Psalm 26:10
ସହେି ଲୋକମାନେ ହୁଏତ ଅନ୍ୟକୁ ଠକି ଥାଇ ପାରନ୍ତି। ସମାନେେ ଲାଞ୍ଚ ନଇେ ଖରାପ କାର୍ୟ୍ଯ କରିଥାଇ ପାରନ୍ତି।
Psalm 26:10 in Other Translations
King James Version (KJV)
In whose hands is mischief, and their right hand is full of bribes.
American Standard Version (ASV)
In whose hands is wickedness, And their right hand is full of bribes.
Bible in Basic English (BBE)
In whose hands are evil designs, and whose right hands take money for judging falsely.
Darby English Bible (DBY)
In whose hands are evil devices, and their right hand is full of bribes.
Webster's Bible (WBT)
In whose hands is mischief, and their right hand is full of bribes.
World English Bible (WEB)
In whose hands is wickedness, Their right hand is full of bribes.
Young's Literal Translation (YLT)
In whose hand `is' a wicked device, And their right hand `is' full of bribes.
| In whose | אֲשֶׁר | ʾăšer | uh-SHER |
| hands | בִּידֵיהֶ֥ם | bîdêhem | bee-day-HEM |
| is mischief, | זִמָּ֑ה | zimmâ | zee-MA |
| hand right their and | וִֽ֝ימִינָ֗ם | wîmînām | VEE-mee-NAHM |
| is full | מָ֣לְאָה | mālĕʾâ | MA-leh-ah |
| of bribes. | שֹּֽׁחַד׃ | šōḥad | SHOH-hahd |
Cross Reference
ପ୍ରଥମ ଶାମୁୟେଲ 8:3
ଶାମୁୟେଲଙ୍କ ପକ୍ସ୍ଟଅମାନେ ତାଙ୍କପରି ଜୀବନୟାପନ କଲେ ନାହିଁ। ସମାନେେ ଉତ୍କୋଚ ନେଉଥିଲେ। ସମାନେେ ଉତ୍କୋଚ ନଇେ ଦରବାର ରେ ସମାନଙ୍କେ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ।
ଦିତୀୟ ବିବରଣ 16:19
ତୁମ୍ଭେ ସର୍ବଦା ନ୍ଯାଯବାନ ହବେ। ନ୍ଯାଯ ରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭମାନେେ ଉତ୍କୋଚ ନଇେ ଅନ୍ଯାଯ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମୀକମାନଙ୍କର ବାକ୍ଯ ଅନ୍ୟଥା କରେ।
ଯାତ୍ରା ପୁସ୍ତକ 23:8
ଯଦି କୌଣସି ଲୋକ ତା'ର ଭୂଲ୍ ପାଇଁ, ତାହା ସହ ଏକମତ ହବୋ ପାଇଁ ତୁମ୍ଭକୁ ଲାଞ୍ଚ ଦିଏ ତବେେ ତୁମ୍ଭେ ତାହା ଗ୍ରହଣ କର ନାହିଁ। କାରଣ ଲାଞ୍ଚ ଲୋକମାନଙ୍କୁ ଅନ୍ଧ କରିଥାଏ। ବିଚାରକ ସତ୍ଯତା ଦେଖିପା ରେ ନାହିଁ। ଏବଂ ଲାଞ୍ଚ ମଧ୍ଯ ଏକ ଉତ୍ତମ ଲୋକର ବ୍ଯବହାର ବଦଳାଇ ଦଇପୋରିବ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:12
ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।
ମାଥିଉଲିଖିତ ସୁସମାଚାର 26:3
ତା'ପରେ ପ୍ରଧାନ ଯାଜକ ଓ ଲୋକମାନଙ୍କ ପ୍ରାଚ଼ୀନ ନେତାମାନେ କଯାଫା ନାମକ ମହାୟାଜକଙ୍କ ଭବନର ଅଗଣା ରେ ଏକାଠି ହେଲେ।
ମୀଖା 7:3
ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
ମୀଖା 2:1
ଯେଉଁମାନେ ପାପ ଚିନ୍ତା କରନ୍ତି, ଦୁଃଖ ଦୁର୍ଦ୍ଦଶା ସମାନଙ୍କେ ନିକଟକୁ ଆ ସେ। ସହେି ଲୋକମାନେ ନିଜ ନିଜ ଶୟ୍ଯା ଉପ ରେ ପଡିରହି ମନ୍ଦ କଥା ଚିନ୍ତା କରନ୍ତି। ଯେତବେେଳେ ପ୍ରଭାତ ହୁଏ, ପାଞ୍ଚିଥିବା ମନ୍ଦ କଥାକୁ କାର୍ୟ୍ଯକାରୀ କରନ୍ତି। କାରଣ ସହଜ ରେ ସେ କାର୍ୟ୍ଯ କରିବାକୁ ତାଙ୍କର ସେ ଶକ୍ତି ଥାଏ।
ଆମୋଷ 5:12
ଆମ୍ଭେ ତୁମ୍ଭମାନଙ୍କର ଅନକେ ଜଘନ୍ଯ ପାପ ଜାଣୁ। ତୁମ୍ଭମାନେେ ଧାର୍ମିକ ଲୋକଙ୍କୁ କଷ୍ଟ ଦଲେ। ତୁମ୍ଭେ ଲାଞ୍ଚ ନଇେଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ଯାଯଳଯ ରେ ଅନ୍ଯାଯ ଆଚରଣ କରିଅଛ।
ଯିହିଜିକଲ 22:12
'ତୁମ୍ଭମାନଙ୍କ ମଧିଅରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନଇେଛନ୍ତି। ତୁମ୍ଭେ ସୁଧ ନଇେ ଋଣ ଦଇେଅଛ ଏବଂ ତୁମ୍ଭେ ଲୋଭ ରେ ଉପଦ୍ରବ କରି ଆପଣା ପ୍ରତିବେଶୀଠାରୁ ଲାଭ ନଇେଅଛ। ତୁମ୍ଭେ ମାେତେ ପାଶୋରି ୟାଇଅଛ।' ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।
ଯିଶାଇୟ 33:15
ଯେଉଁ ଲୋକମାନେ ଧର୍ମ ପଥରେ ଚାଲନ୍ତି ଓ ସରଳ କଥା କୁହନ୍ତି, ସମାନେେ ଉପଦ୍ରବକାଳ ଲାଭ ତୁଚ୍ଛ କରନ୍ତି। ଲାଞ୍ଚ ଧରିବା ବିଷଯରୁ ଆପଣା ହାତ ଝାଡ଼ି ଦିଅନ୍ତି। ରକ୍ତପାତ କଥା ଶ୍ରବଣରୁ ଆପଣା କର୍ଣ୍ଣ ରୋଧ କରନ୍ତି ଓ ଦୁଷ୍କର୍ମ ଦର୍ଶନରୁ ଚକ୍ଷୁ ମୁଦ୍ରିତ କରନ୍ତି।
ହିତୋପଦେଶ 4:16
ମନ୍ଦ ଲୋକମାନେ ମନ୍ଦକାର୍ୟ୍ଯ ନ କଲା ପର୍ୟ୍ଯନ୍ତ ସମାନଙ୍କେୁ ନିଦ ହୁଏ ନାହିଁ। ଯଦି ସମାନେେ କାହାକୁ ଆଘାତ ନ କରନ୍ତି, ସମାନେେ ଶଯନ କରିବେ ନାହିଁ।
ହିତୋପଦେଶ 1:16
ସହେି ପାପୀ ଲୋକମାନେ ସର୍ବଦା ପାପ କରିବାକୁ ପ୍ରସ୍ତୁତ ଥାନ୍ତି। ସମାନେେ ସର୍ବଦା ଲୋକମାନଙ୍କୁ ହତ୍ଯା କରିବାକୁ ଚାହାଁନ୍ତି।
ଗୀତସଂହିତା 55:9
ହେ ମାରେ ପ୍ରଭୁ, ସମାନଙ୍କେୁ ବିନାଶ କର। ସମାନଙ୍କେର ବକ୍ତୃତାକୁ ପଣ୍ଡ କର। ମୁଁ ନଗର ମଧ୍ୟରେ ଦୌରାତ୍ମ୍ଯ ଓ କଳହ ଦେଖିଛି।
ଗୀତସଂହିତା 52:2
ତୁମ୍ଭେ ଲୋକମାନଙ୍କୁ ଧ୍ବଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ବା କ୍ଷୁରତୁଲ୍ଯ ତିକ୍ଷ୍ମ। ତୁମ୍ଭେ ମିଥ୍ଯା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ !
ଗୀତସଂହିତା 36:4
ରାତ୍ରିରେ ସେ ମୂଲ୍ଯହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ୟ୍ଯ କରେ ନାହିଁ ଏବଂ ସେ ମନ୍ଦ କାର୍ୟ୍ଯ କରିବାରୁ ବିମୁଖ ହୁଏ ନାହିଁ।
ଗୀତସଂହିତା 11:2
ଦୁଷ୍ଟ ଲୋକମାନେ ଶିକାରୀ ଅଟନ୍ତି। ସମାନେେ ଅନ୍ଧାରରେ ଲୁଚି ରହନ୍ତି। ସମାନେେ ଧନୁରେ ଗୁଣ ଚଢ଼ାନ୍ତି। ସମାନେେ ତୀର ଦ୍ବାରା ଲକ୍ଷ୍ଯ ସ୍ଥିର କରନ୍ତି ଏବଂ ସମାନେେ ସିଧା ସାଧୁ ଓ ଉତ୍ତମ ବ୍ଯକ୍ତିର ହୃଦଯକୁ ଶରବିଦ୍ଧ କରନ୍ତି।
ଗୀତସଂହିତା 10:14
ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର।