Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Psalm 98 KJV ASV BBE DBY WBT WEB YLT

Psalm 98 in Oriya WBT Compare Webster's Bible

Psalm 98

1 ସଦାପ୍ରଭୁଙ୍କ ଉଦ୍ଦେଶ୍ଯରେ ଏକ ନୂତନ ସଙ୍ଗୀତ ଗାନ କର। କାରଣ ସେ ଆଶ୍ଚର୍ୟ୍ଯ କର୍ମମାନ କରିଛନ୍ତି !

2 ତାଙ୍କର ପବିତ୍ର ଦକ୍ଷିଣ ହସ୍ତ ତାଙ୍କୁ ଆଉଥରେ ଗୌରବ ଆଣିଛ।

3 ସଦାପ୍ରଭୁ ତାଙ୍କର ଦାସଗଣଙ୍କୁ ରକ୍ଷା କରିବା ପାଇଁ ତାଙ୍କର ଶକ୍ତିକୁ ଜଣାଇଛନ୍ତି। ଜାତି ଉଦ୍ଦେଶ୍ଯରେ, ସଦାପ୍ରଭୁ ତାଙ୍କର ଉତ୍ତମତା ଦଖାଇେଛନ୍ତି।

4 ଇଶ୍ରାୟେଲୀୟମାନଙ୍କ ପ୍ରତି ପରମେଶ୍ବରଙ୍କ ପ୍ରମେ ଓ ବିଶ୍ବସ୍ତତା, ତାଙ୍କର ଅନୁସରଣକାରୀମାନେ ମନେ ରଖିଛନ୍ତି। ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ବରଙ୍କ ରକ୍ଷା କରିବାର ଶକ୍ତି ଦେଖିଛନ୍ତି।

5 ହେ ପୃଥିବୀର ପ୍ରେତ୍ୟକକ ଲୋକ ସଦାପ୍ରଭୁଙ୍କର ଜଯଧ୍ବନି କର। ସ୍ତୁତି ଗାନ ଶୀଘ୍ର ଆରମ୍ଭ୍ କର।

6 ବୀଣା ସହିତ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର, ବୀଣାର ମଧୁର ସଂଗୀତରେ ତାଙ୍କର ଗୁଣ ଗାନ କର।

7 ବଂଶୀ ବଜାଅ ଓ ଶିଙ୍ଗା ଫୁଙ୍କ। ଆମ୍ଭମାନଙ୍କର ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦ ଧ୍ବନି କର।

8 ସମୁଦ୍ର ଜଗତ ଓ ତହିଁର ଜୀବ ସକଳ ସମସ୍ତେ ଗାନ କର।

9 ନଦନଦୀଗଣ କରତାଳି ଦିଅ !ପର୍ବତଗଣ ଏକ ସଙ୍ଗେ ଆନନ୍ଦ ଧ୍ବନି କର। [10] ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କର। କାରଣ ସେ ଜଗତର ବିଚାର କରିବା ପାଇଁ ଆସୁଛନ୍ତି। ସେ ପୃଥିବୀର ଲୋକମାନଙ୍କୁ ଧର୍ମ ରୂପେ ବିଚାର ଓ ନ୍ଯାଯ କରିବେ।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close