Psalm 70

fullscreen1 ହେ ପରମେଶ୍ବର, ମାେତେ ରକ୍ଷା କର ! ହେ ପରମେଶ୍ବର, ମାେତେ ଶୀଘ୍ର ଉତ୍ତର କର !

fullscreen2 ଲୋକମାନେ ମାେତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି। ସମାନଙ୍କେୁ ନିରାଶ ଓ ଅପମାନିତ କର ! ଲୋକମାନେ ମାରେ କ୍ଷତି କରିବା ପାଇଁ ଚାହୁଁଛନ୍ତି। ମୁଁ ଆଶାକରେ ତାଙ୍କୁ ଲଜ୍ଜା ଦଇେ ବିଦାକର।

fullscreen3 ଲୋକମାନେ ମାେତେ ପରିହାସ କରନ୍ତି। ସମାନେେ ସମାନଙ୍କେର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।

fullscreen4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ବଷେଣ କରନ୍ତି, ସମାନେେ ବହୁତ ଉଲ୍ଲସିତ ଓ ଖୁସି ହୁଅନ୍ତି। ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି, ସର୍ବଦା କହିବେ, ପରମେଶ୍ବର ମହାନ ଅଟନ୍ତି।

fullscreen5 ମୁଁ ଏକ ନିଃସହାୟ ଲୋକ। ହେ ପରମେଶ୍ବର, ଶୀଘ୍ର ମାେତେ ଉଦ୍ଧାର କର ! ହେ ପରମେଶ୍ବର !ତୁମ୍ଭେ ହିଁ କବଳେ ମାରେ ସହାୟ ଓ ରକ୍ଷା କର। ସଦାପ୍ରଭୁ ବିଳମ୍ବ କର ନାହିଁ।

1 Make haste, O God, to deliver me; make haste to help me, O Lord.

2 Let them be ashamed and confounded that seek after my soul: let them be turned backward, and put to confusion, that desire my hurt.

3 Let them be turned back for a reward of their shame that say, Aha, aha.

4 Let all those that seek thee rejoice and be glad in thee: and let such as love thy salvation say continually, Let God be magnified.

5 But I am poor and needy: make haste unto me, O God: thou art my help and my deliverer; O Lord, make no tarrying.

Psalm 70 in Tamil and English

1 ହେ ପରମେଶ୍ବର, ମାେତେ ରକ୍ଷା କର ! ହେ ପରମେଶ୍ବର, ମାେତେ ଶୀଘ୍ର ଉତ୍ତର କର !
Make haste, O God, to deliver me; make haste to help me, O Lord.

2 ଲୋକମାନେ ମାେତେ ମାରିବା ପାଇଁ ଚେଷ୍ଟା କରୁଛନ୍ତି। ସମାନଙ୍କେୁ ନିରାଶ ଓ ଅପମାନିତ କର ! ଲୋକମାନେ ମାରେ କ୍ଷତି କରିବା ପାଇଁ ଚାହୁଁଛନ୍ତି। ମୁଁ ଆଶାକରେ ତାଙ୍କୁ ଲଜ୍ଜା ଦଇେ ବିଦାକର।
Let them be ashamed and confounded that seek after my soul: let them be turned backward, and put to confusion, that desire my hurt.

3 ଲୋକମାନେ ମାେତେ ପରିହାସ କରନ୍ତି। ସମାନେେ ସମାନଙ୍କେର ଲଜ୍ଜାର କାରଣ ପାଇଁ ଆସିପାରନ୍ତି।
Let them be turned back for a reward of their shame that say, Aha, aha.

4 ମୁଁ ଆଶାକରେ ଯେଉଁମାନେ ତୁମ୍ଭଙ୍କୁ ଅନ୍ବଷେଣ କରନ୍ତି, ସମାନେେ ବହୁତ ଉଲ୍ଲସିତ ଓ ଖୁସି ହୁଅନ୍ତି। ଯେଉଁମାନେ ତୁମ୍ଭର ପରିତ୍ରାଣକୁ ଆଶା କରନ୍ତି, ସର୍ବଦା କହିବେ, ପରମେଶ୍ବର ମହାନ ଅଟନ୍ତି।
Let all those that seek thee rejoice and be glad in thee: and let such as love thy salvation say continually, Let God be magnified.

5 ମୁଁ ଏକ ନିଃସହାୟ ଲୋକ। ହେ ପରମେଶ୍ବର, ଶୀଘ୍ର ମାେତେ ଉଦ୍ଧାର କର ! ହେ ପରମେଶ୍ବର !ତୁମ୍ଭେ ହିଁ କବଳେ ମାରେ ସହାୟ ଓ ରକ୍ଷା କର। ସଦାପ୍ରଭୁ ବିଳମ୍ବ କର ନାହିଁ।
But I am poor and needy: make haste unto me, O God: thou art my help and my deliverer; O Lord, make no tarrying.