ଗୀତସଂହିତା 52:9 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 52 ଗୀତସଂହିତା 52:9

Psalm 52:9
ପରମେଶ୍ବର, ତୁମ୍ଭେ କରିଥିବା କାମ ପାଇଁ ମୁଁ ତୁମ୍ଭକୁ ସର୍ବଦା ପ୍ରଶଂସା କରିବି। ମୁଁ ତୁମ୍ଭ ରାଜ ଭକ୍ତମାନଙ୍କ ଉପସ୍ଥିତିରେ ତୁମ୍ଭର ନାମର ଘୋଷଣା କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

Psalm 52:8Psalm 52

Psalm 52:9 in Other Translations

King James Version (KJV)
I will praise thee for ever, because thou hast done it: and I will wait on thy name; for it is good before thy saints.

American Standard Version (ASV)
I will give thee thanks for ever, because thou hast done it; And I will hope in thy name, for it is good, in the presence of thy saints. Psalm 53 For the Chief Musician; set to Mahalath. Maschil of David.

Bible in Basic English (BBE)
I will give you praise without end for what you have done; I will give honour to your name before your saints, for it is good.

Darby English Bible (DBY)
I will praise thee for ever, because thou hast done [it]; and I will wait on thy name, before thy godly ones, for it is good.

Webster's Bible (WBT)
Lo, this is the man that made not God his strength; but trusted in the abundance of his riches, and strengthened himself in his wickedness.

World English Bible (WEB)
I will give you thanks forever, because you have done it. I will hope in your name, for it is good, In the presence of your saints.

Young's Literal Translation (YLT)
I thank Thee to the age, because Thou hast done `it', And I wait `on' Thy name for `it is' good before Thy saints!

I
will
praise
אוֹדְךָ֣ʾôdĕkāoh-deh-HA
thee
for
ever,
לְ֭עוֹלָםlĕʿôlomLEH-oh-lome
because
כִּ֣יkee
thou
hast
done
עָשִׂ֑יתָʿāśîtāah-SEE-ta
on
wait
will
I
and
it:
וַאֲקַוֶּ֖הwaʾăqawweva-uh-ka-WEH
thy
name;
שִׁמְךָ֥šimkāsheem-HA
for
כִֽיhee
good
is
it
ט֝֗וֹבṭôbtove
before
נֶ֣גֶדnegedNEH-ɡed
thy
saints.
חֲסִידֶֽיךָ׃ḥăsîdêkāhuh-see-DAY-ha

Cross Reference

ଗୀତସଂହିତା 54:6
ମୁଁ ସ୍ବଇଚ୍ଛାରେ ନବୈେଦ୍ଯ ନଇେ ତୁମ୍ଭ ଉଦ୍ଦେଶ୍ଯରେ ଦବେି। ସଦାପଭ୍ରୁ ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

ଗୀତସଂହିତା 48:9
ପରମେଶ୍ବର ତୁମ୍ଭ ମନ୍ଦିରରେ ଆମ୍ଭେ ତୁମ୍ଭର ସ୍ନହପେୂର୍ଣ୍ଣ କରୁଣାକୁ ଧ୍ଯାନ କରୁ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:20
ଆମ୍ଭ ଭିତ ରେ ପରମେଶ୍ବରଙ୍କ ଯେଉଁ ଶକ୍ତି କାର୍ୟ୍ଯ କରିଥାଏ, ତାହା ଆମ୍ଭର ମାଗିବା ବା ଭାବିବାଠାରୁ ୟଥେଷ୍ଟ ଅଧିକ ଏବଂ ପରମେଶ୍ବର ତାହାଠାରୁ ଅଧିକ ଶକ୍ତିର କାର୍ୟ୍ଯ କରି ପାରନ୍ତି।

ଯିରିମିୟଙ୍କ ବିଳାପ 3:25
ଯେଉଁମାନେ ସଦାପ୍ରଭୁଙ୍କ ଉପ ରେ ସମାନଙ୍କେର ଆଶା ରଖନ୍ତି ଓ ଯେଉଁମାନଙ୍କର ହୃଦଯ ତାଙ୍କୁ ଖୋଜେ, ସମାନଙ୍କେ ପ୍ରତି ସଦାପ୍ରଭୁ ମଙ୍ଗଳମଯ ଅଟନ୍ତି।

ହିତୋପଦେଶ 18:10
ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।

ଗୀତସଂହିତା 146:2
ମୁଁ ଜୀବନସାରା ସଦାପ୍ରଭୁଙ୍କର ପ୍ରଶଂସା କରିବି। ମୁଁ ଜୀବନସାରା ମାରେ ପରମେଶ୍ବରଙ୍କର ପ୍ରଶଂସାର ଗୀତ ଗାଇବି।

ଗୀତସଂହିତା 145:1
ସେ ରାଜନ୍, ମାରେ ପରମେଶ୍ବର, ମୁଁ ତୁମ୍ଭର ପ୍ରଶଂସା କରିବି। ମୁଁ ସଦାସର୍ବଦା ତୁମ୍ଭ ନାମର ଧନ୍ଯବାଦ କରିବି।

ଗୀତସଂହିତା 130:5
ମୁଁ ସଦାପ୍ରଭୁଙ୍କର ସାହାୟ୍ଯକୁ ଅପେକ୍ଷା କରିଛି। ମାରେ ପ୍ରାଣ ତାଙ୍କୁ ଚାହିଁ ରହିଛି। ମୁଁ ସଦାପ୍ରଭୁଙ୍କର ବାକ୍ଯରେ ଭରସା ରଖିଛି।

ଗୀତସଂହିତା 123:2
କ୍ରୀତଦାସମାନେ ସମାନଙ୍କେ ଆବଶ୍ଯକ ଦ୍ରବ୍ଯ ପାଇଁ ତାଙ୍କର କର୍ତ୍ତାଙ୍କ ଉପରେ ନିର୍ଭର କରନ୍ତି।

ଗୀତସଂହିତା 73:28
ପରମେଶ୍ବରଙ୍କର ନିକଟବର୍ତ୍ତୀ ହବୋରେ ମାରେ ମଙ୍ଗଳ। ସଦାପ୍ରଭୁ ମାରେ ପ୍ରଭୁ, ହଁ ମାରେ ସୁରକ୍ଷାର ଦୁର୍ଗ। ହେ ପରମେଶ୍ବର ତୁମ୍ଭେ କରିଥିବା ସମସ୍ତ କର୍ମକୁ ମୁଁ ବର୍ଣ୍ଣନା କରିବି।

ଗୀତସଂହିତା 73:25
ହେ ପରମେଶ୍ବର, ସ୍ବର୍ଗରେ ତୁମ୍ଭ ବିନା ମାରେ ଆଉ କହେି ନାହିଁ କାରଣ ତୁମ୍ଭେ ମାେ ପାଖରେ ଅଛ। ଏହି ଭୂମଣ୍ଡଳରେ ମୁଁ କିଛି ଇଚ୍ଛା କରୁ ନାହିଁ।

ଗୀତସଂହିତା 62:5
ହେ ମାରେ ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ବରଙ୍କୁ ଅପେକ୍ଷା କର। କାରଣ ତାଙ୍କଠାରୁ ମାରେ ଆଶା ଆସେ।

ଗୀତସଂହିତା 62:1
ହଁ, ମାରେ ହୃଦଯ ଶାନ୍ତ ଭାବରେ ପରମେଶ୍ବରଙ୍କ ଅପେକ୍ଷା କରେ। ମାରେ ପରିତ୍ରାଣ ତାଙ୍କଠାରୁ ଅଲଗା।

ଗୀତସଂହିତା 40:1
ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାରେ ଡ଼ାକ ଓ କ୍ରନ୍ଦନ ଧ୍ବନି ଶୁଣିଲେ।

ଗୀତସଂହିତା 30:12
ହେ ସଦାପ୍ରଭୁ, ମାରେ ପରମେଶ୍ବର, ମୁଁ ଚିରଦିନ ତୁମ୍ଭର ଗୁଣଗାନ କରିବି, କବେେ ନୀରବରେ ବସି ରହିବି ନାହିଁ। ତଣେୁ ସବୁବେଳେ କହେି ନା କହେି ତୁମ୍ଭକୁ ସମ୍ମାନ ଜଣାଇବା ପାଇଁ ତୁମ୍ଭର ଗୁଣଗାନ କରୁଥିବ।

ଗୀତସଂହିତା 27:14
ସଦାପ୍ରଭୁଙ୍କ ସହାୟତା ପାଇଁ ଅପେକ୍ଷା କର, ବଳଶାଳୀ ଓ ସାହସୀକ ହୁଅ ଏବଂ ସଦାପ୍ରଭୁଙ୍କର ଅନୁସରଣ କର।