ଗୀତସଂହିତା 34:1 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 34 ଗୀତସଂହିତା 34:1

Psalm 34:1
ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମାରେ ଓଠରେ ସବୁବେଳେ ଲାଗିରହିବ।

Psalm 34Psalm 34:2

Psalm 34:1 in Other Translations

King James Version (KJV)
I will bless the LORD at all times: his praise shall continually be in my mouth.

American Standard Version (ASV)
I will bless Jehovah at all times: His praise shall continually be in my mouth.

Bible in Basic English (BBE)
<Of David. When he made a change in his behaviour before Abimelech, who sent him away, and he went.> I will be blessing the Lord at all times; his praise will be ever in my mouth.

Darby English Bible (DBY)
{[A Psalm] of David; when he changed his behaviour before Abimelech, who drove him away, and he departed.} I will bless Jehovah at all times; his praise shall continually be in my mouth.

World English Bible (WEB)
> I will bless Yahweh at all times. His praise will always be in my mouth.

Young's Literal Translation (YLT)
By David, in his changing his behaviour before Abimelech, and he driveth him away, and he goeth. I do bless Jehovah at all times, Continually His praise `is' in my mouth.

I
will
bless
אֲבָרֲכָ֣הʾăbārăkâuh-va-ruh-HA

אֶתʾetet
the
Lord
יְהוָ֣הyĕhwâyeh-VA
at
all
בְּכָלbĕkālbeh-HAHL
times:
עֵ֑תʿētate
his
praise
תָּ֝מִ֗ידtāmîdTA-MEED
shall
continually
תְּֽהִלָּת֥וֹtĕhillātôteh-hee-la-TOH
be
in
my
mouth.
בְּפִֽי׃bĕpîbeh-FEE

Cross Reference

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:18
ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଉଥାଅ। ପରମେଶ୍ବର ଖ୍ରୀଷ୍ଟଯୀଶୁଙ୍କଠା ରେ ତୁମ୍ଭମାନଙ୍କ ପାଇଁ ଏହା ଚାହାଁନ୍ତି।

ଗୀତସଂହିତା 145:1
ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:17
ତୁମ୍ଭମାନେେ ଯାହା କହୁଛ, ଯାହା କିଛି ବା କରୁଛ, ସେ ସବୁ ତୁମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କ ପାଇଁ କର ଏବଂ ଏହି ସମସ୍ତ କାର୍ୟ୍ଯ ମଧିଅରେ ପରମପିତା ପରମେଶ୍ବରଙ୍କୁ ଯୀଶୁଙ୍କ ମାଧ୍ଯମ ରେ ଧନ୍ଯବାଦ ଜଣାଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 16:25
ପାଉଲ ଓ ଶୀଲା ମଧ୍ଯରାତ୍ରି ବେଳେ ପରମେଶ୍ବରଙ୍କୁ ପ୍ରାର୍ଥନା ଓ ସ୍ତୁତି ଗାନ କରୁଥିଲେ। ଅନ୍ୟ ବନ୍ଦୀମାନେ ତାହାସବୁ ଶୁଣୁଥିଲେ।

ଗୀତସଂହିତା 71:14
କିନ୍ତୁ ମାେ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ବାସ ରଖିବି। ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହବେି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:13
ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:20
ପ୍ରେତ୍ୟକକ କଥା ପାଇଁ ପରମପିତା ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦିଅ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ପରମେଶ୍ବରଙ୍କୁ ଧନ୍ଯବାଦ ଅର୍ପଣ କର।

ଗୀତସଂହିତା 71:8
ମୁଁ ସର୍ବଦା, ତୁମ୍ଭେ କରିଥିବା ଆଶ୍ଚର୍ୟ୍ଯ କର୍ମ ବିଷଯରେ ଗାନ କରୁଛି।

ହିତୋପଦେଶ 29:25
ଲୋକଭୟ ଫାନ୍ଦଜନକ, ମାତ୍ର ସଦାପ୍ରଭୁଙ୍କଠା ରେ ଯେ ନିର୍ଭର ରେଖ, ସେ ସୁରକ୍ଷିତ ହବେ।

ଗୀତସଂହିତା 71:6
ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।

ପ୍ରଥମ ଶାମୁୟେଲ 21:13
ସମାନେେ ଯାହା କହକ୍ସ୍ଟଥିଲେ ସେସବୁକକ୍ସ୍ଟ ଦାଉଦ ବହକ୍ସ୍ଟତ ଧ୍ଯାନ ଦେଉଥିଲେ। ଗାଥର ରାଜା ଆଖୀଶଙ୍କକ୍ସ୍ଟ ଦାଉଦ ଭୟ କରିଗଲେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:3
ଆମ୍ଭେ ସର୍ବଦା ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଜଣାଇଛୁ। ଆମ୍ଭ ପାଇଁ ଏଭଳି କରିବା ଠିକ୍ ବୋଲି ଆମ୍ଭେ ଉଚିତ ମନେ କରୁଛୁ। ତୁମ୍ଭମାନଙ୍କ ବିଶ୍ବାସ ଯେ ହତେୁ ଅଧିକରୁ ଅଧିକ ବୃଦ୍ଧି ପାଇଛି, ଏହା ଠିକ୍ ବୋଲି ପ୍ରମାଣିତ ହେଉଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 5:41
ପ୍ ରରେିତମାନେ ମହାସଭା ଛାଡ଼ି ଚ଼ାଲିଗଲେ। ସମାନେେ ଖୁସି ହେଲେ ଯେ, ସମାନଙ୍କେୁ ଯୀଶୁଙ୍କ ନାମ ରେ ଅପମାନ ସହିବାକୁ ୟୋଗ୍ଯ ବିବଚେିତ କରାଯାଇଛି।

ଯିଶାଇୟ 24:15
ସହେି ଲୋକମାନେ କହିବେ, ହେ ପୂର୍ବ ଦେଶର ଲୋକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର। ହେ ଦୂରଦେଶର ଲୋକମାନେ, ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କର ଗୌରବ ପ୍ରଶଂସା କର।'

ଆଦି ପୁସ୍ତକ 20:2
ଯେତବେେଳେ ଗରାର ରେ ଥିଲେ, ଅବ୍ରହାମ ଲୋକମାନଙ୍କୁ କହିଲେ, ସାରା ହେଉଛି ତାଙ୍କର ଭଉଣୀ, ଗରାର ରାଜା ଅବିମଲେକ୍ ଏକଥା ଶୁଣିଲେ। ଅବିମଲକେ ସାହାଙ୍କୁ ଚାହୁଁଥିଲେ। ତେଣୁ ସେ ତାଙ୍କୁ ଆଣିବା ପାଇଁ କେତକେ ଦାସକୁ ପଠାଇଲେ।