ଗୀତସଂହିତା 94:8 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 94 ଗୀତସଂହିତା 94:8

Psalm 94:8
ହେ ପଶୁବତ୍ ଲୋକମାନେ, ତୁମ୍ଭେ କବେେ ବୁଦ୍ଧି ପାଇବ ? ହେ ନିର୍ବୋଧ ଅଧର୍ମକାରୀ ଲୋକ, ଚେଷ୍ଟାକର ଏବଂ ବୁଝ।

Psalm 94:7Psalm 94Psalm 94:9

Psalm 94:8 in Other Translations

King James Version (KJV)
Understand, ye brutish among the people: and ye fools, when will ye be wise?

American Standard Version (ASV)
Consider, ye brutish among the people; And ye fools, when will ye be wise?

Bible in Basic English (BBE)
Give your mind to my words, you who are without wisdom among the people; you foolish men, when will you be wise?

Darby English Bible (DBY)
Understand, ye brutish among the people; and ye fools, when will ye be wise?

World English Bible (WEB)
Consider, you senseless among the people; You fools, when will you be wise?

Young's Literal Translation (YLT)
Consider, ye brutish among the people, And ye foolish, when do ye act wisely?

Understand,
בִּ֭ינוּbînûBEE-noo
ye
brutish
בֹּעֲרִ֣יםbōʿărîmboh-uh-REEM
among
the
people:
בָּעָ֑םbāʿāmba-AM
fools,
ye
and
וּ֝כְסִילִ֗יםûkĕsîlîmOO-heh-see-LEEM
when
מָתַ֥יmātayma-TAI
will
ye
be
wise?
תַּשְׂכִּֽילוּ׃taśkîlûtahs-KEE-loo

Cross Reference

ଗୀତସଂହିତା 92:6
ପଶୁବତ୍ ଲୋକମାନେ ଏହାକୁ ଜାଣି ନାହାଁନ୍ତି, କିଅବା ନିର୍ ବୋଧମାନେ ବୁଝନ୍ତି ନାହିଁ।

ଗୀତସଂହିତା 49:10
ଦେଖ !ବୁଦ୍ଧିମାନ୍ ଲୋକମାନେ ମୃତ୍ଯୁବରଣ କରନ୍ତି, ୟମେିତିକି ମୂର୍ଖ ଓ ନିର୍ ବୋଧ ଲୋକମାନେ ମୃତ୍ଯୁବରଣ କରନ୍ତି ଓ ନିଜର ସମ୍ପତ୍ତି ଅନ୍ୟ ପାଇଁ ଛାଡ଼ି ୟାଆନ୍ତି।

ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3:3
ଅତୀତ ରେ ଆମ୍ଭେ ମଧ୍ଯ ମୂର୍ଖ ଥିଲୁ। ଆମ୍ଭେ ଆଜ୍ଞାପାଳନ କରୁ ନ ଥିଲୁ, ଭୁଲ କାମ କରୁଥିଲୁ, ଆମ୍ଭେ ସମସ୍ତ ପ୍ରକାର ଶାରୀରିକ କାମନା ଓ ଭୋଗର ଦାସ ଥିଲୁ। ଆମ୍ଭେ ଇର୍ଷାଳୁ ଓ ଦ୍ବଷେପୂର୍ଣ୍ଣ ଜୀବନ ଯାପନ କରୁଥିଲୁ। ଲୋକେ ଆମ୍ଭକୁ ଘୃଣା କରୁଥିଲେ ଓ ଆମ୍ଭେ ପରସ୍ପରକୁ ଘୃଣା କରୁଥିଲୁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:11
ବୁଝିବା ଲୋକ ଜଣେ ମଧ୍ଯ ନାହିଁ, ପରମେଶ୍ବରଙ୍କୁ ପ୍ରକୃତ ରେ ଖାଜେୁଥିବା ଲୋକ ଜଣେ ନାହିଁ।

ଯିରିମିୟ 10:8
ଅନ୍ୟ ଦେଶୀଯମାନେ ସମସ୍ତେ ନିର୍ ବୋଧ ଓ ଅଜ୍ଞାନ। ସମାନଙ୍କେର ମୂର୍ତ୍ତିଗୁଡ଼ିକର ଶିକ୍ଷା ମୂଲ୍ଯହୀନ। ସହେି ମୂର୍ତ୍ତିଗୁଡ଼ିକ କବଳେ କାଷ୍ଠ ମାତ୍ର।

ଯିରିମିୟ 8:6
ଆମ୍ଭେ ସମାନଙ୍କେ କଥା ମନୋୟୋଗ ସହକା ରେ ଶୁଣିଲେ ମଧ୍ଯ ସମାନେେ ନ୍ଯାଯକଥା କହିଲେ ନାହିଁ। ସମାନେେ ସମାନଙ୍କେର ପାପଲାଗି ଅନୁତପ୍ତ ନୁହଁନ୍ତି। ଯେପରି ଉର୍ଦ୍ଧ୍ବଶ୍ବାସ ରେ ଅଶ୍ବ ପୃଷ୍ଠ ରେ ଧାବମାନ ହୁଏ ସମାନେେ ସହେିପରି ଆପଣା ଆପଣା ପଥରେ ଦୌଡ଼ନ୍ତି।

ଯିଶାଇୟ 27:11
ଦ୍ରାକ୍ଷାଗଛ ରେ ଡ଼ାଳ ଶୁଷ୍କ ହେଲେ ଭଙ୍ଗାୟିବ। ସ୍ତ୍ରୀ ଲୋକମାନେ ତାକୁ ଜାଳଣେି ରୂପେ ବ୍ଯବହାର କରିବେ।

ହିତୋପଦେଶ 12:1
ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।

ହିତୋପଦେଶ 8:5
ଯଦି ତୁମ୍ଭମାନଙ୍କର ଅଭିଜ୍ଞତା ନାହିଁ, ତୁମ୍ଭେ ଜ୍ଞାନୀ ହୁଅ। ହେ ନିର୍ବୋଧମାନେ, ତୁମ୍ଭମାନେେ ସୁବିବଚେନା କର।

ହିତୋପଦେଶ 1:22
ହେ ନିର୍ବୋଧଗଣ। କେତକୋଳ ପର୍ୟ୍ଯନ୍ତ ତୁମ୍ଭେ ନିରର୍ଥକ କାର୍ୟ୍ଯ କରିବାକୁ ଭଲ ପାଇବ ? କେତକୋଳ ପର୍ୟ୍ଯନ୍ତ ନିନ୍ଦୁକ ଜ୍ଞାନକୁ ପରିହାସ କରିବ ? ହେ ମୂର୍ଖମାନେ ଆଉ କେତକୋଳ ବିଦ୍ଯାକୁ ଘୃଣା କରିବ ?

ଗୀତସଂହିତା 73:22
ପରମେଶ୍ବର ମୁଁ ତୁମ୍ଭ ଉପରେ ରାଗି ନିର୍ ବୋଧ ପଶୁ ପରି ବ୍ଯବହାର କରିଛି।

ଦିତୀୟ ବିବରଣ 32:29
ଯଦି ସମାନେେ ବକ୍ସ୍ଟଦ୍ଧିଆ ହୁଅନ୍ତେ ସମାନେେ ବକ୍ସ୍ଟଝିପାରନ୍ତେ, ସମାନେେ ଜାଣିପାରନ୍ତେ କ'ଣ ଘଟିବାକକ୍ସ୍ଟ ଯାଉଛି ସମାନଙ୍କେ ପାଇଁ।