Psalm 71:14
କିନ୍ତୁ ମାେ ପକ୍ଷରେ ମୁଁ ନିରନ୍ତର ତୁମ୍ଭ ଉପରେ ବିଶ୍ବାସ ରଖିବି। ଏବଂ ମୁଁ ତୁମ୍ଭକୁ ଅଧିକ ପ୍ରଶଂସା କରିବା ପାଇଁ ପ୍ରସ୍ତୁତ ହବେି।
Psalm 71:14 in Other Translations
King James Version (KJV)
But I will hope continually, and will yet praise thee more and more.
American Standard Version (ASV)
But I will hope continually, And will praise thee yet more and more.
Bible in Basic English (BBE)
But I will go on ever hoping, and increasing in all your praise.
Darby English Bible (DBY)
But as for me, I will hope continually, and will praise thee yet more and more.
Webster's Bible (WBT)
But I will hope continually, and will yet praise thee more and more.
World English Bible (WEB)
But I will always hope, And will add to all of your praise.
Young's Literal Translation (YLT)
And I continually do wait with hope, And have added unto all Thy praise.
| But I | וַ֭אֲנִי | waʾănî | VA-uh-nee |
| will hope | תָּמִ֣יד | tāmîd | ta-MEED |
| continually, | אֲיַחֵ֑ל | ʾăyaḥēl | uh-ya-HALE |
| praise yet will and | וְ֝הוֹסַפְתִּ֗י | wĕhôsaptî | VEH-hoh-sahf-TEE |
| thee more and more. | עַל | ʿal | al |
| כָּל | kāl | kahl | |
| תְּהִלָּתֶֽךָ׃ | tĕhillātekā | teh-hee-la-TEH-ha |
Cross Reference
ଯୋହନଙ୍କ ପ୍ରଥମ ପତ୍ର 3:3
ଖ୍ରୀଷ୍ଟ ପବିତ୍ର। ଯେ କହେି ଖ୍ରୀଷ୍ଟଙ୍କଠା ରେ ଆଶା ରେଖ, ସେ ଖ୍ରୀଷ୍ଟଙ୍କ ଭଳି ନିଜକୁ ପବିତ୍ର ରେଖ।
ଯିରିମିୟଙ୍କ ବିଳାପ 3:26
ସଦାପ୍ରଭୁଙ୍କ ଦ୍ବାରା ମୁକ୍ତି ପ୍ରାପ୍ତ ପାଇଁ ଶାନ୍ତ ଭାବରେ ଅପେକ୍ଷା କରିବା ଜଣକ ପ୍ରତି କଲ।
ପିତରଙ୍କ ପ୍ରଥମ ପତ୍ 1:13
ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:35
ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:10
ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭମାନେେ ପ୍ରକୃତ ରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସମାନଙ୍କେୁ ଅଧିକରୁ ଅଧିକ ଭଲ ପାଇବାରୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:9
ତୁମ୍ଭମାନଙ୍କ ପାଇଁ ମାରେପ୍ରାର୍ଥନା ଏହି ଯେ :
ଯିରିମିୟଙ୍କ ବିଳାପ 3:21
ଏହା ମୁଁ ସ୍ମରଣ କରୁଛି, ଏଥିପାଇଁ ଏପର୍ୟ୍ଯନ୍ତ ମାରେଆଶା ଅଛି।
ଗୀତସଂହିତା 130:7
ହେ ଇଶ୍ରାୟେଲ, ସଦାପ୍ରଭୁଙ୍କଠାରେ ଭରସା ରଖ। ସଦାପ୍ରଭୁ ହେଉଛନ୍ତି ଜଣେ, ୟିଏକି ବିଶ୍ବାସୀ ଏବଂ ସତ୍ଯ ଅଟନ୍ତି। ତାଙ୍କଠାରେ ମୁକ୍ତି କରିବାର ଶକ୍ତି ଅଛି।
ଗୀତସଂହିତା 43:5
ହେ ମାରେ ପ୍ରାଣ, କାହିଁକି ଏତେ ଦୁଃଖିତ। ମୁଁ କାହିଁକି ଏତେ ଅଧୀର ହେଉଛି। ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ତାଙ୍କୁ ପ୍ରଶଂସା କରିବା ପାଇଁ ମୁଁ ନିଶ୍ଚଯ ସୁଯୋଗ ପାଇବି। ସେ ମାେତେ ରକ୍ଷା କରିବେ।
ଗୀତସଂହିତା 71:6
ଗର୍ଭରେ ଥିବା ସମଯରେ ମୁଁ ତୁମ୍ଭ ଉପରେ ନିର୍ଭରଶୀଳ ଥିଲି। ମାତାର ଗର୍ଭରୁ ତୁମ୍ଭେ ମାେତେ ନିରାପତ୍ତା ସହିତ ଆଣିଲ। ମୁଁ ତୁମ୍ଭକୁ ପ୍ରତିଦିନ ପ୍ରଶଂସା କରିଛି।
ଆୟୁବ ପୁସ୍ତକ 13:15
ସେ ମାେତେ ମାରି ଦଇେ ପାରନ୍ତି, ମୁଁ ଭରସା ବିହିନ। ତଥାପି ତାଙ୍କ ସମ୍ମୁଖ ରେ ମାରେ ପକ୍ଷ ପ୍ରସ୍ତୁତ କରିବି।
ପିତରଙ୍କ ଦିତୀୟ ପତ୍ର 3:18
କିନ୍ତୁ ଆମ୍ଭ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଜ୍ଞାନ ଓ ଅନୁଗ୍ରହ ରେ ବୃଦ୍ଧି ପାଅ। ତାହାଙ୍କର ମହିମା ବର୍ତ୍ତମାନ ଓ ସଦାସର୍ବଦା ରହିଥାଉ। ଆମେନ୍।