ଗୀତସଂହିତା 5:4 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 5 ଗୀତସଂହିତା 5:4

Psalm 5:4
ହେ ପରମେଶ୍ବର, ତୁମ୍ଭେ କବେେ ମନ୍ଦ କାର୍ୟ୍ଯ ପସନ୍ଦ କର ନାହିଁ। କାରଣ ମନ୍ଦ କାର୍ୟ୍ଯ ସହ ତୁମ୍ଭର କୌଣସି ସମ୍ପର୍କ ନାହିଁ।

Psalm 5:3Psalm 5Psalm 5:5

Psalm 5:4 in Other Translations

King James Version (KJV)
For thou art not a God that hath pleasure in wickedness: neither shall evil dwell with thee.

American Standard Version (ASV)
For thou art not a God that hath pleasure in wickedness: Evil shall not sojourn with thee.

Bible in Basic English (BBE)
For you are not a God who takes pleasure in wrongdoing; there is no evil with you.

Darby English Bible (DBY)
For thou art not a ùGod that hath pleasure in wickedness; evil shall not sojourn with thee.

Webster's Bible (WBT)
My voice shalt thou hear in the morning, O LORD; in the morning will I direct my prayer to thee, and will look up.

World English Bible (WEB)
For you are not a God who has pleasure in wickedness. Evil can't live with you.

Young's Literal Translation (YLT)
For not a God desiring wickedness `art' Thou, Evil inhabiteth Thee not.

For
כִּ֤י׀kee
thou
לֹ֤אlōʾloh
art
not
אֵֽלʾēlale
a
God
חָפֵ֘ץḥāpēṣha-FAYTS
pleasure
hath
that
רֶ֥שַׁע׀rešaʿREH-sha
in
wickedness:
אָ֑תָּהʾāttâAH-ta
neither
לֹ֖אlōʾloh
shall
evil
יְגֻרְךָ֣yĕgurkāyeh-ɡoor-HA
dwell
רָֽע׃rāʿra

Cross Reference

ପ୍ରଥମ ବଂଶାବଳୀ 29:17
ହେ ମାରେ ପରମେଶ୍ବର, ମୁଁ ଜାଣେ ଯେ ତୁମ୍ଭେ ଲୋକମାନଙ୍କର ପରୀକ୍ଷା ନିଅ, ଆଉ, ଲୋକମାନେ ଉତ୍ତମ କର୍ମ କଲେ ତୁମ୍ଭେ ଆନନ୍ଦିତ ହୁଅ। ମୁଁ ଏକ ଶୁଦ୍ଧ, ବିଶ୍ବସ୍ତ ହୃଦଯ ରେ, ଆନନ୍ଦିତ ମନ ରେ ତୁମ୍ଭକୁ ଏହି ସମସ୍ତ ବସ୍ତୁ ଦେଉଅଛି। ମୁଁ ତୁମ୍ଭର ଲୋକମାନଙ୍କୁ ଏଠା ରେ ଏକତ୍ରୀତ ହବୋର ଦେଖୁଅଛି। ଆଉ ସମାନେେ ତୁମ୍ଭ ଉଦ୍ଦେଶ୍ଯ ରେ ଆନନ୍ଦିତ ମନ ରେ ଏହି ବସ୍ତୁଗୁଡ଼ିକ ଦାନ କରୁଥିବାର ମୁଁ ଦେଖୁଅଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:23
ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

ପିତରଙ୍କ ଦିତୀୟ ପତ୍ର 3:13
କିନ୍ତୁ ପରମେଶ୍ବର ଆମ୍ଭକୁ ଗୋଟିଏ ପ୍ରତିଶ୍ରୁତି ଦଇେଛନ୍ତି। ଆମ୍ଭମାନେେ ତାହାଙ୍କ ପ୍ରତିଜ୍ଞାନୁସା ରେ ଏକ ନୂତନ ଆକାଶମଣ୍ଡଳ ଓ ନୂତନ ଜଗତର ଅପେକ୍ଷା ରେ ଅଛୁ। ତାହା ଧାର୍ମିକତାର ବାସସ୍ଥଳୀ ହବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 12:14
ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।

ଯୋହନଲିଖିତ ସୁସମାଚାର 14:23
ଯୀଶୁ ଉତ୍ତର ଦେଲେ, ଯଦି କହେି ମାେତେ ପ୍ ରମେ କରେ ତବେେ ସେ ମାହେର ଉପଦେଶ ପାଳନ କରିବ। ମାରେ ପରମପିତା ତାକୁ ପ୍ ରମେ କରିବେ। ମାରେ ପରମପିତା ଓ ମୁଁ ସହେି ଲୋକ ପାଖକୁ ଆସିବୁ ଓ ତା' ସହିତ ରହିବୁ।

ମଲାଖୀ 2:17
ତୁମ୍ଭମାନେେ ଭ୍ରାନ୍ତ ଶିକ୍ଷା ପ୍ରଗ୍ଭର କରୁଛ ଏବଂ ସେ ଭ୍ରାନ୍ତଜନକ ଶିକ୍ଷାସମୂହ ସଦାପ୍ରଭୁଙ୍କୁ ଦୁଃଖିତ କରିଅଛି। ତୁମ୍ଭମାନେେ ଶିକ୍ଷା ଦଲେ ଯେ ମନ୍ଦକାର୍ୟ୍ଯ କରୁଥିବା ବ୍ଯକ୍ତିଙ୍କୁ ପରମେଶ୍ବର ଆଦର କରନ୍ତି। ଆଉ ମଧ୍ଯ କହିଲ ପରମେଶ୍ବର ସହେି ଲୋକଙ୍କୁ ଉତ୍ତମ ଲୋକ ବୋଲି ବିବଚେନା କରନ୍ତି। ଆଉମଧ୍ଯ ତୁମ୍ଭେ ପ୍ରଶ୍ନ କରିଲ ପରମେଶ୍ବରଙ୍କର ନ୍ଯାଯ କେଉଁଠା ରେ ଅଛି।

ହବକକୂକ 1:13
ତୁମ୍ଭର ଚକ୍ଷୁଗୁଡିକ ଏତେ ଶୁଦ୍ଧ ଯେ, ତୁମ୍ଭେ ଦୁଷ୍କର୍ମ ଦେଖିପାରିବ ନାହିଁ। ଲୋକମାନେ ଦୁଷ୍କର୍ମ କରୁଥିବାର ଦେଖି ତୁମ୍ଭେ ସହ୍ଯ କରିପାରିବ ନାହିଁ। ତେଣୁ କିପରି ସହେି ମନ୍ଦ ଲୋକମାନେ ଜଯ କରିବାର ତୁମ୍ଭେ ଦେଖିପାରିବ? କାହିଁକି ତୁମ୍ଭେ ପ୍ରତିକ୍ରିଯା କରୁନାହଁ, ଯେତବେେଳେ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କୁ ପରାସ୍ତ କରିବାର ଦେଖୁଛ?

ଗୀତସଂହିତା 140:13
ହେ ସଦାପ୍ରଭୁ, ଧାର୍ମିକ ଲୋକମାନେ ତୁମ୍ଭ ନାମର ପ୍ରଶଂସା କରିବେ। ଧାର୍ମିକ ଲୋକମାନେ ତୁମ୍ଭର ଉପସ୍ଥିତିରେ ବଞ୍ଚିବେ।

ଗୀତସଂହିତା 101:7
ଯେଉଁମାନେ ମିଥ୍ଯା କହନ୍ତି, ସମାନେେ ମାରେ ଏହି ରାଜପ୍ରାସାଦରେ ବାସ କରିପାରିବେ ନାହିଁ। ମିଥ୍ଯାବାଦୀମାନଙ୍କୁ ମାେ ନିକଟତର ହବୋ ପାଇଁ ଦବେି ନାହିଁ।

ଗୀତସଂହିତା 94:20
ହେ ପରମେଶ୍ବର, ତୁମ୍ଭେ ନିଷ୍ଠୁର ବିଚାରକମାନଙ୍କୁ ସାହାୟ୍ଯ କର ନାହିଁ। ସହେି ଅଧର୍ମୀ ବିଚାରକମାନେ ଲୋକମାନଙ୍କର ଜୀବନକୁ ଦୁର୍ବିସହ କରିବା ପାଇଁ ନିଯମକୁ ବ୍ଯବହାର କରନ୍ତି।

ଗୀତସଂହିତା 92:15
ଏହା ଦ୍ବାରା ସଦାପ୍ରଭୁ ୟେ ୟଥାର୍ଥ ତାହା ପରିପ୍ରକାଶ ହବେ। ସେ ମାରେ ଶୈଳ, ତାହାଙ୍କଠାରେ କୌଣସି ଅଧର୍ମ ନାହିଁ।

ଗୀତସଂହିତା 50:21
ଅତୀତରେ, ତୁମ୍ଭେ ମନ୍ଦକାର୍ୟ୍ଯ କଲ। ମୁଁ ଚୁପ୍ ରହିଲି। ତୁମ୍ଭେ ଭାବି ନଇେଛ ମୁଁ ମଧ୍ଯ ତୁମ୍ଭମାନଙ୍କ ପରି। ମୁଁ ଆଉ ନୀରବରେ ରହିପାରିବି ନାହିଁ। ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।

ଗୀତସଂହିତା 11:5
ସଦାପ୍ରଭୁ ସବୁବେଳେ ଧାର୍ମିକମାନଙ୍କୁ ପରୀକ୍ଷା କରନ୍ତି। କିନ୍ତୁ ସେ ନିଷ୍ଠୁର ତଥା ଖରାପ ଲୋକମାନଙ୍କୁ ପ୍ରତ୍ଯାଖ୍ଯାନ କରନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:27
କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।