୍ରଥମ ରାଜାବଳୀ 18:27
ଏଲିଯ ସମାନଙ୍କେୁ ପରିହାସ କରି କହିଲେ, ଯଦି ବାଲ୍ ସତ୍ଯ ଦବେତା, ତବେେ ଉଚ୍ଚସ୍ବର ରେ ଡାକ, ସେ ହୁଏତ ଧ୍ଯାନ କରୁଥିବ କିମ୍ବା ବାହାରକୁ ୟାଇଥିବ, କିମ୍ବା ୟାତ୍ରା କରୁଥିବ, ଅବା ସେ ନିଦ୍ରିତ ଥିବ, ଏଣୁ ତାକୁ ଜାଗ୍ରତ କରିବାକୁ ଉଚ୍ଚସ୍ବର ରେ ଡାକ।