Revelation 19

fullscreen1 ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :

fullscreen2 ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।

fullscreen3 ସମାନେେ ପୁଣି କହିଲେ :

fullscreen4 ତା'ପରେ ଚବିଶ ଜଣ ପ୍ରାଚୀନ ଓ ଚାରିଜଣ ଜୀବିତ ପ୍ରାଣୀ ସିଂହାସନ ରେ ଉପବିଷ୍ଟ ପରମେଶ୍ବରଙ୍କ ଆଗ ରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସମାନେେ କହିଲେ :

fullscreen5 ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା :

fullscreen6 ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ :

fullscreen7 ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି ; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।

fullscreen8 କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।

fullscreen9 ତା'ପରେ ଦୂତ ମାେତେ କହିଲେ, ଏହା ଲେଖ : ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।

fullscreen10 ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।

1 And after these things I heard a great voice of much people in heaven, saying, Alleluia; Salvation, and glory, and honour, and power, unto the Lord our God:

2 For true and righteous are his judgments: for he hath judged the great whore, which did corrupt the earth with her fornication, and hath avenged the blood of his servants at her hand.

3 And again they said, Alleluia. And her smoke rose up for ever and ever.

4 And the four and twenty elders and the four beasts fell down and worshipped God that sat on the throne, saying, Amen; Alleluia.

5 And a voice came out of the throne, saying, Praise our God, all ye his servants, and ye that fear him, both small and great.

6 And I heard as it were the voice of a great multitude, and as the voice of many waters, and as the voice of mighty thunderings, saying, Alleluia: for the Lord God omnipotent reigneth.

7 Let us be glad and rejoice, and give honour to him: for the marriage of the Lamb is come, and his wife hath made herself ready.

8 And to her was granted that she should be arrayed in fine linen, clean and white: for the fine linen is the righteousness of saints.

9 And he saith unto me, Write, Blessed are they which are called unto the marriage supper of the Lamb. And he saith unto me, These are the true sayings of God.

10 And I fell at his feet to worship him. And he said unto me, See thou do it not: I am thy fellowservant, and of thy brethren that have the testimony of Jesus: worship God: for the testimony of Jesus is the spirit of prophecy.

Revelation 19 in Tamil and English

1 ତା'ପରେ ମୁଁ ସ୍ବର୍ଗ ରେ ଅନକେ ଲୋକମାନଙ୍କର ସ୍ବର ଭଳି ଏକ ସ୍ବର ଶୁଣିଲି। ସମାନେେ କହୁଥିଲେ :
And after these things I heard a great voice of much people in heaven, saying, Alleluia; Salvation, and glory, and honour, and power, unto the Lord our God:

2 ତାହାଙ୍କର ବିଚାରଗୁଡ଼ିକ ସତ୍ଯ ଓ ଯଥାର୍ଥ। ସେ ମହା ବେଶ୍ଯାକୁ ଦଣ୍ଡ ଦଇେଛନ୍ତି। ସହେି ବେଶ୍ଯା ତା'ର ୟୌନଗତ ପାପରେ ପୃଥିବୀକୁ ଭ୍ରଷ୍ଟ କରିଦଇେଅଛି। ପରମେଶ୍ବର ତାହାଙ୍କ ସବେକମାନଙ୍କର ରକ୍ତ ହତେୁ ତାହାକୁ ଦଣ୍ଡ ଦଇେଛନ୍ତି।
For true and righteous are his judgments: for he hath judged the great whore, which did corrupt the earth with her fornication, and hath avenged the blood of his servants at her hand.

3 ସମାନେେ ପୁଣି କହିଲେ :
And again they said, Alleluia. And her smoke rose up for ever and ever.

4 ତା'ପରେ ଚବିଶ ଜଣ ପ୍ରାଚୀନ ଓ ଚାରିଜଣ ଜୀବିତ ପ୍ରାଣୀ ସିଂହାସନ ରେ ଉପବିଷ୍ଟ ପରମେଶ୍ବରଙ୍କ ଆଗ ରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସମାନେେ କହିଲେ :
And the four and twenty elders and the four beasts fell down and worshipped God that sat on the throne, saying, Amen; Alleluia.

5 ତା'ପରେ ସିଂହାସନ ମଧ୍ଯରୁ ଗୋଟିଏ ଉଚ୍ଚ ଧ୍ବନି ଆସିଲା। ସହେି ଧ୍ବନି କହିଲା :
And a voice came out of the throne, saying, Praise our God, all ye his servants, and ye that fear him, both small and great.

6 ତା'ପରେ ମୁଁ ଅନକେ ଲୋକମାନଙ୍କର ସ୍ବର ଶୁଣିଲି। ଏହା ଜଳପ୍ରପାତର ଧ୍ବନିପରି ଏବଂ ବିରାଟ ମେଘ ଗର୍ଜନର ଶବ୍ଦ ପରି ଥିଲା। ସମାନେେ କହୁଥିଲେ :
And I heard as it were the voice of a great multitude, and as the voice of many waters, and as the voice of mighty thunderings, saying, Alleluia: for the Lord God omnipotent reigneth.

7 ଆସ, ଆମ୍ଭମାନେେ ଆନନ୍ଦ ଉଲ୍ଲାସ କରିବା ଓ ପରମେଶ୍ବରଙ୍କୁ ଗୌରବ ଦବୋ ! ଯେ ହତେୁ ' ମଷେଶାବକଙ୍କର ବିବାହ ଉତ୍ସବର ସମୟ ଆସି ଉପସ୍ଥିତ ଓ ତାହାଙ୍କର କନ୍ଯା ନିଜକୁ ପ୍ରସ୍ତୁତ କରି ସାରିଛି ; ତେଣୁ ଆମ୍ଭମାନେେ ତାହାଙ୍କୁ ଗୌରବ ଦବୋ।
Let us be glad and rejoice, and give honour to him: for the marriage of the Lamb is come, and his wife hath made herself ready.

8 କନ୍ଯାକୁ ପିନ୍ଧିବା ପାଇଁ ସୂକ୍ଷ୍ମ, ଶୁଭ୍ର ଓ ପରିଷ୍କାର ବସ୍ତ୍ର ଦିଆଯାଇଛି।
And to her was granted that she should be arrayed in fine linen, clean and white: for the fine linen is the righteousness of saints.

9 ତା'ପରେ ଦୂତ ମାେତେ କହିଲେ, ଏହା ଲେଖ : ମଷେଶାବକଙ୍କ ବିବାହ ଭୋଜିକୁ ନିମନ୍ତ୍ରିତ ବ୍ଯକ୍ତିମାନେ ଧନ୍ଯ ! ସେ ଦୂତ ପୁଣି କହିଲେ, ପରମେଶ୍ବରଙ୍କର ବାକ୍ଯ ସତ୍ଯ ଅଟେ।
And he saith unto me, Write, Blessed are they which are called unto the marriage supper of the Lamb. And he saith unto me, These are the true sayings of God.

10 ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।
And I fell at his feet to worship him. And he said unto me, See thou do it not: I am thy fellowservant, and of thy brethren that have the testimony of Jesus: worship God: for the testimony of Jesus is the spirit of prophecy.