Psalm 73:16
ମୁଁ ଏହିକଥା ବୁଝିବାକୁ ବହୁତ ଚେଷ୍ଟା କଲି, କିନ୍ତୁ ଏହା ବୁଝିବା ମାେ ପାଇଁ ଅତି କଷ୍ଟକର ଥିଲା।
Psalm 73:16 in Other Translations
King James Version (KJV)
When I thought to know this, it was too painful for me;
American Standard Version (ASV)
When I thought how I might know this, It was too painful for me;
Bible in Basic English (BBE)
When my thoughts were turned to see the reason of this, it was a weariness in my eyes;
Darby English Bible (DBY)
When I thought to be able to know this, it was a grievous task in mine eyes;
Webster's Bible (WBT)
When I thought to know this, it was too painful for me;
World English Bible (WEB)
When I tried to understand this, It was too painful for me;
Young's Literal Translation (YLT)
And I think to know this, Perverseness it `is' in mine eyes,
| When I thought | וָֽ֭אֲחַשְּׁבָה | wāʾăḥaššĕbâ | VA-uh-ha-sheh-va |
| to know | לָדַ֣עַת | lādaʿat | la-DA-at |
| this, | זֹ֑את | zōt | zote |
| it | עָמָ֖ל | ʿāmāl | ah-MAHL |
| was too painful | ה֣יּא | hy | h |
| for me; | בְעֵינָֽי׃ | bĕʿênāy | veh-ay-NAI |
Cross Reference
ଉପଦେଶକ 8:17
ସେତବେେଳେ ମୁଁ ପରମେଶ୍ବରଙ୍କର ସକଳ କାର୍ୟ୍ଯ ବିଷଯ ଦେଖିଲି, ମୁଁ ଦେଖିଲି ଯେ, ମନୁଷ୍ଯ ସୂର୍ୟ୍ଯ ତଳେ ଯାହା ଘଟେ ବୁଝିପା ରେ ନାହିଁ। କାରଣ ସେ ଏହା ବୁଝିବା ପାଇଁ ଯେତେ କଠିନ କାର୍ୟ୍ଯ କଲେ ମଧ୍ଯ ସେ ତାହା ବୁଝିବାକୁ ସକ୍ଷମ ହବେେ ନାହିଁ। ଏବଂ ଯଦି ଜଣେ ଜ୍ଞାନୀ ଲୋକ, ସେ ବୁଝିଛି ବୋଲି କ ହେ, ପ୍ରକୃତ ରେ ସେ ବୁଝି ନ ଥାଏ।
ଗୀତସଂହିତା 36:6
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ଯ ଅଧିକ ଉଚ୍ଚ ତୁମ୍ଭର ନ୍ଯାଯପ୍ରିଯତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ଯ ଓ ପଶୁମାନଙ୍କୁ ରକ୍ଷା କର।
ଗୀତସଂହିତା 39:6
ଆମ୍ଭର ଜୀବନ ହେଉଛି ଏକ ଦର୍ପଣର ପ୍ରତିବିମ୍ବ ସଦୃଶ। ଆମ୍ଭେ ଜୀବନସାରା ବସ୍ତୁ ପଛରେ ଧାଇଁ ଧାଇଁ କଟାଇ ଦେଉ। କିନ୍ତୁ ଆମ୍ଭେ ଜାଣୁନା ଆମ୍ଭର ମୃତ୍ଯୁପରେ ସେ ସବୁକୁ କିଏ ପାଇବ।
ଗୀତସଂହିତା 77:19
ହେ ପରମେଶ୍ବର, ସମୁଦ୍ରରେ ତୁମ୍ଭେ ପାଦରେ ଚାଲି ପାର କିନ୍ତୁ ତୁମ୍ଭର ପାଦ ଚିହ୍ନ ଦଖାଗେଲା ନାହିଁ।
ଗୀତସଂହିତା 97:2
ମେଘମାଳ ଓ ଅନ୍ଧାର ସଦାପ୍ରଭୁଙ୍କ ଚତୁର୍ଦ୍ଦିଗରେ ଥାଏ। ଧର୍ମ ଓ ନ୍ଯାଯ ତାହାଙ୍କ ସିଂହାସନର ମୂଳଭିତ୍ତି।
ହିତୋପଦେଶ 30:2
ମୁଁ ହେଉଛି ପୃଥିବୀର ସବୁଠାରୁ ନିର୍ବୋଧ ଲୋକ। ମାଠାେ ରେ ମନୁଷ୍ଯର ବିବଚେନା ନାହିଁ।
ଲୂକଲିଖିତ ସୁସମାଚାର 18:32
ତାହାଙ୍କ ଲୋକମାନେ ତାହାଙ୍କୁ ବିଧର୍ମୀମାନଙ୍କ ହାତ ରେ ଦଇେ ଦବେେ। ତାହାଙ୍କୁ ଉପହାସ କରାୟିବ। ଲୋକେ ତାହାଙ୍କୁ ଅପମାନ ଦବେେ ଓ ତାହାଙ୍କୁ ଉପରକୁ ଛପେ ପକାଇବେ।
ଯୋହନଲିଖିତ ସୁସମାଚାର 16:18
ଶିଷ୍ଯମାନେ ପଚାରିଲେ, ତାହାଙ୍କ କହିବା ଅନୁସାରେ ସହେି 'ଅଳ୍ପ ସମୟର ଅର୍ଥ କ'ଣ?' ସେ ଏପରି କ'ଣ କହୁଛନ୍ତି ଆମ୍ଭେ ବୁଝିପାରୁନାହୁଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:33
ପରମେଶ୍ବରଙ୍କ ଧନ ବହୁତ ମହାନ୍! ତାଙ୍କ ବୁଦ୍ଧି ଓ ଜ୍ଞାନର ସୀମା ନାହିଁ! ସେ ନିଷ୍ପତ୍ତିକିପରି ନିଅନ୍ତି କହେି ବୁଝାଇ ପାରିବ ନାହିଁ।