Psalm 28

fullscreen1 ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମାେ ପ୍ରତି ନୀରବ ହୁଅ ନାହିଁ। ୟଦି ମାରେ ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହା ହେଲେ ଲୋକମାନେ ଭାବିବେ ମୁଁ ସହେି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ଯୁନ ହୁ ହେଁ।

fullscreen2 ହେ ସଦାପ୍ରଭୁ, ମୁଁ ମାରେ ଦୁଇହାତ ଟକେି ତୁମ୍ଭର ମହାପବିତ୍ରସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତବେେଳେ ତୁମ୍ଭକୁ ଡ଼ାକୁଛି। ମାେ ନିବଦନେ ଟିକେ ଶୁଣ। ମାେ ପ୍ରତି କୃପା ପ୍ରଦର୍ଶନ କର।

fullscreen3 ହେ ସଦାପ୍ରଭୁ, ମାେତେ ସହେି ଦୁଷ୍ଟ ଲୋକଙ୍କ ମଧ୍ଯରୁ ଜଣେ ବୋଲି ଗଣ ନାହିଁ। ସହେି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ ଶାନ୍ତିର ସନ୍ଦେଶ ଶୁଣାନ୍ତି କିନ୍ତୁ ହୃଦଯ ମଧ୍ୟରେ ସମାନେେ ସହେି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥାଆନ୍ତି।

fullscreen4 ସଦାପ୍ରଭୁ ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି। ତଣେୁ ସମାନେେ ସମାନଙ୍କେ କର୍ମାନୁରୂପ ଫଳ ପାଆନ୍ତୁ। ସମାନଙ୍କେୁ ୟଥାୟୋଗ୍ଯ ଫଳ ଦିଆଯାଉ।

fullscreen5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ଯ ଉଦ୍ଦେଶ୍ଯ ବୁଝିପାରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଉତ୍ତମ କାର୍ୟ୍ଯକୁ ଦେଖିପାରନ୍ତି ନାହିଁ। ନା, ସମାନେେ କିଛି ବୁଝନ୍ତି ନାହିଁ। ସମାନେେ କବଳେ ଧ୍ବଂସ କରିବାକୁ ଚାହାଁନ୍ତି।

fullscreen6 ସଦାପ୍ରଭୁଙ୍କର ପ୍ରଶଂସା ହେଉ, କାରଣ ସେ ମାରେ ପ୍ରାର୍ଥନା, ଦୟାଳୁ ହାଇେ ଶୁଣିଛନ୍ତି।

fullscreen7 ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।

fullscreen8 ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।

1 Unto thee will I cry, O Lord my rock; be not silent to me: lest, if thou be silent to me, I become like them that go down into the pit.

2 Hear the voice of my supplications, when I cry unto thee, when I lift up my hands toward thy holy oracle.

3 Draw me not away with the wicked, and with the workers of iniquity, which speak peace to their neighbours, but mischief is in their hearts.

4 Give them according to their deeds, and according to the wickedness of their endeavours: give them after the work of their hands; render to them their desert.

5 Because they regard not the works of the Lord, nor the operation of his hands, he shall destroy them, and not build them up.

6 Blessed be the Lord, because he hath heard the voice of my supplications.

7 The Lord is my strength and my shield; my heart trusted in him, and I am helped: therefore my heart greatly rejoiceth; and with my song will I praise him.

8 The Lord is their strength, and he is the saving strength of his anointed.

Psalm 28 in Tamil and English

1 ହେ ସଦାପ୍ରଭୁ, ତୁମ୍ଭେ ମାରେ ଶକ୍ତିଶାଳୀ ଶୈଳ ସଦୃଶ। ମୁଁ ତୁମ୍ଭକୁ ସାହାୟ୍ଯ ପାଇଁ ପ୍ରାର୍ଥନା କରୁଛି। ତୁମ୍ଭେ ମାେ ପ୍ରତି ନୀରବ ହୁଅ ନାହିଁ। ୟଦି ମାରେ ସହାୟତା ପାଇଁ ପ୍ରାର୍ଥନାର ଉତ୍ତର ନ ଦିଅ, ତାହା ହେଲେ ଲୋକମାନେ ଭାବିବେ ମୁଁ ସହେି କବର ଭିତରେ ଥିବା ଲୋକମାନଙ୍କଠାରୁ କୌଣସି ଗୁଣରେ ନ୍ଯୁନ ହୁ ହେଁ।
Unto thee will I cry, O Lord my rock; be not silent to me: lest, if thou be silent to me, I become like them that go down into the pit.

2 ହେ ସଦାପ୍ରଭୁ, ମୁଁ ମାରେ ଦୁଇହାତ ଟକେି ତୁମ୍ଭର ମହାପବିତ୍ରସ୍ଥାନ ଆଡ଼କୁ ପ୍ରାର୍ଥନା କରୁଛି। ମୁଁ ଯେତବେେଳେ ତୁମ୍ଭକୁ ଡ଼ାକୁଛି। ମାେ ନିବଦନେ ଟିକେ ଶୁଣ। ମାେ ପ୍ରତି କୃପା ପ୍ରଦର୍ଶନ କର।
Hear the voice of my supplications, when I cry unto thee, when I lift up my hands toward thy holy oracle.

3 ହେ ସଦାପ୍ରଭୁ, ମାେତେ ସହେି ଦୁଷ୍ଟ ଲୋକଙ୍କ ମଧ୍ଯରୁ ଜଣେ ବୋଲି ଗଣ ନାହିଁ। ସହେି ଲୋକମାନେ ତାଙ୍କର ପଡ଼ୋଶୀମାନଙ୍କୁ ଶାନ୍ତିର ସନ୍ଦେଶ ଶୁଣାନ୍ତି କିନ୍ତୁ ହୃଦଯ ମଧ୍ୟରେ ସମାନେେ ସହେି ପଡ଼ୋଶୀମାନଙ୍କ ବିରୁଦ୍ଧରେ ମନ୍ଦ ଯୋଜନା କରୁଥାଆନ୍ତି।
Draw me not away with the wicked, and with the workers of iniquity, which speak peace to their neighbours, but mischief is in their hearts.

4 ସଦାପ୍ରଭୁ ସହେି ଲୋକମାନେ ଅନ୍ୟ ଲୋକମାନଙ୍କ ପ୍ରତି ଖରାପ ଆଚରଣ କରନ୍ତି। ତଣେୁ ସମାନେେ ସମାନଙ୍କେ କର୍ମାନୁରୂପ ଫଳ ପାଆନ୍ତୁ। ସମାନଙ୍କେୁ ୟଥାୟୋଗ୍ଯ ଫଳ ଦିଆଯାଉ।
Give them according to their deeds, and according to the wickedness of their endeavours: give them after the work of their hands; render to them their desert.

5 ଦୁଷ୍ଟ ଲୋକମାନେ ସଦାପ୍ରଭୁଙ୍କ ସତ୍ଯ ଉଦ୍ଦେଶ୍ଯ ବୁଝିପାରନ୍ତି ନାହିଁ। ସମାନେେ ପରମେଶ୍ବରଙ୍କ ଉତ୍ତମ କାର୍ୟ୍ଯକୁ ଦେଖିପାରନ୍ତି ନାହିଁ। ନା, ସମାନେେ କିଛି ବୁଝନ୍ତି ନାହିଁ। ସମାନେେ କବଳେ ଧ୍ବଂସ କରିବାକୁ ଚାହାଁନ୍ତି।
Because they regard not the works of the Lord, nor the operation of his hands, he shall destroy them, and not build them up.

6 ସଦାପ୍ରଭୁଙ୍କର ପ୍ରଶଂସା ହେଉ, କାରଣ ସେ ମାରେ ପ୍ରାର୍ଥନା, ଦୟାଳୁ ହାଇେ ଶୁଣିଛନ୍ତି।
Blessed be the Lord, because he hath heard the voice of my supplications.

7 ସଦାପ୍ରଭୁ ହିଁ ମାରେ ବଳ। ସେ ମାରେ ଢ଼ାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ବାସ କରେ କାରଣ ସେ ମାେତେ ରକ୍ଷା କଲେ। ମୁଁ ଅତି ଖୁସି। ମୁଁ ଆଜି ପ୍ରଶଂସାର ଗୀତ ଗାଇବି।
The Lord is my strength and my shield; my heart trusted in him, and I am helped: therefore my heart greatly rejoiceth; and with my song will I praise him.

8 ସଦାପ୍ରଭୁ ତାଙ୍କର ଆଶ୍ରିତମାନଙ୍କୁ ରକ୍ଷା କରନ୍ତି। ସଦାପ୍ରଭୁ ତାଙ୍କୁ ଉଦ୍ଧାର କରନ୍ତି। ସଦାପ୍ରଭୁ ହିଁ ତା'ର ଏକମାତ୍ର ବଳ।
The Lord is their strength, and he is the saving strength of his anointed.