Psalm 48:2
ପରମେଶ୍ବରଙ୍କ ପବିତ୍ର ନଗର ଏପରି ଏକ ମନୋରମ ଉଚ୍ଚତାରେ ଅବସ୍ଥିତ। ଏହା ପୃଥିବୀର ସବୁ ଲୋକଙ୍କ ପ୍ରାଣରେ ଆନନ୍ଦ ସଞ୍ଚାର କରେ। ସିୟୋନ ପର୍ବତ ପ୍ରକୃତରେ ପରମେଶ୍ବରଙ୍କ ପବିତ୍ର ପର୍ବତ ଅଟେ। ଏହା ସହେି ମହାନ ରାଜାଙ୍କର ପ୍ରଧାନ ନଗର ଅଟେ।
Psalm 48:2 in Other Translations
King James Version (KJV)
Beautiful for situation, the joy of the whole earth, is mount Zion, on the sides of the north, the city of the great King.
American Standard Version (ASV)
Beautiful in elevation, the joy of the whole earth, Is mount Zion, `on' the sides of the north, The city of the great King.
Bible in Basic English (BBE)
Beautiful in its high position, the joy of all the earth, is the mountain of Zion, the mountain of God, the town of the great King.
Darby English Bible (DBY)
Beautiful in elevation, the joy of the whole earth, is mount Zion, [on] the sides of the north, the city of the great King.
Webster's Bible (WBT)
A Song and Psalm for the sons of Korah. Great is the LORD, and greatly to be praised in the city of our God, in the mountain of his holiness.
World English Bible (WEB)
Beautiful in elevation, the joy of the whole earth, Is Mount Zion, on the north sides, The city of the great King.
Young's Literal Translation (YLT)
Beautiful `for' elevation, A joy of all the land, `is' Mount Zion, The sides of the north, the city of a great king.
| Beautiful | יְפֵ֥ה | yĕpē | yeh-FAY |
| for situation, | נוֹף֮ | nôp | nofe |
| the joy | מְשׂ֪וֹשׂ | mĕśôś | meh-SOSE |
| whole the of | כָּל | kāl | kahl |
| earth, | הָ֫אָ֥רֶץ | hāʾāreṣ | HA-AH-rets |
| is mount | הַר | har | hahr |
| Zion, | צִ֭יּוֹן | ṣiyyôn | TSEE-yone |
| sides the on | יַרְכְּתֵ֣י | yarkĕtê | yahr-keh-TAY |
| of the north, | צָפ֑וֹן | ṣāpôn | tsa-FONE |
| city the | קִ֝רְיַ֗ת | qiryat | KEER-YAHT |
| of the great | מֶ֣לֶךְ | melek | MEH-lek |
| King. | רָֽב׃ | rāb | rahv |
Cross Reference
ମାଥିଉଲିଖିତ ସୁସମାଚାର 5:35
ପୃଥିବୀ ନାମ ରେ ପ୍ରତିଜ୍ଞା ନିଅନାହିଁ। କାରଣ ତାହା ପରମେଶ୍ବରଙ୍କର ପାଦ ପୀଠ। ୟିରୂଶାଲମ ନାମ ରେ ପ୍ରତିଜ୍ଞା ନିଅ ନାହିଁ। କାରଣ ତାହା ପରମେଶ୍ବରଙ୍କ ନଗରୀ।
ଗୀତସଂହିତା 50:2
ପରମ ସୌନ୍ଦର୍ୟ୍ଯମଯୀ ପରମେଶ୍ବର, ବାକ୍ଯସବୁ ସିୟୋନ୍ ପର୍ବତରେ ଥିବା ମନ୍ଦିରରେ କୁହାୟାଏ। ସହେି ମନ୍ଦିର ପର୍ବତକୁ ଶାେଭା ମଣ୍ଡିତ କରିଥାଏ।
ଯିରିମିୟଙ୍କ ବିଳାପ 2:15
ପଥିକମାନେ ତୁମ୍ଭର ଦୁରାବସ୍ଥା ରେ ହାତତାଳି ଦିଅନ୍ତି। ସମାନେେ ଗ୍ରୀସ୍ ଶବ୍ଦ କରି ୟିରୁଶାଲମର କନ୍ଯା ପ୍ରତି ମସ୍ତକ ହଲାଇ କହନ୍ତି, ଏ କ'ଣ ସହେି ନଗରୀ ଯାହାକୁ ଲୋକମାନେ 'ସୌନ୍ଦର୍ୟ୍ଯମଯୀ ନଗରୀ' ଓ 'ସମଗ୍ର ପୃଥିବୀର ଆନନ୍ଦ ସ୍ବରୂପ' ବୋଲି କହୁଥିଲେ ?
ଯିହିଜିକଲ 20:6
ସହେିଦିନ ମୁଁ ସମାନଙ୍କେୁ ମିଶର ଦେଶରୁ ବାହାର କରି ଆଣିଲି ଓ ସମାନଙ୍କେୁ ଏପରି ଏକ ଦେଶକୁ ନଇଗେଲି ଯେଉଁଠା ରେ ଦୁଗ୍ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧିଅରେ ଗୌରବମଯ ଥିଲା।
ଯିଶାଇୟ 14:13
ତୁମ୍ଭେ ସର୍ବଦା ନିଜେ ନିଜେ କହି ହେଉଥିଲ, ଆମ୍ଭେ ପରମେଶ୍ବରଙ୍କ ପରି ସ୍ବର୍ଗାରୋହଣ କରିବା। ଆମ୍ଭେ ସ୍ବର୍ଗର ଉର୍ଦ୍ଧ୍ବକୁ ୟିବା, ଆମ୍ଭେ ପରମେଶ୍ବରଙ୍କ ତାରକାର ଉର୍ଦ୍ଧ୍ବ ରେ ସିଂହାସନ ସ୍ଥାପନ କରିବା।ଆମେ ଉତ୍ତର ଦିଗସ୍ଥ ପ୍ରାନ୍ତ ପବିତ୍ର ପର୍ବତ ଉପ ରେ ଉପବିଷ୍ଟ ହବୋ ଓ ସହେି ପର୍ବତ ରେ ପରମେଶ୍ବରଙ୍କୁ ସାକ୍ଷାତ କରିବା।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:22
କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।
ମଲାଖୀ 3:12
ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମ ନୋହର ହବେ। ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।
ମଲାଖୀ 1:14
କେତକେ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦବୋ ପାଇଁ, କିନ୍ତୁ ଶଷେ ରେ ସମାନେେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସମାନେେ ଅଭିଶପ୍ତ ହବେେ। ଆମ୍ଭେ ଜଣେ ମହାନ୍ ରାଜା ଅଟୁ। ଆମ୍ଭକୁ ତୁମ୍ଭମାନେେ ସମ୍ମାନ କରିବା ଉଚିତ ଓ ସମଗ୍ର ବିଶ୍ବ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍। ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
ଦାନିଏଲ 11:16
ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସା ରେ ସମାନଙ୍କେ ବିରୁଦ୍ଧ ରେ କାର୍ୟ୍ଯ କରିବ। ତା'ର ବିପକ୍ଷ ରେ କହେି ଠିଆ ହବେେ ନାହିଁ। ଆଉ ସେ ସହେି ପବିତ୍ର ଦେଶ ରେ ଠିଆ ହବେ ଓ ତାହା ହସ୍ତ ରେ ବିନାଶର ଶକ୍ତି ରହିବ।
ଦାନିଏଲ 8:9
ତା'ପ ରେ ସହେି ଶିଙ୍ଗଗୁଡିକୁ ମଧ୍ଯରୁ କ୍ଷୁଦ୍ର ଶିଙ୍ଗଟି ଦକ୍ଷିଣ, ପୂର୍ବ ଓ ରମ୍ଯଦେଶ ଆଡକୁ ବଢିଲା।
ଯିରିମିୟ 3:19
ଆମ୍ଭେ ସଦାପ୍ରଭୁ କହୁଛୁ, 'ଆମ୍ଭେ ତୁମ୍ଭମାନଙ୍କୁ ନିଜ ସନ୍ତାନ ପରି ବ୍ଯବହାର କରିବା, ନାନା ଦେଶୀଯମାନଙ୍କର ପରମ ରତ୍ନସ୍ବରୂପ ଏକ ମନୋରମ ଦେଶ ତୁମ୍ଭମାନଙ୍କୁ ଦାନ କରିବା।' ପୁଣି ଆମ୍ଭେ କହିଲୁ, ତୁମ୍ଭମାନେେ ଆମ୍ଭକୁ 'ପିତା' ବୋଲି ଡ଼ାକିବ ଓ ଆମ୍ଭକୁ ସର୍ବଦା ଅନୁସରଣ କରିବ।
ଯିଶାଇୟ 66:10
ୟିରୁଶାଲମକୁ ପ୍ ରମେ କରୁଥିବା ତୁମ୍ଭମାନେେ ସମସ୍ତେ ତା ସହିତ ଆନନ୍ଦ କର ଓ ତା' ପାଇଁ ଉଲ୍ଲସିତ ହୁଅ। ପୁଣି ତା' ପାଇଁ ଶାେକ କରୁଥିବା ତୁମ୍ଭମାନେେ ସମସ୍ତେ ତା'ର ଆନନ୍ଦ ପାଇଁ ଉଲ୍ଲାସ କର।
ଯିଶାଇୟ 60:15
ତୁମ୍ଭେ ପରିତ୍ଯକ୍ତା ଓ ଘୃଣିତା ହାଇେଥିବାରୁ କହେି ତୁମ୍ଭ ମଧ୍ଯ ଦଇେ ୟାତାଯାତ କଲେ ନାହିଁ। ତା' ପରିବର୍ତେ ଆମ୍ଭେ ତୁମ୍ଭକୁ ଅନନ୍ତକାଳସ୍ଥାଯୀ ଗୌରବ ଓ ଅନକେ ପୁରୁଷାନୁକ୍ରମେ ଆନନ୍ଦସ୍ବରୂପ କରିବା।
ଗୀତସଂହିତା 47:7
ପରମେଶ୍ବର ହେଉଛନ୍ତି ଏ ସମସ୍ତ ପୃଥିବୀର ରାଜା। ତଣେୁ ତାଙ୍କର ମହିମା ଗାନ କର।