Psalm 29:3
ସଦାପ୍ରଭୁ ତାଙ୍କର ସ୍ବର ସାଗରରେ ଉଠାଇଛନ୍ତି। ଗୌରବମଯ ପରମେଶ୍ବରଙ୍କର ସ୍ବର ସାଗରରେ ମେଘ ଗର୍ଜନ ସୃଷ୍ଟି କରନ୍ତି।
Psalm 29:3 in Other Translations
King James Version (KJV)
The voice of the LORD is upon the waters: the God of glory thundereth: the LORD is upon many waters.
American Standard Version (ASV)
The voice of Jehovah is upon the waters: The God of glory thundereth, Even Jehovah upon many waters.
Bible in Basic English (BBE)
The voice of the Lord is on the waters: the God of glory is thundering, the Lord is on the great waters.
Darby English Bible (DBY)
The voice of Jehovah is upon the waters: the ùGod of glory thundereth, -- Jehovah upon great waters.
Webster's Bible (WBT)
The voice of the LORD is upon the waters: the God of glory thundereth: the LORD is upon many waters.
World English Bible (WEB)
Yahweh's voice is on the waters. The God of glory thunders, even Yahweh on many waters.
Young's Literal Translation (YLT)
The voice of Jehovah `is' on the waters, The God of glory hath thundered, Jehovah `is' on many waters.
| The voice | ק֥וֹל | qôl | kole |
| of the Lord | יְהוָ֗ה | yĕhwâ | yeh-VA |
| upon is | עַל | ʿal | al |
| the waters: | הַ֫מָּ֥יִם | hammāyim | HA-MA-yeem |
| God the | אֵֽל | ʾēl | ale |
| of glory | הַכָּב֥וֹד | hakkābôd | ha-ka-VODE |
| thundereth: | הִרְעִ֑ים | hirʿîm | heer-EEM |
| Lord the | יְ֝הוָ֗ה | yĕhwâ | YEH-VA |
| is upon | עַל | ʿal | al |
| many | מַ֥יִם | mayim | MA-yeem |
| waters. | רַבִּֽים׃ | rabbîm | ra-BEEM |
Cross Reference
ଗୀତସଂହିତା 18:13
ସଦାପ୍ରଭୁ ଆକାଶ ମଧ୍ଯରୁ ଗର୍ଜ୍ଜନ କଲେ। ସର୍ବୋପରିସ୍ଥ ସେ ଆପଣା ଶବ୍ଦରେ ଚତୁର୍ଦ୍ଦିଗ ପ୍ରକମ୍ପିତ କଲେ।
ଗୀତସଂହିତା 93:3
ସଦାପ୍ରଭୁ, ସମୁଦ୍ରସବୁ ଘଡ଼ଘଡ଼ି ଭଳି ଧ୍ବନି ବାହାର କଲେ। ସମୁଦ୍ରସବୁ ସମାନଙ୍କେର ଢ଼େଉ ଭାଙ୍ଗି ଗର୍ଜ୍ଜନ କଲେ।
ଗୀତସଂହିତା 24:7
ହେ ନଗର ଫାଟକ ତୁମ୍ଭର ମସ୍ତକ ଟକେ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମଯ ରାଜା ପ୍ରବେଶ କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:6
ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ :
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:14
ସମାନେେ ମଷେପାଳକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ। କିନ୍ତୁ ମଷେଶାବକ ସମାନଙ୍କେୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡ଼ାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ବସ୍ତ ଅନୁଗାମୀମାନଙ୍କ ସହିତ ମିଶି ସମାନଙ୍କେୁ ପରାସ୍ତ କରିବେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:18
ତା'ପରେ ସଠାେରେ ବିଜୁଳି ଚମକିଲା, କୋଳାହଳ, ବଜ୍ରନାଦ ଓ ଏକ ଭୟଙ୍କର ଭୂମିକମ୍ପ ହେଲା। ଏଭଳି ଭୟଙ୍କର ଭୂମିକମ୍ପ ମନୁଷ୍ଯ ଇତିହାସ ରେ କବେେ ହାଇେ ନ ଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:19
ତା'ପରେ ସ୍ବର୍ଗ ରେ ପରମେଶ୍ବରଙ୍କ ମନ୍ଦିର ଖାଲିଗେଲା ଓ ସହେି ମନ୍ଦିରର ପବିତ୍ର ନିୟମସିନ୍ଦୁକ ଦଖାଗେଲା। ଏହି ପବିତ୍ର ସିନ୍ଦୁକରେ ସହେି ଚୁକ୍ତି ଥିଲା, ଯାହାକୁ ପରମେଶ୍ବର ଲୋକମାନଙ୍କୁ ଦଇେଥିଲେ। ତା'ପରେ ସଠାେରେ ବିଜୁଳିର ଆଲୋକ ଝଲସି ଉଠିଲା, ତଥା ମହା କୋଳାହଳ, ବଜ୍ର ନାଦ, ଭୂମିକମ୍ପ ଓ ପ୍ରବଳ କୁଆପଥର ବୃଷ୍ଟି ହେଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:5
ତା'ପରେ ଦୂତ ବଦେୀର ଅଗ୍ନି ନଇେ ଧୂପଦାନୀ ପୂର୍ଣ୍ଣ କଲେ ଓ ତାହା ପୃଥିବୀ ଉପରକୁ ନିକ୍ଷପେ କଲେ। ତେଣୁ ସଠାେରେ ବଜ୍ରପାତ, ମେଘ ଘଡ଼ଘଡ଼ି, ବିଜୁଳି, କୋଳାହଳ ଓ ଭୂମିକମ୍ପ ହେଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:5
ସିଂହାସନରୁ ବିଜୁଳିର ଆଲୋକ ଓ ଘଡ଼ଘଡ଼ିର ଶବ୍ଦ ଶୁଭୁଥିଲା। ସିଂହାସନ ସାମନା ରେ ସାତାଟେି ଜ୍ବଳନ୍ତା ଦୀପ ଥିଲା। ଏହି ଦୀପଗୁଡ଼ିକ ପରମେଶ୍ବରଙ୍କର ସାତାଟେି ଆତ୍ମା ଅଟନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:2
ସେ ଉତ୍ତର ଦେଲେ, ମାରେ ଯିହୂଦୀ ପିତାମାନେ ଓ ଭାଇମାନେ, ମାେ କଥା ଶୁଣ। ଆମ୍ଭର ପିତା ଅବ୍ରାହାମ ହାରୋଣ ନଗର ରେ ବାସ କରିବା ପୂର୍ବରୁ ଯେତବେେଳେ ମସପେତାମିଆ ରେ ଥିଲେ, ସେତବେେଳେ ଗୌରବମୟ ପରମେଶ୍ବର ତାହାଙ୍କୁ ଦର୍ଶନ ଦଇେ କହିଲେ,
ଯୋହନଲିଖିତ ସୁସମାଚାର 12:29
ସଠାେରେ ଠିଆ ହାଇେଥିବା ଲୋକମାନେ ଏହି ବାଣୀ ଶୁଣିଲେ। ସମାନେେ ତାହା ମେଘ ଗର୍ଜ୍ଜନ ବୋଲି କହିଲେ।
ମାଥିଉଲିଖିତ ସୁସମାଚାର 8:26
ଯୀଶୁ ସମାନଙ୍କେୁ କହିଲେ, ହେ ଅଳ୍ପ ବିଶ୍ବାସୀଗଣ, ତୁମ୍ଭେ ସବୁ ଏତେ ଡରିଯାଉଛ କାହିଁକି? ତା'ପରେ ଯୀଶୁ ଉଠିଲେ। ସେ ପବନ ଓ ଲହଡିକୁ ଧମକ ଦେଲେ। ପବନ ବନ୍ଦ ହାଇଗେଲା। ହ୍ରଦ ଶାନ୍ତ ହାଇଗେଲା। ତା'ପରେ ସଠାେରେ ସମ୍ପୂର୍ଣ୍ଣ ନୀରବତା ଆସିଗଲା।
ଗୀତସଂହିତା 104:3
ପରମେଶ୍ବର ତୁମ୍ଭେ ଆକାଶର ଜଳରାଶି ଉପରେ ଘର କଲ। ତୁମ୍ଭେ ମେଘମାଳାକୁ ଆପଣା ରଥପରି କରିଛ। ତୁମ୍ଭେ ବାଯୁ ରୂପକ ପକ୍ଷ ଦ୍ବାରା ଆକାଶରେ ଗମନାଗମନ କରୁଛ।
ଗୀତସଂହିତା 77:16
ହେ ପରମେଶ୍ବର, ତୁମ୍ଭକୁ ଦେଖି ଜଳରାଶି ଡ଼ରିଗଲା। ଗଭୀର ସମୁଦ୍ର ଭୟରେ ଥରି ଉଠିଲା।
ଆୟୁବ ପୁସ୍ତକ 37:2
ସମସ୍ତେ ଶୁଣ ! ପରମେଶ୍ବରଙ୍କ ସ୍ବର ଘଡ଼ଘଡ଼ି ଭଳି ଶୁଣାୟାଏ। ସହେି ଘଡ଼ଘଡ଼ିର ଶବ୍ଦକୁ ଶୁଣ, ଯାହା ପରମେଶ୍ବରଙ୍କ ପାଟିରୁ ବାହା ରେ।
ପ୍ରଥମ ଶାମୁୟେଲ 7:10
ଶାମକ୍ସ୍ଟଯଲେ ନବୈେଦ୍ଯକକ୍ସ୍ଟ ଦଗ୍ଧ କରିବା ସମୟରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କରିବା ପାଇଁ ଆସିଲେ କିନ୍ତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ଆଗ ରେ ଖକ୍ସ୍ଟବ୍ ଜାରେ ରେ କୋଳାହଳ କଲେ ଏବଂ ପଲେଷ୍ଟୀୟମାନେ ଡରିଗଲେ ଓ ଦ୍ବନ୍ଦ ରେ ପଡିଗଲେ, ସେଥିପାଇଁ ଇଶ୍ରାୟେଲୀୟମାନେ ସମାନଙ୍କେୁ ପରାସ୍ତ କଲେ।
ଯାତ୍ରା ପୁସ୍ତକ 19:16
ତୃତୀୟ ଦିନ ପ୍ରଭାତ ରେ ଏକ ଘନ ମେଘ ପର୍ବତକୁ ସ୍ପର୍ଶ କଲା। ଘଡଘଡି, ବିଜୁଳି ଏବଂ ଏକ ଗମ୍ଭୀର ଶିଙ୍ଗା ଧ୍ବନି ଶୁଣାଗଲା। ଛାଉଣୀର ଲୋକମାନେ ଭୟଭୀତ ହାଇଗେଲେ।
ଯାତ୍ରା ପୁସ୍ତକ 9:33
ମାଶାେ ଫାରୋଙ୍କ ନିକଟରୁ ନଗର ବାହାରକୁ ୟାଇ ସଦାପ୍ରଭୁଙ୍କୁ ପ୍ରାର୍ଥନା କରିବାରୁ ବର୍ଷା, ବଜ୍ର ଏବଂ ଶିଳାବୃଷ୍ଟି ବନ୍ଦ ହାଇଗେଲା।
ଯାତ୍ରା ପୁସ୍ତକ 9:28
ଏହି ଶିଳାବୃଷ୍ଟି ୟଥେଷ୍ଟ ହେଲା! ସଦାପ୍ରଭୁଙ୍କୁ କୁହ ଏହି ବୃଷ୍ଟି ବନ୍ଦ କରିବା ପାଇଁ ଏବଂ ମୁଁ ତୁମ୍ଭର ଲୋକମାନଙ୍କୁ ଛାଡି ଦବେି। ତୁମ୍ଭମାନଙ୍କର ଆଉ ଏଠା ରେ ରହିବା ଦରକାର ନାହିଁ।