Revelation 22:15
କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ୟୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ଯାପ୍ରିୟ ଓ ମିଥ୍ଯାବାଦୀମାନେ ନଗରର ବାହା ରେ ରହିବେ।
Revelation 22:15 in Other Translations
King James Version (KJV)
For without are dogs, and sorcerers, and whoremongers, and murderers, and idolaters, and whosoever loveth and maketh a lie.
American Standard Version (ASV)
Without are the dogs, and the sorcerers, and the fornicators, and the murderers, and the idolaters, and every one that loveth and maketh a lie.
Bible in Basic English (BBE)
Outside are the dogs, and those who make use of evil powers, those who make themselves unclean, and the takers of life, and those who give worship to images, and everyone whose delight is in what is false.
Darby English Bible (DBY)
Without [are] the dogs, and the sorcerers, and the fornicators, and the murderers, and the idolaters, and every one that loves and makes a lie.
World English Bible (WEB)
Outside are the dogs, the sorcerers, the sexually immoral, the murderers, the idolaters, and everyone who loves and practices falsehood.
Young's Literal Translation (YLT)
and without `are' the dogs, and the sorcerers, and the whoremongers, and the murderers, and the idolaters, and every one who is loving and is doing a lie.
| For | ἔξω | exō | AYKS-oh |
| without | δὲ | de | thay |
| are | οἱ | hoi | oo |
| dogs, | κύνες | kynes | KYOO-nase |
| and | καὶ | kai | kay |
| οἱ | hoi | oo | |
| sorcerers, | φάρμακοι | pharmakoi | FAHR-ma-koo |
| and | καὶ | kai | kay |
| οἱ | hoi | oo | |
| whoremongers, | πόρνοι | pornoi | PORE-noo |
| and | καὶ | kai | kay |
| οἱ | hoi | oo | |
| murderers, | φονεῖς | phoneis | foh-NEES |
| and | καὶ | kai | kay |
| οἱ | hoi | oo | |
| idolaters, | εἰδωλολάτραι | eidōlolatrai | ee-thoh-loh-LA-tray |
| and | καὶ | kai | kay |
| whosoever | πᾶς | pas | pahs |
| ὁ | ho | oh | |
| loveth | φιλῶν | philōn | feel-ONE |
| and | καὶ | kai | kay |
| maketh | ποιῶν | poiōn | poo-ONE |
| a lie. | ψεῦδος | pseudos | PSAVE-those |
Cross Reference
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:8
କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ବାସୀ, ଘୃଣାକାର୍ୟ୍ଯ, ନରହତ୍ଯା, ୟୌନଗତ ପାପ, ମନ୍ଦ କୁହୁକ କହନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ଯାବାଦୀ ସମାନେେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦ ରେ ସ୍ଥାନ ପାଇବେ। ଏହା ଦ୍ବିତୀୟ ମୃତ୍ଯୁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:19
ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:27
କୌଣସି ଅଶୁଚି ଜିନିଷ ତା' ଭିତ ରେ ପ୍ରବେଶ କରିବ ନାହିଁ। ଲଜ୍ଜାପୂର୍ଣ୍ଣ କାର୍ୟ୍ଯ କରିବା ଲୋକ ଓ ମିଥ୍ଯା କହିବା ଲୋକ ତା' ଭିତ ରେ ପଶିପାରିବେ ନାହିଁ। ମଷେଶାବକଙ୍କ ଜୀବନପୁସ୍ତକରେ ନାମ ଲଖାେ ହାଇେଥିବା ଲୋକମାନେ ସହେି ନଗରୀ ଭିତ ରେ ପ୍ରବେଶ କରିବେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:2
ଯେଉଁମାନେ ମନ୍ଦକର୍ମ ରେ ଲିପ୍ତ, ସମାନଙ୍କେଠାରୁ ସାବଧାନ ହାଇେ ରୁହ, ସମାନେେ କୁକୁରମାନଙ୍କ ପରି। ସମାନେେ ଲୋକମାନଙ୍କୁ ସୁନ୍ନତ287 ହବୋପାଇଁ ଦାବୀ କରନ୍ତି।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:9
ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।
କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:6
ଏହି ବିଷୟଗୁଡ଼ିକ ପରମେଶ୍ବରଙ୍କୁ କୋରଧିତ କରେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:20
ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ବାରା ପ୍ରାଣ ହରାଇ ନ ଥିଲେ, ସମାନେେ ତଥାପି ସମାନଙ୍କେର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସମାନେେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ଯ ନିଜକୁ ଦୂ ରଇେ ଦେଲେ ନାହିଁ। ସମାନେେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠ ରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଚାଲିପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 5:3
ତୁମ୍ଭ ଭିତ ରେ କୌଣସି ୟୌନ-ପାପ, କୌଣସି ପ୍ରକାର ମନ୍ଦ କାମ, ଏବଂ ଲୋଭ ଆଦୌ ନ ରହୁ। କାରଣ ଏଗୁଡ଼ିକ ପରମେଶ୍ବରଙ୍କ ପବିତ୍ର ଲୋକମାନଙ୍କ ନିମନ୍ତେ ଉପୟୁକ୍ତ ନୁହେଁ।
ଯୋହନଲିଖିତ ସୁସମାଚାର 3:18
ପରମେଶ୍ବରଙ୍କ ପୁତ୍ରଙ୍କଠା ରେ ବିଶ୍ବାସ ରଖୁଥିବା ଲୋକ କବେେ ବିଚାରିତ ହୁଏ ନାହିଁ। କିନ୍ତୁ ତାହାଙ୍କଠା ରେ ବିଶ୍ବାସ ନ କରୁଥିବା ଲୋକ ବିଚାରିତ ହାଇେସାରିଛି। କାରଣ ସେ ପରମେଶ୍ବରଙ୍କର ଏକମାତ୍ର ପୁତ୍ରଙ୍କୁ ବିଶ୍ବାସ କଲାନାହିଁ।
ମଲାଖୀ 3:5
ତା'ପ ରେ ଆମ୍ଭେ ତୁମ୍ଭ ନିକଟକୁ ଆସିବା ଓ ଉଚିତ୍ ବିଗ୍ଭର କରିବା। ଆମ୍ଭେ ଅତି ଶୀଘ୍ର ସାକ୍ଷ୍ଯ ଦବୋ ସମାନଙ୍କେ ବିରୁଦ୍ଧ ରେ, ଯେଉଁମାନେ ମାଯାବୀ, ବ୍ଯଭିଗ୍ଭରୀ, ମିଥ୍ଯାବାଦୀ ଏବଂ ଯେଉଁମାନେ କାମ କରିବା ଲୋକଙ୍କୁ ଠକନ୍ତି। ଯେଉଁମାନେ ବିଧବା ଓ ଅନାଥମାନଙ୍କୁ ଅତ୍ଯାଗ୍ଭର କରନ୍ତି, ବିଦେଶୀମାନଙ୍କୁ ତଡି ଦିଅନ୍ତି। ସହେିପରି ଲୋକମାନେ ଆମ୍ଭକୁ ଭୟ ଓ ସମ୍ମାନ କରନ୍ତି ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି କଥା କହିଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:23
ତୋ ପାଖ ରେ ଦୀପର ଆଲୋକ ଆଉ ଜଳିବ ନାହିଁ। ତୋ'ପାଖ ରେ ବରକନ୍ଯାଙ୍କର ଆନନ୍ଦର ଧ୍ବନି ଆଉ କବେେ ହେଲେ ଶୁଣାୟିବ ନାହିଁ। ତୋ'ର ବ୍ଯବସାଯୀମାନେ ପୃଥିବୀର ବହୁତ ମହାନ୍ ଲୋକ ଥିଲେ। ସମସ୍ତ ଦେଶଗୁଡ଼ିକ ତୋ'ର ଯାଦୁ ଶକ୍ତି ଦ୍ବାରା ପଥଭ୍ରଷ୍ଟ ହାଇେଥିଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:1
ସାତଦୂତଙ୍କ ମଧ୍ଯରୁ ଯେଉଁମାନେ ସାତାଟେି ପାତ୍ର ଧାରଣ କରିଥିଲେ, ସମାନଙ୍କେ ମଧ୍ଯରୁ ଜଣେ ମାେ ନିକଟକୁ ଆସି ମାେତେ କହିଲେ, ଆସ ପ୍ରସିଦ୍ଧ ବେଶ୍ଯାକୁ କ'ଣ ଦଣ୍ଡ ଦିଆୟିବ, ତାହା ମୁଁ ତୁମ୍ଭକୁ ଦଖାଇବେି। ସେ ବହୁତ ଜଳରାଶି ଉପରେ ବସିଛି।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 2:10
ଯେଉଁ ଲୋକମାନେ ହଜିଯାଇଛନ୍ତି, ସମାନଙ୍କେୁ ଠକିବାକୁ ଏହି ମନ୍ଦବ୍ଯକ୍ତି ପ୍ରେତ୍ୟକକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସମାନେେ ସତ୍ଯକୁ ଭଲ ପାଇବା ପାଇଁ ଅସ୍ବୀକାର କଲେ, ଯାହା ଦ୍ବାର ସମାନେେ ଉଦ୍ଧାର ପାଇଥାନ୍ତେ।
ପ୍ରଥମ ରାଜାବଳୀ 22:8
ତହୁଁ ଆହାବ୍ କହିଲେ, ଅନ୍ୟ ଜଣେ ଭବିଷ୍ଯଦ୍ବକ୍ତା ଏଠା ରେ ଅଛନ୍ତି, ଯାହାଙ୍କୁ ଆମ୍ଭେ ପରମେଶ୍ବରଙ୍କର ବାକ୍ଯ ବିଷଯ ରେ ପଗ୍ଭରି ପାରୁ। ସେ ଇମ୍ଲର ପୁତ୍ର ମୀଖାଯ। କିନ୍ତୁ ମୁଁ ତାକୁ ଘୃଣା କରେ। କାରଣ ସେ ସର୍ବଦା ମାେ ବିରୁଦ୍ଧ ରେ ଭବିଷ୍ଯତବାଣୀ କ ହେ। ସେ କବେେ ମାରେ ମଙ୍ଗଳ କଥା କ ହେ ନାହିଁ।
ପ୍ରଥମ ରାଜାବଳୀ 22:21
ତା'ପରେ ଜଣେ ସ୍ବର୍ଗଦୂତ ସଦାପ୍ରଭୁଙ୍କ ନିକଟକୁ ୟାଇ କହିଲା, 'ମୁଁ ତା' ପ୍ରତି ପ୍ରତାରଣା କରିବି।'
ଯିଶାଇୟ 9:15
ଏଠା ରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ଯାବାଦୀ ଭବିଷ୍ଯଦ୍ବକ୍ତାଙ୍କୁ ବୁଝାଉଛି।
ଯିଶାଇୟ 47:9
ଏ ଉଭୟ ଘଟଣା ସହସା ଏକ ମୁହୂର୍ତ୍ତ ରେ ଘଟିବ। ପ୍ରଥମେ ସନ୍ତାନ ବିରହ ଓ ପ ରେ ବୈଧବ୍ଯ ତୁମ୍ଭପ୍ରତି ଘଟିବ। ତୁମ୍ଭର ଅପାର ଶକ୍ତିଶାଳୀ କୌଶଳ ଓ ମାଯାବୀତ୍ବ କିଛି ସାହାୟ୍ଯ କରିବ ନାହିଁ। ଏ ଦୁଇଟି ସମ୍ପୂର୍ଣ୍ଣ ପରିମାଣ ରେ ତୁମ୍ଭ ପ୍ରତି ଘଟିବ।
ଯିଶାଇୟ 47:12
ବର୍ତ୍ତମାନ ତୁମ୍ଭମାନେେ ମାଯାବୀ ୟାଦୁବିଦ୍ଯା ଉପ ରେ ନିର୍ଭର କର, ଯାହା ତୁମ୍ଭମାନେେ ଶିଖିବାକୁ ବହୁତ ପରିଶ୍ରମ କର। ତୁମ୍ଭମାନେେ ସଗେୁଡ଼ିକୁ ବ୍ଯବହାର ରେ ଲଗାଇପାର କିମ୍ବା ସେଥିପାଇଁ ତୁମ୍ଭମାନେେ ଜିତିପାର।
ଯିଶାଇୟ 57:3
ହେ ୟାଦୁକାର ଓ ବ୍ଯଭିଚାରିଣୀ ଓ ବ୍ଯଭିଚାରିଣୀର ସନ୍ତାନଗଣ ନିକଟକୁ ଆସ।
ଯିରିମିୟ 5:31
ଭବିଷ୍ଯଦବକ୍ତାମାନେ ମିଥ୍ଯା ଭବିଷ୍ଯଦବାକ୍ଯ ପ୍ରଚାର କରନ୍ତି ଓ ସମାନଙ୍କେ ନିର୍ଦ୍ଦଶାେନୁସା ରେ ଯାଜକମାନେ କାର୍ୟ୍ଯ କରନ୍ତି। ପୁଣି ଆମ୍ଭର ଲୋକମାନେ ଏପରି ହବୋକୁ ଭଲ ପାଆନ୍ତି। ମାତ୍ର ତୁମ୍ଭ ଲୋକମାନେ ଶଷେ ରେ ଦଣ୍ଡ ସମୟରେ କ'ଣ କରିବେ ?
ମାଥିଉଲିଖିତ ସୁସମାଚାର 8:12
କିନ୍ତୁ ରାଜ୍ଯର ମୂଳ ପ୍ରଜାମାନଙ୍କୁ ଅନ୍ଧାର ଭିତରକୁ ଫିଙ୍ଗି ଦିଆୟିବ। ସଠାେରେ କାନ୍ଦି କାନ୍ଦି ଓ କଷ୍ଟ ହତେୁ ଦାନ୍ତ କଡମଡ କରି ରହିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:11
ଶିମାନେ ଲୋକମାନଙ୍କୁ ବହୁତ ସମୟ ପର୍ୟ୍ଯନ୍ତ ଯାଦୁ ବିଦ୍ଯା ରେ ମୁଗ୍ଧ କରିପାରୁଥିବା କଥା ସମସ୍ତେ ଶୁଣିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 13:6
ସମାନେେ ଉପଦ୍ବୀପରେ ସର୍ବତ୍ର ବୁଲିବୁଲି ପାଫ ନଗର ରେ ପହନ୍ଚିଲେ। ସଠାେରେ ସମାନେେ ବର୍ୟୀଶୁ ନାମକ ଜଣେ ଯିହୂଦୀ ଭଣ୍ଡ ଭବିଷ୍ଯଦ୍ବକ୍ତାକୁ ଦେଖିଲେ। ସେ ଲୋକମାନଙ୍କ ନିକଟରେ ଯାଦୁକର୍ମ ଦ୍ବାରା ନାନା କାର୍ୟ୍ଯ ଦଖାେଉଥିଲା।
ଯୋହନଲିଖିତ ସୁସମାଚାର 8:46
ତୁମ୍ଭମାନଙ୍କ ମଧ୍ଯରୁ କହେି ଜଣେ ଏ କଥା ପ୍ରମାଣ କରିପାରିବ ଯେ, ମୁଁ ପାପ ପାଇଁ ଦୋଷୀ? ଯଦି ମୁଁ ସତ୍ଯ କ ହେ, ତବେେ ମାେତେ କାହିଁକି ବିଶ୍ବାସ କରୁନାହଁ?