Psalm 24

fullscreen1 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।

fullscreen2 ସଦାପ୍ରଭୁ, ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।

fullscreen3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ୟାଇପାରିବ ? କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରିପାରିବ ?

fullscreen4 ଯେଉଁ ଲୋକମାନେ କବେେ କିଛି ମନ୍ଦ କାର୍ୟ୍ଯ କରି ନାହାଁନ୍ତି, ୟାହାଙ୍କର ହୃଦଯ ଓ ମନ ନିର୍ମଳ, ଯେଉଁ ଲୋକମାନେ ମାରେ ନାମର ଅସତ୍ଯ ବ୍ଯବହାର କରି ନାହଁନ୍ତି ଯେଉଁ ମିଥ୍ଯା କହନ୍ତି ନାହିଁ କି ମିଥ୍ଯା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କବଳେ ସହେି ଲୋକମାନେ ସଠାେରେ ଉପାସନା କରିପାରିବେ।

fullscreen5 ଉତ୍ତମ ବ୍ଯକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି। ସମାନେେ ପରମେଶ୍ବରଙ୍କୁ ୟିଏ କି ସମାନଙ୍କେ ଉଦ୍ଧାର କର୍ତ୍ତା, ସମାନଙ୍କେ ପାଇଁ ଭଲ କାର୍ୟ୍ଯ କରିବାକୁ ଅନୁରୋଧ କରନ୍ତି।

fullscreen6 ସହେି ଉତ୍ତମ ବ୍ଯକ୍ତିମାନେ ସର୍ବଦା ପରମେଶ୍ବରଙ୍କ ପନ୍ଥା ଅନ୍ବଷେଣ କରନ୍ତି। ସମାନେେ ୟାକୁବର ପରମେଶ୍ବରଙ୍କ ନିକଟକୁ ୟାଆନ୍ତି।

fullscreen7 ହେ ନଗର ଫାଟକ ତୁମ୍ଭର ମସ୍ତକ ଟକେ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମଯ ରାଜା ପ୍ରବେଶ କରିବେ।

fullscreen8 କିଏ ସହେି ଗୌରବମଯ ରାଜା ? ସଦାପ୍ରଭୁ ହିଁ ସହେି ରାଜା ଅଟନ୍ତି। ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା। ସଦାପ୍ରଭୁ ହେଉଛନ୍ତି ସହେି ରାଜା ୟିଏ ଜଣେ ୟୁଦ୍ଧଜଯୀ ବୀର ଅଟନ୍ତି।

fullscreen9 ହେ ଫାଟକ ସବୁ ଖାଲିେ ୟାଅ। ହେ ପ୍ରାଚୀନ ଦ୍ବାର ସବୁ ଖାଲିେ ଦିଅ ଏବଂ ଗୌରବମଯ ରାଜା ପ୍ରବେଶ କରିବେ।

1 The earth is the Lord’s, and the fulness thereof; the world, and they that dwell therein.

2 For he hath founded it upon the seas, and established it upon the floods.

3 Who shall ascend into the hill of the Lord? or who shall stand in his holy place?

4 He that hath clean hands, and a pure heart; who hath not lifted up his soul unto vanity, nor sworn deceitfully.

5 He shall receive the blessing from the Lord, and righteousness from the God of his salvation.

6 This is the generation of them that seek him, that seek thy face, O Jacob. Selah.

7 Lift up your heads, O ye gates; and be ye lift up, ye everlasting doors; and the King of glory shall come in.

8 Who is this King of glory? The Lord strong and mighty, the Lord mighty in battle.

9 Lift up your heads, O ye gates; even lift them up, ye everlasting doors; and the King of glory shall come in.

Psalm 24 in Tamil and English

1 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି।
The earth is the Lord’s, and the fulness thereof; the world, and they that dwell therein.

2 ସଦାପ୍ରଭୁ, ପୃଥିବୀକୁ ଜଳଭାଗ ଉପରେ ସ୍ଥାପନ କରିଅଛନ୍ତି ଓ ସେ ନଦୀ ଉପରେ ଏହାକୁ ନିର୍ମାଣ କରିଅଛନ୍ତି।
For he hath founded it upon the seas, and established it upon the floods.

3 କିଏ ସଦାପ୍ରଭୁଙ୍କ ପବିତ୍ର ପର୍ବତ ସିୟୋନକୁ ୟାଇପାରିବ ? କିଏ ତାଙ୍କ ପବିତ୍ର ମନ୍ଦିରରେ ତାଙ୍କ ସମ୍ମୁଖରେ ଉପାସନା କରିପାରିବ ?
Who shall ascend into the hill of the Lord? or who shall stand in his holy place?

4 ଯେଉଁ ଲୋକମାନେ କବେେ କିଛି ମନ୍ଦ କାର୍ୟ୍ଯ କରି ନାହାଁନ୍ତି, ୟାହାଙ୍କର ହୃଦଯ ଓ ମନ ନିର୍ମଳ, ଯେଉଁ ଲୋକମାନେ ମାରେ ନାମର ଅସତ୍ଯ ବ୍ଯବହାର କରି ନାହଁନ୍ତି ଯେଉଁ ମିଥ୍ଯା କହନ୍ତି ନାହିଁ କି ମିଥ୍ଯା ପ୍ରତିଶ୍ରୁତି ଦିଅନ୍ତି ନାହିଁ, କବଳେ ସହେି ଲୋକମାନେ ସଠାେରେ ଉପାସନା କରିପାରିବେ।
He that hath clean hands, and a pure heart; who hath not lifted up his soul unto vanity, nor sworn deceitfully.

5 ଉତ୍ତମ ବ୍ଯକ୍ତିମାନେ ସଦାପ୍ରଭୁଙ୍କୁ ଅନ୍ୟମାନଙ୍କୁ ଆଶୀର୍ବାଦ କରିବାକୁ କହନ୍ତି। ସମାନେେ ପରମେଶ୍ବରଙ୍କୁ ୟିଏ କି ସମାନଙ୍କେ ଉଦ୍ଧାର କର୍ତ୍ତା, ସମାନଙ୍କେ ପାଇଁ ଭଲ କାର୍ୟ୍ଯ କରିବାକୁ ଅନୁରୋଧ କରନ୍ତି।
He shall receive the blessing from the Lord, and righteousness from the God of his salvation.

6 ସହେି ଉତ୍ତମ ବ୍ଯକ୍ତିମାନେ ସର୍ବଦା ପରମେଶ୍ବରଙ୍କ ପନ୍ଥା ଅନ୍ବଷେଣ କରନ୍ତି। ସମାନେେ ୟାକୁବର ପରମେଶ୍ବରଙ୍କ ନିକଟକୁ ୟାଆନ୍ତି।
This is the generation of them that seek him, that seek thy face, O Jacob. Selah.

7 ହେ ନଗର ଫାଟକ ତୁମ୍ଭର ମସ୍ତକ ଟକେ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମଯ ରାଜା ପ୍ରବେଶ କରିବେ।
Lift up your heads, O ye gates; and be ye lift up, ye everlasting doors; and the King of glory shall come in.

8 କିଏ ସହେି ଗୌରବମଯ ରାଜା ? ସଦାପ୍ରଭୁ ହିଁ ସହେି ରାଜା ଅଟନ୍ତି। ସେ ହେଉଛନ୍ତି ଶକ୍ତିଶାଳୀ ଯୋଦ୍ଧା। ସଦାପ୍ରଭୁ ହେଉଛନ୍ତି ସହେି ରାଜା ୟିଏ ଜଣେ ୟୁଦ୍ଧଜଯୀ ବୀର ଅଟନ୍ତି।
Who is this King of glory? The Lord strong and mighty, the Lord mighty in battle.

9 ହେ ଫାଟକ ସବୁ ଖାଲିେ ୟାଅ। ହେ ପ୍ରାଚୀନ ଦ୍ବାର ସବୁ ଖାଲିେ ଦିଅ ଏବଂ ଗୌରବମଯ ରାଜା ପ୍ରବେଶ କରିବେ।
Lift up your heads, O ye gates; even lift them up, ye everlasting doors; and the King of glory shall come in.