Psalm 54

fullscreen1 ହେ ପରମେଶ୍ବର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମାେତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି, ବ୍ଯବହାର କରି ପ୍ରମାଣ କର ୟେ, ମୁଁ ନିରୀହ।

fullscreen2 ହେ ପରମେଶ୍ବର, ମାରେ ପ୍ରାର୍ଥନା ଶୁଣ। ମାହେର ଗୁହାରି ଶୁଣ।

fullscreen3 ଅପରିଚିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।

fullscreen4 ଦେଖ, ପରମେଶ୍ବର ମାେତେ ସାହାୟ୍ଯ କରିବେ, ମାରେ ପ୍ରଭୁ ମାରେ ସମର୍ଥନ କରିବେ।

fullscreen5 ପରମେଶ୍ବର ମାରେ ଶତ୍ରୁମାନଙ୍କୁ ସମାନଙ୍କେର କୁକର୍ମ ପାଇଁ ପ୍ରତି ରୋଧ କର। ପରମେଶ୍ବର, ଦଖାଇେ ଦିଅ ୟେ, ତୁମ୍ଭେ ମାେ ପାଇଁ ସତ୍ଯ ଅଟ ଏବଂ ସମାନଙ୍କେୁ ଧ୍ବଂସ କର।

fullscreen6 ମୁଁ ସ୍ବଇଚ୍ଛାରେ ନବୈେଦ୍ଯ ନଇେ ତୁମ୍ଭ ଉଦ୍ଦେଶ୍ଯରେ ଦବେି। ସଦାପଭ୍ରୁ ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।

1 Save me, O God, by thy name, and judge me by thy strength.

2 Hear my prayer, O God; give ear to the words of my mouth.

3 For strangers are risen up against me, and oppressors seek after my soul: they have not set God before them. Selah.

4 Behold, God is mine helper: the Lord is with them that uphold my soul.

5 He shall reward evil unto mine enemies: cut them off in thy truth.

6 I will freely sacrifice unto thee: I will praise thy name, O Lord; for it is good.

Psalm 54 in Tamil and English

1 ହେ ପରମେଶ୍ବର, ତୁମ୍ଭ ଶକ୍ତି ପ୍ରଦର୍ଶନ କରି, ମାେତେ ରକ୍ଷା କର। ତୁମ୍ଭ ମହାପରାକ୍ରମ ଶକ୍ତି, ବ୍ଯବହାର କରି ପ୍ରମାଣ କର ୟେ, ମୁଁ ନିରୀହ।
Save me, O God, by thy name, and judge me by thy strength.

2 ହେ ପରମେଶ୍ବର, ମାରେ ପ୍ରାର୍ଥନା ଶୁଣ। ମାହେର ଗୁହାରି ଶୁଣ।
Hear my prayer, O God; give ear to the words of my mouth.

3 ଅପରିଚିତ ଲୋକମାନେ କହେି ପରମେଶ୍ବରଙ୍କୁ ଉପାସନା କରନ୍ତି ନାହିଁ। ପରାକ୍ରମଶାଳୀ ଲୋକମାନେ ମାେତେ ହତ୍ଯା କରିବା ପାଇଁ ଚେଷ୍ଟା କରୁଛନ୍ତି।
For strangers are risen up against me, and oppressors seek after my soul: they have not set God before them. Selah.

4 ଦେଖ, ପରମେଶ୍ବର ମାେତେ ସାହାୟ୍ଯ କରିବେ, ମାରେ ପ୍ରଭୁ ମାରେ ସମର୍ଥନ କରିବେ।
Behold, God is mine helper: the Lord is with them that uphold my soul.

5 ପରମେଶ୍ବର ମାରେ ଶତ୍ରୁମାନଙ୍କୁ ସମାନଙ୍କେର କୁକର୍ମ ପାଇଁ ପ୍ରତି ରୋଧ କର। ପରମେଶ୍ବର, ଦଖାଇେ ଦିଅ ୟେ, ତୁମ୍ଭେ ମାେ ପାଇଁ ସତ୍ଯ ଅଟ ଏବଂ ସମାନଙ୍କେୁ ଧ୍ବଂସ କର।
He shall reward evil unto mine enemies: cut them off in thy truth.

6 ମୁଁ ସ୍ବଇଚ୍ଛାରେ ନବୈେଦ୍ଯ ନଇେ ତୁମ୍ଭ ଉଦ୍ଦେଶ୍ଯରେ ଦବେି। ସଦାପଭ୍ରୁ ମୁଁ ତୁମ୍ଭର ନାମର ଗୁଣଗାନ କରିବି, କାରଣ ତୁମ୍ଭେ ଉତ୍ତମ ଅଟ।
I will freely sacrifice unto thee: I will praise thy name, O Lord; for it is good.