ଗୀତସଂହିତା 65:4 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 65 ଗୀତସଂହିତା 65:4

Psalm 65:4
କେତେ ଭାଗ୍ଯବାନ୍ ସମାନେେ, ଯେଉଁମାନଙ୍କୁ ତୁମ୍ଭେ ତୁମ୍ଭ ମନ୍ଦିରର ଅଗଣାରେ ରଖିବା ପାଇଁ ମନୋନୀତ କର। ତୁମ୍ଭ ପବିତ୍ର ମନ୍ଦିରରେ ଆମ୍ଭେ ଆଶୀର୍ବାଦର ଗୃହସହ ପରିପୂର୍ଣ୍ଣ ହେଉ।

Psalm 65:3Psalm 65Psalm 65:5

Psalm 65:4 in Other Translations

King James Version (KJV)
Blessed is the man whom thou choosest, and causest to approach unto thee, that he may dwell in thy courts: we shall be satisfied with the goodness of thy house, even of thy holy temple.

American Standard Version (ASV)
Blessed is the man whom thou choosest, and causest to approach `unto thee', That he may dwell in thy courts: We shall be satisfied with the goodness of thy house, Thy holy temple.

Bible in Basic English (BBE)
Happy is the man of your selection, to whom you give a resting-place in your house; we will be full of the good things out of your holy place.

Darby English Bible (DBY)
Blessed is he whom thou choosest and causest to approach: he shall dwell in thy courts. We shall be satisfied with the goodness of thy house, of thy holy temple.

Webster's Bible (WBT)
Iniquities prevail against me: as for our transgressions, thou shalt purge them away.

World English Bible (WEB)
Blessed is one whom you choose, and cause to come near, That he may live in your courts. We will be filled with the goodness of your house, Your holy temple.

Young's Literal Translation (YLT)
O the happiness of `him whom' Thou choosest, And drawest near, he inhabiteth Thy courts, We are satisfied with the goodness of Thy house, Thy holy temple.

Blessed
אַשְׁרֵ֤י׀ʾašrêash-RAY
is
the
man
whom
thou
choosest,
תִּֽבְחַ֣רtibĕḥartee-veh-HAHR
approach
to
causest
and
וּתְקָרֵב֮ûtĕqārēboo-teh-ka-RAVE
unto
thee,
that
he
may
dwell
יִשְׁכֹּ֪ןyiškōnyeesh-KONE
courts:
thy
in
חֲצֵ֫רֶ֥יךָḥăṣērêkāhuh-TSAY-RAY-ha
we
shall
be
satisfied
נִ֭שְׂבְּעָהniśbĕʿâNEES-beh-ah
with
the
goodness
בְּט֣וּבbĕṭûbbeh-TOOV
house,
thy
of
בֵּיתֶ֑ךָbêtekābay-TEH-ha
even
of
thy
holy
קְ֝דֹ֗שׁqĕdōšKEH-DOHSH
temple.
הֵיכָלֶֽךָ׃hêkālekāhay-ha-LEH-ha

Cross Reference

ଗୀତସଂହିତା 84:4
ଯେଉଁ ଲୋକମାନେ ତୁମ୍ଭ ପବିତ୍ର ମନ୍ଦିରରେ ବାସ କରନ୍ତି ସମାନେେ ଧନ୍ଯ, ସମାନେେ ସର୍ବଦା ତୁମ୍ଭର ପ୍ରଶଂସା କରୁଥିବେ।

ଗୀତସଂହିତା 36:8
ହେ ସଦାପ୍ରଭୁ, ସମାନେେ ତୁମ୍ଭର ନିବାସସ୍ଥଳୀରୁ ନୂତନ ବଳରେ ବଳୀଯାନ୍ ହୁଅନ୍ତି। ତୁମ୍ଭେ ତୁମ୍ଭର ନଦୀରୁ ସମାନଙ୍କେୁ ପାନ କରିବାକୁ ଦିଅ।

ଗୀତସଂହିତା 33:12
ଯେଉଁ ଲୋକମାନେ ସଦାପ୍ରଭୁଙ୍କୁ ମାନନ୍ତି ସମାନେେ ସମସ୍ତେ ଭାଗ୍ଯଶାଳୀ ଅଟନ୍ତି। କାରଣ ପରମେଶ୍ବର ସମାନଙ୍କେୁ ସ୍ବତନ୍ତ୍ର ଭାବରେ ବିବଚେନା କରନ୍ତି।

ଗୀତସଂହିତା 63:5
ୟମେନ୍ତ ମଦେ ଓ ମଜ୍ଜା, ସହେିପରି ମାରେ ପ୍ରାଣ ପରିତୃପ୍ତ ହବେ। ମାେ ଆନନ୍ଦିତ ଓଷ୍ଠାଧାରରେ ତୁମ୍ଭର ପ୍ରଶଂସା କରିବି।

ଗୀତସଂହିତା 4:3
ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ଯକ୍ତିମାନଙ୍କ କଥା ଶୁଣନ୍ତି। ତଣେୁ ସେ ମାେ କଥା ମଧ୍ଯ ଶୁଣନ୍ତି, ମୁଁ ଯେତବେେଳେ ତାଙ୍କୁ ପ୍ରାର୍ଥନା କରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:3
ମୁଁ ସିଂହାସନରୁ ଏକ ଉଚ୍ଚ ସ୍ବର ଶୁଣିଲି। ସହେି ସ୍ବର କହିଲା, ବର୍ତ୍ତମାନ ପରମେଶ୍ବରଙ୍କର ବାସସ୍ଥାନ ଲୋକମାନଙ୍କ ପାଖ ରେ ଅଛି। ସେ ସମାନଙ୍କେ ସହିତ ରହିବେ। ସମାନେେ ତାହାଙ୍କର ଲୋକ ହବେେ। ପରମେଶ୍ବର ନିଜେ ସମାନଙ୍କେ ସହିତ ରହିବେ ଓ ସମାନଙ୍କେର ପରମେଶ୍ବର ହବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:16
ସହେି ଲୋକମାନେ ଆଉ କବେେ କ୍ଷୁଧିତ ହବେେ ନାହିଁ। ସମାନେେ କଦାପି ତୃଷାର୍ତ୍ତ ହବେେ ନାହିଁ। ସୂର୍ୟ୍ଯ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସମାନଙ୍କେୁ ଡ଼ାକିପାରିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:12
ଯେ ବିଜଯୀ ହୁଏ, ତାହାକୁ ମୁଁ ମାରେ ପରମେଶ୍ବରଙ୍କ ମନ୍ଦିର ରେ ଗୋଟିଏ ସ୍ତମ୍ଭ ସ୍ବରୂପ ରଖିବି। ସେ କଦାପି ସଠାରୁେ ସ୍ଥାନଚ୍ଯୁତ ହବେ ନାହିଁ। ମୁଁ ସହେି ଲୋକ ଉପରେ ପରମେଶ୍ବରଙ୍କ ନାମ ଲେଖିବି। ମାେ ପରମେଶ୍ବରଙ୍କର ନଗରର ନାମ ମଧ୍ଯ ମୁଁ ତା' ଉପରେ ଲେଖିବି। ଏହି ନଗରର ନାମ ନୂତନ ୟିରୁଶାଲମ। ସହେି ନଗର ମାହେର ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ଆସୁଅଛି। ମୁଁ ମାରେନୂତନ ନାମ ମଧ୍ଯ ସହେି ଲୋକ ଉପରେ ଲେଖିବି।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:4
ଖ୍ରୀଷ୍ଟଙ୍କଠା ରେ, ଜଗତର ସୃଷ୍ଟି ପୂର୍ବରୁ ପରମେଶ୍ବର ଆମ୍ଭକୁ ତାହାଙ୍କ ସମ୍ମୁଖ ରେ ପବିତ୍ର ଓ ନିର୍ଦ୍ ଦୋଷ ହବୋ ପାଇଁ ଆଦର ରେ ବାଛି ଥିଲେ।

ଗୀତସଂହିତା 106:4
ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟାକଲା ସମଯରେ ମାେତେ ଟିକେ ମନେ ପକାଅ। ମାେତେ ମଧ୍ଯ ଉଦ୍ଧାର କରିବାକୁ ମନେପକାଅ।

ଗୀତସଂହିତା 24:7
ହେ ନଗର ଫାଟକ ତୁମ୍ଭର ମସ୍ତକ ଟକେ। ହେ ପ୍ରାଚୀନ କବାଟ ସବୁ ଖୋଲ ଏବଂ ତହିଁରେ ଗୌରବମଯ ରାଜା ପ୍ରବେଶ କରିବେ।

ଗୀତସଂହିତା 23:6
ନିଶ୍ଚଯ ଧାର୍ମିକତା, ମଙ୍ଗଳ ଓ ଦୟା ମାରେ ଅବଶିଷ୍ଟ ଜୀବନର ପଶ୍ଚାତ୍ଗାମୀ ହବେ। ମୁଁ ଶଷେରେ ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ସବୁଦିନ ପାଇଁ ବାସ କରିବି।

ଗୀତସଂହିତା 17:15
ମୁଁ ନ୍ଯାଯ ପାଇଁ ଏସବୁ ପ୍ରାର୍ଥନା କରୁଛି। ତଣେୁ ମୁଁ ନିଶ୍ଚଯ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ଯନ୍ତ ତୃପ୍ତ ହବେି।

ଗୀତସଂହିତା 15:1
ହେ ସଦାପ୍ରଭୁ, କିଏ ତୁମ୍ଭର ପବିତ୍ର ତମ୍ବୁରେ ବାସ କରି ପାରିବ ? କିଏ ତୁମ୍ଭର ପବିତ୍ର ପର୍ବତରେ ବାସ କରିବ ?

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:13
ଭାଇ ଓ ଭଉଣୀମାନେ ! ପ୍ରଭୁ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି। ସେ ତୁମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ପ୍ରଥମରୁ ବାଛିଛନ୍ତି। ଅତଏବ ଆମ୍ଭେ ତୁମ୍ଭମାନଙ୍କ ପାଇଁ ସର୍ବଦା ପରମେଶ୍ବରଙ୍କୁ ଧନ୍ଯବାଦ ଦବୋ ଉଚିତ। ଆତ୍ମା ତୁମ୍ଭକୁ ପବିତ୍ର କରିବା ଯୋଗୁଁ ଓ ସତ୍ଯ ରେ ତୁମ୍ଭମାନଙ୍କର ବିଶ୍ବାସ ଥିବା ଯୋଗୁଁ ତୁମ୍ଭମାନେେ ଉଦ୍ଧାର ପାଇଛ।

ଯିରିମିୟ 31:25
କାରଣ ଆମ୍ଭେ କ୍ଲାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।

ଯିରିମିୟ 31:12
ପୁଣି ସମାନେେ ଆସ ସିୟୋନ୍ର ପର୍ବତ ରେ ଗାନ କରିବେ ଓ ସୋର୍ତତୁଲ୍ଯ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ଯ, ଦ୍ରାକ୍ଷାରସ, ତଲେ, ପଲର ମଷେଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସମାନଙ୍କେର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ଯ ହବେ। ସମାନେେ ଆଉ ଦୁଃଖୀ ହବେେ ନାହିଁ।

ଗୀତସଂହିତା 135:4
ସଦାପ୍ରଭୁ ଆପଣା ନିମନ୍ତେ ୟାକୁବକୁ ମନୋନୀତ କଲେ। ସେ ନିଜର ଅତି ଆପଣା ଲୋକ ହବୋ ପାଇଁ ସେ ଇଶ୍ରାୟେଲକୁ ମନୋନୀତ କଲେ।

ଗୀତସଂହିତା 78:70
ପରମେଶ୍ବର ଦାଉଦଙ୍କୁ ତାଙ୍କର ବିଶଷେ ଦାସରୂପେ ମନୋନୀତ କଲେ ଓ ମଷେ ଜଗିବା କାମରୁ ଆଣି ତାଙ୍କୁ ଗ୍ରହଣ କଲେ।