Psalm 29:7
ସଦାପ୍ରଭୁଙ୍କର କଣ୍ଠସ୍ବର ବିଜୁଳି ଗତିରେ ବାଯୁମଣ୍ଡଳକୁ ବିଭକ୍ତ କରେ।
Psalm 29:7 in Other Translations
King James Version (KJV)
The voice of the LORD divideth the flames of fire.
American Standard Version (ASV)
The voice of Jehovah cleaveth the flames of fire.
Bible in Basic English (BBE)
At the voice of the Lord flames of fire are seen.
Darby English Bible (DBY)
The voice of Jehovah cleaveth out flames of fire.
Webster's Bible (WBT)
The voice of the LORD divideth the flames of fire.
World English Bible (WEB)
Yahweh's voice strikes with flashes of lightning.
Young's Literal Translation (YLT)
The voice of Jehovah is hewing fiery flames,
| The voice | קוֹל | qôl | kole |
| of the Lord | יְהוָ֥ה | yĕhwâ | yeh-VA |
| divideth | חֹצֵ֗ב | ḥōṣēb | hoh-TSAVE |
| the flames | לַהֲב֥וֹת | lahăbôt | la-huh-VOTE |
| of fire. | אֵֽשׁ׃ | ʾēš | aysh |
Cross Reference
ଗୀତସଂହିତା 77:18
ଘୂର୍ଣ୍ଣିବାତ୍ଯାରେ ତୁମ୍ଭର ବଜ୍ରଧ୍ବନି ସ୍ବର ଶୁଣାଗଲା। ବିଜୁଳି ଜଗତକୁ ଆଲୋକମୟ କଲା। ପୃଥିବୀ କମ୍ପିତ ହେଲା।
ଯାତ୍ରା ପୁସ୍ତକ 9:23
ତେଣୁ ମାଶାେ ତାଙ୍କର ଆଶାବାଡିକୁ ଆକାଶ ଆଡେ ବିସ୍ତାର କଲେ ଏବଂ ସଦାପ୍ରଭୁ ବଜ୍ର ବୃଷ୍ଟି କଲେ। ବିଜୁଳି ମାରିଲା ଏବଂ ମିଶରର ଚାରିଆଡେ ଶିଳାବୃଷ୍ଟି ହେଲା।
ଲେବୀୟ ପୁସ୍ତକ 10:2
ତେଣୁ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହାଇେ ସମାନଙ୍କେୁ ଗ୍ରାସ କଲା ଓ ସମାନେେ ସଦାପ୍ରଭୁଙ୍କ ସମ୍ମୁଖ ରେ ମଲେ।
ଗଣନା ପୁସ୍ତକ 16:35
ଏହାପରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହାଇେ ସହେି 250ଧୁପ ଉତ୍ସର୍ଗକାରୀଙ୍କୁ ଗ୍ରାସ କଲା।
ଦିତୀୟ ରାଜାବଳୀ 1:10
ଏଲିଯ ସହେି ପଗ୍ଭଶ ଲୋକ ଅଧିନାଯକଙ୍କୁ କହିଲେ, ଯଦି ମୁଁ ପରମେଶ୍ବରଙ୍କ ଲୋକ ହାଇେଥାଏ, ତବେେ ସ୍ବର୍ଗରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ ଲୋକଙ୍କୁ ଗ୍ରାସ କରୁ।
ଆୟୁବ ପୁସ୍ତକ 37:3
ପରମେଶ୍ବର ତାଙ୍କର ବିଜୁଳିକୁ ମାରନ୍ତି ଯାହା ସମଗ୍ର ଆକାଶକୁ କମ୍ପିତ କରେ। ଏହା ସମଗ୍ର ପୃଥିବୀକୁ ମଧ୍ଯ ଝଲସାଇ ଦିଏ।
ଆୟୁବ ପୁସ୍ତକ 38:35
ତୁମ୍ଭେ ବିଜୁଳି କି ଡ଼ାକି ପାରିବ କି? ସେ ତୁମ୍ଭ ନିକଟକୁ ଆସି କହିବ କି? ଆମ୍ଭେ ଏଠା ରେ ଅଛୁ। ମହାଶୟ ଆପଣ କ'ଣ ଚାହାଁନ୍ତି।' ଏହା କ'ଣ ତୁମ୍ଭେ ଯେଉଁଠାକୁ ୟିବ ତୁମ୍ଭ ସାଥି ରେ ୟାଇପାରିବ କି ?
ଗୀତସଂହିତା 144:5
ହେ ସଦାପ୍ରଭୁ, ଆପଣା ଗଗନ ମଣ୍ଡଳକୁ ଚିରି ତଳକୁ ଆସ। ପର୍ବତଗଣକୁ ସ୍ପର୍ଶ କର ଯେଉଁଥିରେ ସମାନେେ ଧୂମ ନିର୍ଗତ କରିବେ।