ଗୀତସଂହିତା 31:15 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 31 ଗୀତସଂହିତା 31:15

Psalm 31:15
ମାରେ ଜୀବନ ତୁମ୍ଭ ହାତରେ, ମାେତେ ଶତ୍ରୁ କବଳରୁ ତୁମ୍ଭେ ଉଦ୍ଧାର କର। କେତକେ ଲୋକ ମାେ ପଛରେ ଗୋଡ଼ାଇଛନ୍ତି। ସମାନଙ୍କେଠାରୁ ମାେତେ ରକ୍ଷା କର।

Psalm 31:14Psalm 31Psalm 31:16

Psalm 31:15 in Other Translations

King James Version (KJV)
My times are in thy hand: deliver me from the hand of mine enemies, and from them that persecute me.

American Standard Version (ASV)
My times are in thy hand: Deliver me from the hand of mine enemies, and from them that persecute me.

Bible in Basic English (BBE)
The chances of my life are in your hand; take me out of the hands of my haters, and of those who go after me.

Darby English Bible (DBY)
My times are in thy hand: deliver me from the hand of mine enemies, and from my persecutors.

Webster's Bible (WBT)
But I trusted in thee, O LORD: I said, Thou art my God.

World English Bible (WEB)
My times are in your hand. Deliver me from the hand of my enemies, and from those who persecute me.

Young's Literal Translation (YLT)
In Thy hand `are' my times, Deliver me from the hand of my enemies, And from my pursuers.

My
times
בְּיָדְךָ֥bĕyodkābeh-yode-HA
are
in
thy
hand:
עִתֹּתָ֑יʿittōtāyee-toh-TAI
deliver
הַצִּ֘ילֵ֤נִיhaṣṣîlēnîha-TSEE-LAY-nee
hand
the
from
me
מִיַּדmiyyadmee-YAHD
of
mine
enemies,
א֝וֹיְבַ֗יʾôybayOY-VAI
persecute
that
them
from
and
וּמֵרֹדְפָֽי׃ûmērōdĕpāyoo-may-roh-deh-FAI

Cross Reference

ଆୟୁବ ପୁସ୍ତକ 24:1
କାହିଁକି ସର୍ବଶକ୍ତିମାନଙ୍କଠାରୁ ସମୟ ଲୁଚି ରହନେି, କିନ୍ତୁ ଯେଉଁମାନେ ତାଙ୍କୁ ଜାଣନ୍ତି, କେତବେେଳେ ସେ ପଦକ୍ଷପେ ନବେେ ତାହା ଜାଣନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:7
ଯୀଶୁ ସମାନଙ୍କେୁ କହିଲେ, କବଳେ ପରମେଶ୍ବରଙ୍କର ଅଧିକାର ଅଛି ଯେ, ସେ ତାରିଖ ଓ ସମୟ ଗୁଡ଼ିକ ବିଷୟ ରେ ନିଷ୍ପତ୍ତି ଗ୍ରହଣ କରିପାରିବେ। ତୁମ୍ଭମାନେେ ସେ ବିଷୟ ରେ ଜାଣି ପାରିବ ନାହିଁ।

ଯୋହନଲିଖିତ ସୁସମାଚାର 7:6
ଯୀଶୁ ତାହାଙ୍କ ଭାଇମାନଙ୍କୁ କହିଲେ, ମାେ ପାଇଁ ଏପର୍ୟ୍ଯନ୍ତ ଉପୟୁକ୍ତ ସମୟ ଆସି ନାହିଁ। କିନ୍ତୁ ତୁମ୍ଭମାନଙ୍କର (ୟିବା) ପାଇଁ ସମସ୍ତ ସମୟ ଉପୟୁକ୍ତ।

ଦିତୀୟ ଶାମୁୟେଲ 7:12
ଯେତବେେଳେ ତୁମ୍ଭେ ମୃତକ୍ସ୍ଟ୍ଯବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧିଅରେ କବର ଦିଆୟିବ। ତା'ପରେ ମୁ ତୁମ୍ଭର ଔରଷରକ୍ସ୍ଟ ରାଜା କରିବି ଏବଂ ତାଙ୍କର ରାଜ୍ଯ ସ୍ଥାପନ କରିବି।

ଯୋହନଲିଖିତ ସୁସମାଚାର 12:27
ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ'ଣ କହିବି? ' ହେ ପରମପିତା, ମାେତେ ଏ ୟନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର', ଏଭଳି କହି କ'ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ ୟନ୍ତ୍ରଣା ଭୋଗିବି ବୋଲି ଆସିଛି।

ଯୋହନଲିଖିତ ସୁସମାଚାର 13:1
ସେତବେେଳେ ଯିହୂଦୀମାନଙ୍କର ନିସ୍ତାର ପର୍ବ ସମୟ ପ୍ରାୟ ହାଇଯୋଇଥିଲା। ଯୀଶୁ ଜାଣିଥିଲେ, ତାହାଙ୍କୁ ଜଗତକୁ ଛାଡି ୟିବାର ସମୟ ଉପସ୍ଥିତ ହାଇଗେଲାଣି। ବର୍ତ୍ତମାନ ସେ ତାହାଙ୍କ ପରମପିତାଙ୍କ ନିକଟକୁ ଫରେିଯିବେ। ସେ ସବୁବେଳେ ଏହି ଜଗତ ରେ ଥିବା ତାହାଙ୍କ ନିଜର ହାଇଯୋଇଥିବା ଲୋକମାନଙ୍କୁ ଭଲ ପାଉଥିଲେ। ସେ ସମାନଙ୍କେ ପ୍ରତି ତାହାଙ୍କର ଗଭୀର ଓ ଚୁଡାନ୍ତ ପ୍ ରମେ ଦଖାଇେଥିଲେ।

ଯୋହନଲିଖିତ ସୁସମାଚାର 17:1
ଯୀଶୁ ଏସମସ୍ତ କଥା କହିସାରିବା ପରେ ସ୍ବର୍ଗ ଆଡେ ଚାହିଁଲେ। ସେ ପ୍ରାର୍ଥାନା କଲେ, ହେ ପରମପିତା, ବର୍ତ୍ତମାନ ସମୟ ଉପସ୍ଥିତ ହାଇେଛି। ତୁମ୍ଭେ ଆପଣା ପୁତ୍ରଙ୍କୁ ଗୌରବାନ୍ବିତ କରିଦିଅ, ଯେପରି ପୁତ୍ର ତୁମ୍ଭକୁ ଗୌରବନ୍ବିତ ଦଇେ ପାରିବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:11
ସହେି ରାତି ରେ ପ୍ରଭୁ ପାଉଲଙ୍କ ପାଖ ରେ ଠିଆ ହାଇେ କହିଲେ, ସାହସୀ ହୁଅ। ତୁମ୍ଭେ ମାେ ବିଷୟ ରେ ୟିରୁଶାଲମ ରେ ଯେପରି ସାକ୍ଷ୍ଯ ଦଇେଛ ଠିକ୍ ସହେିପରି ରୋମ ରେ ମଧ୍ଯ ଦବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:24
'ଭୟ କରନାହିଁ, ପାଉଲ! ତୁମ୍ଭେ ନିଶ୍ଚୟ କାଇସରଙ୍କ ସମ୍ମୁଖକୁ ୟିବ। ପରମେଶ୍ବର ତୁମ୍ଭ ହତେୁ ତୁମ୍ଭର ସମସ୍ତ ସହଯାତ୍ରୀଙ୍କ ଜୀବନ ରକ୍ଷା କରିବେ।'

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 4:6
ମାେ ଜୀବନ ମୁଁ ପରମେଶ୍ବରଙ୍କୁ ଉତ୍ସର୍ଗ କରିଦଇେଛି। ମାେ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ୟୁଦ୍ଧ ଲଢ଼ିଛି।

ପିତରଙ୍କ ଦିତୀୟ ପତ୍ର 1:14
ମୁଁ ଜାଣେ ଯେ, ମୁଁ ଶୀଘ୍ର ମାରେ ଶରୀର ତ୍ଯାଗ କରିବି। ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ମାେତେ ତାହା ଦଖାଇେଛନ୍ତି।

ଯୋହନଲିଖିତ ସୁସମାଚାର 7:30
ଯୀଶୁ ଏ କଥା କହିବା ବେଳେ ଲୋକମାନେ ତାହାଙ୍କୁ ଧରିବା ପାଇଁ ଚେଷ୍ଟା କଲେ। କିନ୍ତୁ କହେି ତାହାଙ୍କୁ ଛୁଇଁ ପାରିଲେ ନାହିଁ। ସେତବେେଳେ ମଧ୍ଯ ତାହାଙ୍କୁ ହତ୍ଯା କରିବାର ଉଚିତ୍ ସମୟ ହାଇନେଥିଲା।

ଲୂକଲିଖିତ ସୁସମାଚାର 9:51
ଯୀଶୁ ଜଗତ ଛାଡି ସ୍ବର୍ଗକୁ ଫରେିୟିବାର ସମୟ ପାଖଇେ ଆସୁଥିଲା। ଯୀଶୁ ୟିରୂଶାଲମ ୟିବାକୁ ସ୍ଥିର କଲେ।

ଗୀତସଂହିତା 17:8
ମାେତେ ତୁମ୍ଭେ ଆପଣା ଚକ୍ଷୁର ପିତୁଳା ଭଳି ରକ୍ଷା କର, ଓ ତୁମ୍ଭର ବାହୁଛାଯା ତଳେ ଲୁଚାଇ ରଖ।

ଗୀତସଂହିତା 17:13
ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ୟାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ଯ କର। ତୁମ୍ଭେ ଆପଣା ଖଡ୍ଗ ପ୍ରଯୋଗ କରି ସହେି ଦୁଷ୍ଟ ଲୋକଙ୍କ କବଳରୁ ମାେତେ ଉଦ୍ଧାର କର।

ଗୀତସଂହିତା 71:10
ମାରେ ଶତ୍ରୁମାନେ ମାେ ବିରୁଦ୍ଧରେ ଯୋଜନା କରିଛନ୍ତି। ସହେି ଲୋକମାନେ ଏକତ୍ରୀତ ହେଲେ ଏବଂ ମାେତେ ମାରିବା ପାଇଁ ଯୋଜନା କଲେ।

ଗୀତସଂହିତା 116:15
ସଦାପ୍ରଭୁଙ୍କର ଅନୁସରଣକାରୀ ମଧ୍ଯରୁ ସଦ୍ ଭକ୍ତମାନଙ୍କ ମୃତ୍ଯୁ ବହୁମୂଲ୍ଯ ଅଟେ।

ଗୀତସଂହିତା 142:6
ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ। ମୁଁ ବହୁତ ଦୁର୍ବଳ ଅଟେ। ସହେି ଲୋକମାନଙ୍କଠାରୁ ମାେତେ ରକ୍ଷା କର ଯେଉଁମାନେ ମାେ ପଛରେ ଗୋଡ଼ାଇଛନ୍ତି। ସହେି ଲୋକମାନେ ମାେ ଠାରୁ ଅଧିକ ଶକ୍ତିଶାଳୀ।

ଗୀତସଂହିତା 143:3
ଶତ୍ରୁଗଣ ମାେ ପଛରେ ଗୋଡ଼ାଉଛନ୍ତି। ସମାନେେ ମାେ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସମାନେେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ଯ ମାେତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ଯ କରୁଛନ୍ତି।

ଗୀତସଂହିତା 143:9
ହେ ସଦାପ୍ରଭୁ, ମୁଁ ତୁମ୍ଭଠାରୁ ସୁରକ୍ଷା ପାଇବା ପାଇଁ ଆସିଅଛି। ମାରେ ଶତ୍ରୁମାନଙ୍କ କବଳରୁ ମାେତେ ରକ୍ଷା କର।

ଗୀତସଂହିତା 143:12
ସଦାପ୍ରଭୁ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣା ଦ୍ବାରା ମାରେ ଶତ୍ରୁମାନଙ୍କୁ ପରାସ୍ତ କର। ଯେଉଁମାନେ ମାେତେ ହତ୍ଯା କରିବାକୁ ଚାହୁଁଛନ୍ତି, ସମାନଙ୍କେୁ ଧ୍ବଂସ କର। କାରଣ ମୁଁ ତୁମ୍ଭର ସବେକ ଅଟେ।

ଉପଦେଶକ 3:1
ପ୍ରେତ୍ୟକକ ଜିନିଷ ପାଇଁ ଏକ ଉଚିତ୍ ସମୟ ଅଛି ଏବଂ ସ୍ବର୍ଗ ତଳେ ପ୍ରେତ୍ୟକକ ଯୋଜନା ଠିକ୍ ସମୟରେ ଘଟିବ।

ଯିରିମିୟ 15:20
ପୁଣି ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ବରୂପ କରିବା। ସମାନେେ ତୁମ୍ଭ ସହ ୟୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜଯ କରିପାରିବେ ନାହିଁ। କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ସାହାୟ୍ଯ କରିବାକୁ ଓ ତୁମ୍ଭକୁ ଉଦ୍ଧାର କରିବାକୁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।

ପ୍ରଥମ ଶାମୁୟେଲ 26:10
ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ, ସଦାପ୍ରଭୁ ଶାଉଲଙ୍କକ୍ସ୍ଟ ଦଣ୍ତ ଦବେେ। ଶାଉଲ ସାଧାରଣ ମୃତକ୍ସ୍ଟ୍ଯବରଣ କରି ପାରନ୍ତି କିମ୍ବା ସେ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇ ମରିବେ।