Psalm 29

fullscreen1 ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।

fullscreen2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। ତାଙ୍କୁ ବିଶଷେ ପୋଷାକରେ ପ୍ରଣାମ କର।

fullscreen3 ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।

fullscreen4 ସଦାପ୍ରଭୁଙ୍କର ସ୍ବରରୁ ତାଙ୍କର ଶକ୍ତିର ପରିଚଯ ମିଳେ। ତାଙ୍କର ସ୍ବର ତାଙ୍କର ଗୌରବର ପ୍ରମାଣ।

fullscreen5 ତାଙ୍କର ସ୍ବର ବୃହତ୍କାଯ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋନର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।

fullscreen6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ୟମେିତି କଅଁଳା ବାଛୁରୀ ନୃତ୍ଯ କଲାପରି। ଶିରିଯୋନ ପର୍ବତ ଦୋହଲି ୟାଏ ଓ ଛଳେି ଛୁଆଟିଏ କୁଦିଲା ଭଳି ଏହା ଦଖାୟୋଏ।

fullscreen7 ସଦାପ୍ରଭୁଙ୍କର କଣ୍ଠସ୍ବର ବିଜୁଳି ଗତିରେ ବାଯୁମଣ୍ଡଳକୁ ବିଭକ୍ତ କରେ।

fullscreen8 ସଦାପ୍ରଭୁଙ୍କର ରବଦ୍ବାରା ମରୁଭୂମି ଥରି ଉେଠ। ସଦାପ୍ରଭୁଙ୍କ ରବଦ୍ବାରା କାଦେଶ ମରୁଭୂମି କମ୍ପିିଉେଠ।

fullscreen9 ସଦାପ୍ରଭୁଙ୍କର ସ୍ବରରେ ହରିଣ ଭୟଭୀତ ହାଇେ ଉେଠ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼ଇେ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ ତାଙ୍କର ମହିମା ପ୍ରଶଂସା କରନ୍ତି।

fullscreen10 ସଦାପ୍ରଭୁ ହେଉଛନ୍ତି ବନ୍ଯା ସମଯରେ ରାଜା ତୁଲ୍ଯ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହାଇେ ରହିବେ।

1 Give unto the Lord, O ye mighty, give unto the Lord glory and strength.

2 Give unto the Lord the glory due unto his name; worship the Lord in the beauty of holiness.

3 The voice of the Lord is upon the waters: the God of glory thundereth: the Lord is upon many waters.

4 The voice of the Lord is powerful; the voice of the Lord is full of majesty.

5 The voice of the Lord breaketh the cedars; yea, the Lord breaketh the cedars of Lebanon.

6 He maketh them also to skip like a calf; Lebanon and Sirion like a young unicorn.

7 The voice of the Lord divideth the flames of fire.

8 The voice of the Lord shaketh the wilderness; the Lord shaketh the wilderness of Kadesh.

9 The voice of the Lord maketh the hinds to calve, and discovereth the forests: and in his temple doth every one speak of his glory.

10 The Lord sitteth upon the flood; yea, the Lord sitteth King for ever.

Psalm 29 in Tamil and English

1 ହେ ପରମେଶ୍ବରଙ୍କର ସନ୍ତାନଗଣ, ତାଙ୍କର ପ୍ରଶଂସା କର। ତାଙ୍କର ମହିମା ଓ ଶକ୍ତିର ପ୍ରଶଂସା କର।
Give unto the Lord, O ye mighty, give unto the Lord glory and strength.

2 ସଦାପ୍ରଭୁଙ୍କର ପ୍ରଶଂସା ଓ ତାଙ୍କର ନାମକୁ ଗୌରବ କର। ତାଙ୍କୁ ବିଶଷେ ପୋଷାକରେ ପ୍ରଣାମ କର।
Give unto the Lord the glory due unto his name; worship the Lord in the beauty of holiness.

3 ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
The voice of the Lord is upon the waters: the God of glory thundereth: the Lord is upon many waters.

4 ସଦାପ୍ରଭୁଙ୍କର ସ୍ବରରୁ ତାଙ୍କର ଶକ୍ତିର ପରିଚଯ ମିଳେ। ତାଙ୍କର ସ୍ବର ତାଙ୍କର ଗୌରବର ପ୍ରମାଣ।
The voice of the Lord is powerful; the voice of the Lord is full of majesty.

5 ତାଙ୍କର ସ୍ବର ବୃହତ୍କାଯ ଏରସ ବୃକ୍ଷ ସବୁକୁ ଖଣ୍ଡଖଣ୍ଡ କରି ଭାଙ୍ଗି ପକାଏ। ସଦାପ୍ରଭୁ ଲିବାନୋନର ବୃହତ୍ ଏରସ ବୃକ୍ଷକୁ ଭାଙ୍ଗି ପକାନ୍ତି।
The voice of the Lord breaketh the cedars; yea, the Lord breaketh the cedars of Lebanon.

6 ସେ ଲିବାନୋନ୍କୁ ଦୋହଲାଇ ଦିଅନ୍ତି, ସତେ ୟମେିତି କଅଁଳା ବାଛୁରୀ ନୃତ୍ଯ କଲାପରି। ଶିରିଯୋନ ପର୍ବତ ଦୋହଲି ୟାଏ ଓ ଛଳେି ଛୁଆଟିଏ କୁଦିଲା ଭଳି ଏହା ଦଖାୟୋଏ।
He maketh them also to skip like a calf; Lebanon and Sirion like a young unicorn.

7 ସଦାପ୍ରଭୁଙ୍କର କଣ୍ଠସ୍ବର ବିଜୁଳି ଗତିରେ ବାଯୁମଣ୍ଡଳକୁ ବିଭକ୍ତ କରେ।
The voice of the Lord divideth the flames of fire.

8 ସଦାପ୍ରଭୁଙ୍କର ରବଦ୍ବାରା ମରୁଭୂମି ଥରି ଉେଠ। ସଦାପ୍ରଭୁଙ୍କ ରବଦ୍ବାରା କାଦେଶ ମରୁଭୂମି କମ୍ପିିଉେଠ।
The voice of the Lord shaketh the wilderness; the Lord shaketh the wilderness of Kadesh.

9 ସଦାପ୍ରଭୁଙ୍କର ସ୍ବରରେ ହରିଣ ଭୟଭୀତ ହାଇେ ଉେଠ। ସଦାପ୍ରଭୁ ଜଙ୍ଗଲରୁ ପତ୍ରସବୁ ଝଡ଼ଇେ ଦିଅନ୍ତି, କିନ୍ତୁ ତାଙ୍କର ମନ୍ଦିରରେ ଲୋକମାନେ ତାଙ୍କର ମହିମା ପ୍ରଶଂସା କରନ୍ତି।
The voice of the Lord maketh the hinds to calve, and discovereth the forests: and in his temple doth every one speak of his glory.

10 ସଦାପ୍ରଭୁ ହେଉଛନ୍ତି ବନ୍ଯା ସମଯରେ ରାଜା ତୁଲ୍ଯ ଓ ସଦାପ୍ରଭୁ ଅନନ୍ତକାଳ ରାଜା ହାଇେ ରହିବେ।
The Lord sitteth upon the flood; yea, the Lord sitteth King for ever.