ଗୀତସଂହିତା 96:3 in Oriya

ଓଡିଆ ଓଡିଆ ବାଇବେଲ ଗୀତସଂହିତା ଗୀତସଂହିତା 96 ଗୀତସଂହିତା 96:3

Psalm 96:3
ଜାତିମାନଙ୍କୁ କୁହ ୟେ, ପରମେଶ୍ବର ଆଶ୍ଚର୍ୟ୍ଯଜନକ ଅଟନ୍ତି। ପରମେଶ୍ବରଙ୍କ ପ୍ରକୃତ ଆଶ୍ଚର୍ୟ୍ଯ କର୍ମମାନ ବିଷଯରେ ସନ୍ତାନଗଣଙ୍କୁ କୁହ।

Psalm 96:2Psalm 96Psalm 96:4

Psalm 96:3 in Other Translations

King James Version (KJV)
Declare his glory among the heathen, his wonders among all people.

American Standard Version (ASV)
Declare his glory among the nations, His marvellous works among all the peoples.

Bible in Basic English (BBE)
Make clear his glory to the nations, and his wonders to all the peoples.

Darby English Bible (DBY)
Declare his glory among the nations, his wondrous works among all the peoples.

World English Bible (WEB)
Declare his glory among the nations, His marvelous works among all the peoples.

Young's Literal Translation (YLT)
Declare among nations His honour, Among all the peoples His wonders.

Declare
סַפְּר֣וּsappĕrûsa-peh-ROO
his
glory
בַגּוֹיִ֣םbaggôyimva-ɡoh-YEEM
heathen,
the
among
כְּבוֹד֑וֹkĕbôdôkeh-voh-DOH
his
wonders
בְּכָלbĕkālbeh-HAHL
among
all
הָֽ֝עַמִּ֗יםhāʿammîmHA-ah-MEEM
people.
נִפְלְאוֹתָֽיו׃niplĕʾôtāywneef-leh-oh-TAIV

Cross Reference

ଗୀତସଂହିତା 22:27
ଦୂର ଦୂରାନ୍ତ ଦେଶର ଲୋକମାନେ ସଦାପ୍ରଭୁଙ୍କୁ ସ୍ମରଣ ରଖି ତାଙ୍କ ନିକଟକୁ ଆସନ୍ତୁ। ବିଦେଶର ଲୋକମାନେ ତାଙ୍କୁ ପ୍ରଣାମ କରନ୍ତୁ।

ଲୂକଲିଖିତ ସୁସମାଚାର 24:47
ତୁମ୍ଭମାନେେ ଏସବୁ ଘଟଣା ଘଟିବାର ଦେଖିଲ। ତୁମ୍ଭମାନେେ ତା'ର ସାକ୍ଷୀ। ତୁମ୍ଭମାନେେ ଲୋକମାନଙ୍କ ପାଖକୁ ଯାଇ କୁହ । ଯେ ସମାନଙ୍କେର ପାପ ଗୁଡିକୁ କ୍ଷମା କରାଯାଇ ପାରିବ। ସମାନଙ୍କେୁ କୁହ ଯେ, ସମାନେେ ନିଜର ହୃଦୟ ପରିବର୍ତ୍ତନ କରନ୍ତୁ ଏବଂ ନିଜର ପାପ ପାଇଁ ଦୁଃଖ ଅନୁଭବ କରନ୍ତୁ।

ମାଥିଉଲିଖିତ ସୁସମାଚାର 28:19
ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।

ଯିଖରିୟ 9:10
ଆମ୍ଭେ ଇଫ୍ରଯିମଠାରୁ ରଥକୁ କାଢି ନବୋ, ୟିରୁଶାଲମଠାରୁ ଅଶ୍ବ ୟୁଦ୍ଧ ରେ ବ୍ଯବହୃତ ଧନୁ କାଢି ନିଆୟିବ। ସହେି ରାଜା ଗୋଷ୍ଠୀଗଣଙ୍କ ନିକଟକୁ ଶାନ୍ତିର ସନ୍ଦେଶ ଆଣିବେ। ତାଙ୍କର ରାଜ୍ଯ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ୟ୍ଯନ୍ତ ଓ ଫରାତ୍ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ୟ୍ଯନ୍ତ ବିସ୍ତୁତ ହବେ।

ମୀଖା 4:2
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସଠାେକୁ ଯିବେ ଏବଂ କହିବେ,

ଦାନିଏଲ 6:26
ମୁଁ ଆଦେଶ ଦଲେି ଯେ, ମାରେରାଜ୍ଯସ୍ଥ ସମୁଦାଯ ପ୍ରଦେଶର ସମସ୍ତ ଲୋକମାନେ ଦାନିୟେଲଙ୍କ ପରମେଶ୍ବରଙ୍କୁ ଭୟ ଓ ଭକ୍ତି କରିବା ଉଚିତ୍।

ଦାନିଏଲ 4:1
ସମୁଦାଯ ପୃଥିବୀ ନିବାସୀ ୟାବତୀଯ ଗୋଷ୍ଠୀ, ଦେଶୀଯ ଓ ଭାଷାବାଦୀ ଲୋକମାନଙ୍କ ପ୍ରତି ନବୂଖଦ୍ନିତ୍ସର ରାଜାଙ୍କର ବିଜ୍ଞାପନ, ତୁମ୍ଭମାନଙ୍କର ବାହୁଲ୍ଯରୂପେ ଶାନ୍ତି ହେଉ।

ଯିଶାଇୟ 49:6
ପୁଣି ସଦାପ୍ରଭୁ କହିଲେ, ତୁମ୍ଭେ ଯାକୁବର ପରିବାରବର୍ଗକୁ ଉତ୍ଥାପନ କରିବା ପାଇଁ ଓ ଇଶ୍ରାୟେଲ ରକ୍ଷିତ ଲୋକମାନଙ୍କୁ ପୁନର୍ବାର ଆଣିବା ପାଇଁ ଆମ୍ଭର ସବେକ ହବେ ; ଏହା ଅତି କ୍ଷୁଦ୍ର ବିଷଯ ; ତୁମ୍ଭେ ଯେପରି ପୃଥିବୀର ଶଷେ ସୀମା ପର୍ୟ୍ଯନ୍ତ ଆମ୍ଭ କୃତ ପରିତ୍ରାଣ ସ୍ବରୂପ ହବେ, ସେଥିପାଇଁ ଆମ୍ଭେ ତୁମ୍ଭକୁ ଅନ୍ୟ ଦେଶୀଯମାନଙ୍କର ଦୀପ୍ତିସ୍ବରୂପ କରିବା।

ଯିଶାଇୟ 19:23
ସହେି ସମୟରେ ମିଶରରୁ ଅଶୂର ପର୍ୟ୍ଯନ୍ତ ଏକ ରାଜପଥ ନିର୍ମିତ ହବେ। ତା'ପ ରେ ଅଶୂରର ଲୋକମନେ ମିଶରକୁ ଆସିବେ ଓ ମିଶରର ଲୋକମାନେ ଅଶୂରକୁ ଯିବେ। ମିଶରର ଲୋକମାନେ ଅଶୂରର ଲୋକମାନଙ୍କ ସହିତ ପୂଜା କରିବେ।

ଗୀତସଂହିତା 117:1
ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର। ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 72:18
ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:6
ତା'ପରେ ମୁଁ ଆଉ ଏକ ଦୂତଙ୍କୁ ଉଚ୍ଚ ଆକାଶ ରେ ଉଡ଼ୁଥିବାର ଦେଖିଲି। ପୃଥିବୀର ସକଳ ବାସିନ୍ଦାମାନଙ୍କୁ ସମସ୍ତଦେଶ, ଜାତି, ଭାଷା ଓ ପ୍ରଜାତିର ଲୋକମାନଙ୍କୁ ଉପଦେଶ ଦବୋପାଇଁ ସହେି ସ୍ବର୍ଗଦୂତଙ୍କ ପାଖ ରେ ଏକ ଅନନ୍ତକାଳୀନ ସୁସମାଚାର ଥିଲା।